-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||     

HOME   ମନୋରଞ୍ଜନ

କିଡନୀ ଫେଲ୍ ହେବା ଯୋଗୁଁ ଅଭିନେତ୍ରୀ ମିଷ୍ଟି ମୁଖାର୍ଜୀଙ୍କ ପରଲୋକ

04-Oct-2020



ଫିଲ୍ମ ଇଣ୍ଡଷ୍ଟ୍ରି ପାଇଁ ପୁଣି ଆଉ ଏକ ଦୁଃଖଦ ଖବର । ୨୭ ବର୍ଷ ବୟସ୍କା ଅଭିନେତ୍ରୀ ମିଷ୍ଟି ମୁଖାର୍ଜୀଙ୍କ ପରଲୋକ ହୋଇଛି । ଅଭିନେତ୍ରୀ ମିଷ୍ଟି ମୁଖାର୍ଜୀ ଶୁକ୍ରବାର ଦିନ ବେଙ୍ଗାଲୁରୁର ଏକ ନର୍ସିଂହୋମ୍ ରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । କିଡନୀ ଫେଲ୍ ହେବା ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନା ମୁତାବିକ ମିଷ୍ଟି ବହୁ ଦିନ ଧରି କିଡନୀ ରୋଗରେ ପୀଡିତ ଥିଲେ । ସେଥିପାଇଁ ତାଙ୍କର ଚିକିତ୍ସା ମଧ୍ୟ ଚାଲିଥିଲା । ମାତ୍ର ସବୁ ପ୍ରୟାସ ବିଫଳ ହୋଇଛି!! କୁହାଯାଉଛି ଯେ, ଅଭିନେତ୍ରୀ ମିଷ୍ଟି କିଟୋ ଡାଏଟ୍ ନେଉଥିଲେ । ଏହାଦ୍ବାରା ଲିଭର ଏବଂ କିଡନୀ ଉପରେ ପ୍ରଭାବ ପଡିଥାଏ । ଶୁଣିବାକୁ ମିଳୁଛି ଯେ, ତାଙ୍କର ପୂର୍ବରୁ ହିଁ ସ୍ବାସ୍ଥ୍ୟାବସ୍ଥା ଠିକ୍ ନଥିଲା । ଯେବେଠାରୁ ସେ କିଟୋ ଡାଏଟ ନେବା ଆରମ୍ଭ କରିଥିଲେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଆହୁରି ଖରାପ ହୋଇଯାଇଥିଲା ଅଭିନେତ୍ରୀ ମିଷ୍ଟି ବେଙ୍ଗଲୀ ଫିଲ୍ମ ସହ ଅନ୍ୟ ଭାଷାର ଫିଲ୍ମରେ ମଧ୍ୟ ଅଭିନୟ କରିଥିଲେ । ମୈ କ୍ରିଷ୍ଣା ହୁଁ, ଲାଇଫ୍ କି ତୋ ଲଗ୍ ଗୟି ଭଳି ଫିଲ୍ମରେ ତାଙ୍କ ଅଭିନୟ ଦେଖିବାକୁ ମିଳିଥିଲା । ତାଙ୍କୁ ଅନେକ ଫିଲ୍ମରେ ଆଇଟମ୍ ଡ୍ୟାନ୍ସର ଭାବେ ଦେଖିବାକୁ ମିଳିଥିଲା । ସେ ଅନେକ ମ୍ୟୁଜିକ ଭିଡିଓରେ ମଧ୍ୟ ଅଭିନୟ କରିଛନ୍ତି


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm