-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||     

HOME   ଜିଲ୍ଲା

କାଳୀ ପୂଜାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବଲିଉଡ୍ ମ୍ୟୁଜିକାଲ ନାଇଟ ଅନୁଷ୍ଠିତ

25-Nov-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ ): ଗତକାଲି ୨୪ ତାରିଖ ଶୁକ୍ରବାର ସନ୍ଧ୍ୟାରେ ସାର୍ବଜନୀନ କାଳୀପୂଜା ମୋହତ୍ସବ ୨୦୨୩ ଅବସରରେ  ସୋନପୁର ମଝିପଡ଼ା ରାମଧୁନ୍ କ୍ଳବ୍  ପୂଜା ମଣ୍ଡପ ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଜାମସେଦପୁର ମ୍ୟୁଜିକାଲ ନାଇଟ କଳାକାରଙ୍କ ଦ୍ଵାରା ହିନ୍ଦୀ ମେଲୋଡି ସଙ୍ଗୀତ ପରିବେଷଣ କରାଯାଇଥିଲା l  ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଏସପି ଅମରେଶ ପଣ୍ଡା ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ l  ସମ୍ମାନିତ ଅତିଥି ଭାବରେ ଏଡିଏମ୍ ଜେନେରାଲ ଅଞ୍ଜଳିନା ପଧାନ, ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀ, ପ୍ରାକ୍ତନ ପୌର ଅଧ୍ୟକ୍ଷ କଇରୁ ସ୍ୱାଇଁ, ଯୁବ ନେତା ତଥା  ଅଧ୍ୟକ୍ଷ ଅଙ୍ଗ ଇରିଗେଶନ ପ୍ରୋଜେକ୍ଟ

ସୋନପୁର ବଲାଙ୍ଗୀର ଆକାଶ ମିଶ୍ର, ବିନିକା ସିଦ୍ଧାର୍ଥ କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ, ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ବଲାଙ୍ଗୀରର ସମାଜସେବୀ ଆକବର ଖାଁ, ପ୍ରମୁଖ କମିଟିର ବରିଷ୍ଠ ସଦସ୍ୟ ଯୋଗଦେଇ  କଳାକାର ଓ ଦର୍ଶକ ଙ୍କୁ ଉତ୍ସାହିତ କରିଥିଲେ l ଗତ ୨୪ ତାରିଖର ନୃତ୍ୟ ପ୍ରତିଯୋଗିତାର ସିନିୟର୍ ଗ୍ରୁପ୍ ର ପ୍ରଥମ ବିଜେତା ବିଶ୍ଵ ବିଜୟିନୀ, ଦ୍ଵିତୀୟ ସ୍ମୃତି ଶିଖା ମିଶ୍ର, ଓ ତୃତୀୟ ବିଜେତା ସାଇ ଶ୍ରୀୟା ପ୍ରଧାନଙ୍କୁ ଏବଂ  ମେଲୋଡ଼ି  ମ୍ୟୁଜିସିଆନ ସୁବାଷ ଭୋଇଙ୍କୁ ଅତିଥି ମାନଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଥିଲା l ମନୋରଞ୍ଜନ ତ୍ରିପାଠୀ ସଭା ସଂଯୋଜନା କରିଥିବା ବେଳେ ମାନସ ସେଠ ଧନ୍ୟବାଦ୍ ଅର୍ପଣ କରିଥିଲେ l ଜେ ବି ତ୍ରିପାଠୀ,

ମାନସ ସେଠ୍, ଲଡୁ କିଶୋର ମଲ୍ଲିକ, ପୀୟୂଷ ପଣ୍ଡା, ବିକାଶ ପଣ୍ଡା, ସୋମନାଥ ମିଶ୍ର, ସତ୍ୟ ଦର୍ୱାନ, ଦୀପକ୍ ତ୍ରିପାଠୀ, ଶେଷ ଦେବ ମେହେର, ହରି ସାହୁ, ଗୋପାଳ ମେହେର, କମଳା ସାହୁ, ସୁରଜ୍ ସାହୁ, ବୁବୁନ, ବିଶ୍ୱଜିତ୍, ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ୍ କରିଥିଲେ l   ଆସନ୍ତା ୨୭ ତାରିଖ ସୋମବାର ଦିନ ନଗର ପରିକ୍ରମା ସହିତ ମା କାଳୀଙ୍କୁ ବିସର୍ଜନ କରାଯିବ ବୋଲି ପୂଜାର ମୁଖ୍ୟ ଆୟୋଜକ ତଥା ଜିଲ୍ଲା ଯୋଜନା ବୋର୍ଡ ସଦସ୍ୟ ପୀୟୂଷ ପଣ୍ଡା ମିଡିଆକୁ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026

You Might Also Like