-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||     

HOME   ଜିଲ୍ଲା

ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମ କୁ ଡାବୁଗାଁ ପଞ୍ଚାୟତ ସମିତି ତରଫରୁ ଅବହେଳା

25-Nov-2023



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)ଡାବୁଗାଁ ବ୍ଲକରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅବସରରେ ଏଲ୍ଇଡି ମାଧ୍ୟମରେ କେନ୍ଦ୍ର ସରକାର ଙ୍କ ବିଭିନ୍ନ ଉନ୍ନୟନମୂଳକ ଏବଂ ଜନ  ହିତକର କାର୍ଯ୍ୟ ଗୁଡ଼ିକ ର ପ୍ରଚାର ପ୍ରସାର ପାଇଁ ଆଜି ଡାବୁଗାଁ ପଞ୍ଚାୟତ ରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ଡାବୁଗାଁ ବିଡ଼ିଓ ଶରତ ମାଝୀ, ଡାବୁଗାଁ ପଞ୍ଚାୟତ ପିଇଓ  , ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। କିନ୍ତୁ ସଠିକ ଲିଫଲେଟ୍ ବଣ୍ଟନ କରାଯାଇ ନଥିଲା ଏବଂ ଏଲ୍ଇଡି ଭ୍ୟାନ ମଧ୍ୟ ଉପଲବ୍ଧ ନ ଥିଲା।  ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା କାର୍ଯ୍ୟକାରିଣୀ ସଭ୍ୟ ଜୟନ୍ତ କୁମାର ପାତ୍ର ଡାବୁଗାଁ ସ୍ଥାନୀୟ ପ୍ରଶାସନ ର ଅବହେଳା କୁ ନାପସନ୍ଦ କରିଛନ୍ତି। ସେ କହିଛନ୍ତି ଡାବୁଗାଁ ପଞ୍ଚାୟତ ସମିତି ର ଅଧିକାରୀମାନେ ଚାହିଁଲେ ଏଭଳି ଅବ୍ୟବସ୍ଥାରେ କାର୍ଯ୍ୟକ୍ରମ ହୋଇ ନଥାନ୍ତା। ଗତ ୨୩ ତାରିଖ ରୁ ଆରମ୍ଭ ହୋଇ ଥିବା ଏହି କାର୍ଯ୍ୟକ୍ରମ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା କାର୍ଯ୍ୟକାରିଣୀ ସଭ୍ୟ ଜୟନ୍ତ କୁମାର ପାତ୍ର ଏବଂ ମଣ୍ଡଳ ସାଧାରଣ ସଂପାଦକ ମହେଶ ପାତ୍ର କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ଯଥା ଶୀଘ୍ର ସୁବ୍ୟବସ୍ଥା କରିବାକୁ ଏବଂ ଲିଫଲେଟ୍ ବାଣ୍ଟିବାକୁ କହିବା ପରେ କେନ୍ଦ୍ର ସରକାରଙ୍କ ଉନ୍ନତି ମୂଳକ ଯୋଜନା ଗୁଡିକ ବିଷୟରେ ଲିପିବଦ୍ଧ ଥିବା ଲିଫଲେଟ୍ ବଣ୍ଟନ କରା ଯାଇଥିଲା। ଆଗାମୀ କାର୍ଯ୍ୟକ୍ରମ ସଠିକ ଭାବେ କରାଯାଉ ବୋଲି ସେ ଆୟୋଜକ ଏବଂ ଅଧିକାରୀ ମାନଙ୍କୁ ଜଣାଇ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026

You Might Also Like