-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||     

HOME   ଜିଲ୍ଲା

ବିଜୁ ଜନତା ଦଳରେ ଯୋଗଦେଲେ ବିଜେପି ଦଳର ବହୁ କର୍ମୀ

25-Nov-2023



କେସିଙ୍ଗା(କେଶବ ମେହେର): ଓଡ଼ିଶାର ବିଜୁ ଜନତା ଦଳର ଶୃଙ୍ଖଳିତ ଶାସନ ଓ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସଦର ନିର୍ବାଚନ ମଣ୍ଡଳୀ କଲମ ପଞ୍ଚାୟତର ଆଗଧାଡ଼ି ବହୁ ବିଜେପି କର୍ମୀ  କଳାହାଣ୍ଡି ଜିଲ୍ଲା ବିଜୁ ଜନତା ଦଳର ସଭାପତି ପୁଷ୍ପେନ୍ଦ୍ର ସିଂଦେଓ ଏବଂ କାର୍ଯ୍ୟକାରୀ ସଭାପତି ଦିବ୍ୟ ଶଙ୍କର ମିଶ୍ରଙ୍କ ଅନୁମୋଦନ କ୍ରମେ ଓ ପୂର୍ବତନ ସଦର ବିଧାୟକ ଦୁଷ୍ମନ୍ତ ନାଏକଙ୍କ ନେତୃତ୍ୱରେ ଏବଂ କଳାହାଣ୍ଡି ଜିଲ୍ଲା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଶ୍ରୀମତୀ ଲଳିତା ନାଏକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରେମରଞ୍ଜନ ପାଣିଗ୍ରାହୀ(ବଡ ବାବୁ), ସଦର ବ୍ଲକ ଜୋନ-୨ ଜିଲ୍ଲା ପରିଷଦ ଦୟାନିଧି ନାଏକ, ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ବିଜେଡ଼ି ସଭାପତି ସୁରେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଆଜି ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକଙ୍କ ବାସଭବନ କାର୍ଯ୍ୟାଳୟକୁ ଆସି ବିଜେପି କର୍ମୀ ସଞ୍ଜୟ ମାଝୀ, ବିବେକ ଦୁର୍ଗା, ଯଯାତି ମାଝୀ, ପରୀକ୍ଷିତ ମାଝୀ, ସିନ୍ଧୁ ମହାନନ୍ଦ, ପ୍ରବୀଣ ମାଝୀ, ମଧୁସୂଦନ ନିଆଲ, ଜଗଦୀଶ ରଣା,  ମହିପାଲ ମାଝୀ, ଚିତୁ ମେହେର, ବଡ ମାଝୀ, ରଶ୍ମି ଚାଲାଣ, ବିଜୁ ଜନତା ଦଳରେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026

You Might Also Like