-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||     

HOME   ଜିଲ୍ଲା

ରାଜ୍ଯ ରାଜପଥ ପଲଟିଛି ମରଣ ଯନ୍ତା

25-Nov-2023



ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ରେ ରାଜ୍ୟ ରାଜପଥ ରାସ୍ତା ନିର୍ମାଣ କାର୍ଯ୍ୟ ଅନିୟମିତତା ହୋଇଥିବା ଯୋଗୁଁ ଘଟୁଛି ଦୁର୍ଘଟଣା । କଣ୍ଟାମାଳ ବ୍ଳକ ଆମ୍ବଗାଁ ପଞ୍ଚାୟତ ନିକଟରେ ଦୁର୍ଘଟଣାର ଘଟିଛି। ଆହତ ବ୍ୟକ୍ତି ଜଣକ ଘଣ୍ଟା ପଡା ପଞ୍ଚାୟତ ରେକଡୁଳ ଗ୍ରାମ ର ପୁରନ୍ଦର ଜାନି( ୫୫) ଜଣାପଡିଛି। ସୂଚନା ଅନୁସାରେ ବଜାଜ୍ ପ୍ଳାଟିନା ଗାଡି ( ଓ ଆର୍ ୦୩ ଜି ୪୪୫୦ ) ଯୋଗେ ଖୁଣ୍ଟିଗୋରା ପାଶ୍ବରୁ ଘଣ୍ଟା ପଡା ଅଭିମୁଖେ ଯାଉଥଲେ । ଆମ୍ବଗାଁ ଠାରୁ କୁରୁକୁପା ମଧ୍ୟ ରେ ରାସ୍ତା ମରଣଯନ୍ତା ପାଲଟିଛି। ଭାରଶାମ୍ଯ ହରାଇ ବାଇକ୍ ରୁ ଛିତିକି ପଡ଼ି ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ମୁଁହ ଖଣ୍ଡିଆ ହେବା ସହ ପ୍ରବଳ ରକ୍ତସ୍ରାବ ହୋଇଥିଲା। ମାନବ ସେବା ସଦନ ସଂପାଦକ ସାମ୍ବାଦିକ ବଂଶିଧର ମାଝି ପହଂଚି ଘଣ୍ଟା ପଡା ପୋଲିସକୁ ଖବର ଦେଇ ସମାଜ ସେବୀ ଋଷି ରଣାଙ୍କ ସହାୟତା ରେ କଣ୍ଟାମାଳ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠ ଥୂଲେ । ସେଠାରେ ପ୍ରାଥମିକ

ଚିକିତ୍ସା ପରେ ଡାକ୍ତର  ଜଗଦୀଶ ସେଠି ଅବସ୍ଥା ଗୁରୁତର ହୋଇଥିବାରୁ  ଵଳାଙ୍ଗିର ପଠାଇ ଥିଲେ । ସେଠାରେ ଅବସ୍ଥାରେ ଗୁରୁତର ହୋଇଥିବାରୁ ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଉକ୍ତ ସ୍ଥାନରେ ପୂର୍ବରୁ ମଧ୍ୟ ଦୁର୍ଘଟଣା ହୋଇ ଥିବାର ନଜର ରହିଛି । ଏହି ରାଜ୍ୟ ରାଜପଥ ରେ ଅନେକ ସ୍ଥାନରେ ସୋଚନୀୟ ହୋଇ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଥିବା ର ଅଭିଯୋଗ କରିଛନ୍ତି ।ଏଥି ପ୍ରତ ବଭାଗିୟ ଉଚ୍ଚ ଅଧିକାରୀ ଦୃଷ୍ଟିରେ ରଖି ‌ରାସ୍ତା ମରାମତି କରିବା ଜନସାଧାରଣଙ୍କ ମଧ୍ୟରେ ଦାବି କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026

You Might Also Like