-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||     

HOME   ଜିଲ୍ଲା

ଟନେଲରେ ଫସିଥିବା ଶ୍ରମିକ ଭଗବାନ ଭତ୍ରାର ପରିବାରକୁ ଭେଟି ସମବେଦନ ଜଣାଇବା ସହ ୧୨ଘଣ୍ଟାରେ ମଧ୍ୟରେ ରସନକାର୍ଡ ଜଗାଇଲେ ଡାବୁଗାଁ ବିଧାୟକ

25-Nov-2023



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)ଉତ୍ତରାଖଣ୍ଡର ଟନେଲରେ ଫସିଥିବା  ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଳକ ତାଳବେଢ଼ା  ଗ୍ରାମର ଶ୍ରମିକ ଭଗବାନ ଭତ୍ରା ଙ୍କ ଘରକୁ ଡାବୁଗାଁ ଲୋକପ୍ରିୟ ବିଧାୟକ ମନୋହର ରନ୍ଧାରୀ ଯାଇ ପରିବାର ବର୍ଗକୁ ଭେଟି ସାନ୍ତ୍ୱନା ଦେବା ସହିତ ସମବେଦଦନା ଜଣାଇଲେ । ଭଗବାନ ଙ୍କ ସହିତ  କିଭଳି ଅନ୍ୟ ଶ୍ରମିକ ମାନେ ସୁରକ୍ଷିତ ଭାବେ ଟନେଲ ରୁ ବାହାରିବେ ସେନେଇ ଭଗବାନ ଙ୍କ ନିକଟରେ ପ୍ରାର୍ଥନା କରିଥିଲେ  ଏବଂ ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟର ତ୍ୱରାନ୍ୱିତ  ନେଇ  କେନ୍ଦ୍ର ସରକାର ଙ୍କ ସହିତ ଓ ଉତ୍ତରାଖଣ୍ଡ ରାଜ୍ୟ ସରକାର ଙ୍କ ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରି ପ୍ରତ୍ୟେକ ମୁହୂର୍ତ୍ତ ରେ ଯୋଗାଯୋଗ ରେ ଥିବା ନେଇ ବିଧାୟକ ରନ୍ଧାରୀ ପ୍ରକାଶ କରିଥିଲେ । ତତ ସଙ୍ଗେ ସଙ୍ଗେ ଭଗବାନ ଭତ୍ରାଙ୍କ ପରିବାରର ରସନକାଡ଼ ନଥିବା ଜାଣି ସଙ୍ଗେ ସଙ୍ଗେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି ମାତ୍ର ୧୨ ଘଣ୍ଟାରେ ପରିବାର ବର୍ଗଙ୍କୁ ରସନକାଡ଼ ଜଗାଇଦେଲେ ବିଧାୟକ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026

You Might Also Like