-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||     

HOME   ଜିଲ୍ଲା

ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଘାଟିତ

25-Nov-2023



କୋଦଳା(ଭଗବାନ ପାଢୀ ): ଶୁକ୍ରବାର, କୋଦଳା, ଲକ୍ଷ୍ମୀନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ଡଃ. ଦତ୍ତାରାମ ବିଶୋୟୀଙ୍କ ତତ୍ତ୍ବାବଧାନରେ ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍ ଘାଟିତ ହୋଇଯାଇଛି। ଅନୁଷ୍ଠାନର ପ୍ରାକ୍ତନ ସମ୍ପାଦକ ପ୍ରଫୁଲ କୁମାର ରଥ ଆନୁଷ୍ଠାନିକ ରୂପେ ଉଦ୍ ଘାଟନ କରିଥିଲେ । ଅଧ୍ୟାପକ ସରୋଜ କୁମାର ଆଚାର୍ଯ୍ୟ, ଡି ଇ ଓ  ସମୀର ପରିଡା କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ପ୍ରଧ୍ୟାପକ ହୃଷୀକେଶ ପ୍ରହରାଜ, (ନୋଡାଲ ଅଫିସର) କାର୍ଯ୍ୟକ୍ରମର ଆଭିମୁଖ୍ୟ ଏବଂ ସରକାରଙ୍କ ଯୁବ ନେତୃତ୍ଵର ଉଦେଶ୍ୟ ସମ୍ପର୍କରେ ଉପସ୍ଥାପିତ କରିଥିଲେ l କାଳନ୍ଦି ଚରଣ ଦାଶ(ପ୍ରୋଗ୍ରାମ ଅଫିସର ସଂସ୍କୃତିକ) ମଞ୍ଚ ସଞ୍ଚାଳନା କରିଥିଲେ ଏବଂ ସଂସ୍କୃତିକ କାର୍ଯ୍ୟକ୍ରମର ଆଭୁମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ପ୍ରୋଗ୍ରାମ ଅଫିସର କ୍ରିଡା ଆଦିତ୍ୟ ପ୍ରସନ୍ନ ମହାପାତ୍ର ଛତ୍ର ଛାତ୍ରୀଙ୍କୁ କ୍ରିଡାର ଗୁରୁତ୍ଵ ସମ୍ପର୍କରେ ସୂଚନା ଦେଇଥିଲେ। ପ୍ରୋଗ୍ରାମ ଅଫିସର ସାମାଜିକ କାର୍ଯ୍ୟକ୍ରମ  ଶ୍ରୀମତୀ ସୁଦର୍ଶନା ପ୍ରଧାନ ଏକ ସୁସ୍ଥ ସମାଜ ଗଠରେ ଛାତ୍ରଛାତ୍ରୀଙ୍କ ଭୂମିକା ସମ୍ପର୍କରେ ଉଲ୍ଲେଖ କରିଥିଲେ । ସୁଶ୍ରୀ ସୁନିତା ପାଣ୍ଡି ଛାତ୍ରଛାତ୍ରୀଙ୍କ ସହଯୋଗରେ ମଞ୍ଚ ସାଜସଜ୍ଜା  କରିଥିଲେ । ଅନୁଷ୍ଠାନର ସମସ୍ତ କର୍ମଚାରୀ ଏବଂ ଛାତ୍ରଛାତ୍ରୀ ବୃନ୍ଦ କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡନ କରିଥିଲେ । ପରିଶେଷରେ ଓଡିଆ ଅଧ୍ୟାପିକା ଶ୍ରୀମତୀ ମୌସୁମୀ ମିଶ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭାକାର୍ଯ୍ୟ ଶେଷ କରିଥିଲେ । 

ଉଦ୍ଘାଟନୀ  ଉତ୍ସବରେ ଯୋଗ କାର୍ଯ୍ୟକ୍ରମ ପ୍ରୋଗ୍ରାମ ଅଫିସର ଶ୍ରୀମତୀ ସୁଦର୍ଶନା ପ୍ରଧାନଙ୍କ ଦ୍ଵାରା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଯୋଗ ଗୁରୁ ସନ୍ତୋଷ କୁମାର ପାଢୀ, କୃଷ୍ଣ ଚନ୍ଦ୍ର ପ୍ରଧାନ ଏବଂ ଅଶୋକ ବିଶୋଇ  ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ଯୋଗ ଓ ପ୍ରାଣାୟମ ଶିକ୍ଷା ଦେଇଥିଲେ।   

କ୍ରିଡା ପ୍ରତିଯୋଗୀତାକୁ ଶ୍ରୀ ପ୍ରଫୁଲ କୁମାର ରଥ ଉଦ୍ଘାଟନ କରିଥିଲେ। ପ୍ରୋଗ୍ରାମ ଅଫିସର (କ୍ରୀଡା) ଶ୍ରୀ ଆଦିତ୍ୟ ପ୍ରସନ୍ନ ମହାପାତ୍ରଙ୍କ ଦ୍ଵାରା କବାଡି ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା ଏବଂ ଏହି ପ୍ରତିଯୋଗୀତାକୁ ସରୋଜ କୁମାର ଆଚାର୍ଯ୍ୟ, ଡି ଇ ଓ ସମୀର ପରିଡା କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା   ଏହି କାର୍ଯ୍ୟକ୍ରମ ତା.୨୪/୧୧/୨୦୨୩ ରିଖ ଠାରୁ ତା.୧୦/୧୨/୨୦୨୩ ରିଖ ପର୍ଯ୍ୟନ୍ତ ଚାଲିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026

You Might Also Like