-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||     

HOME   ଅପରାଧ

ସାହାଜ ବାହାଲ କେନାଲ ରାସ୍ତାରେ ଡକାୟତି,ବ୍ୟକ୍ତିଙ୍କୁ ମାଡ ମାରି ଜଙ୍ଗଲରେ ଛାଡ଼ିଦେଲେ ଦୁର୍ବୃତ୍ତ

25-Nov-2023



ବିନିକା(ହିମାଂଶୁ ଶେଖର ପୁଟେଲ): ଶାନ୍ତିପ୍ରିୟ ବିନିକା ଅଞ୍ଚଳ ଦିନକୁ ଦିନ ଅଶାନ୍ତରେ ପରିଣତ ହେବାରେ ଲାଗିଛି l ବଢ଼ି ଚାଲିଛି ରାହାଜାନୀ, ଲୁଟ ଘଟଣା। ରାସ୍ତା ମାନଙ୍କରେ ଯିବା ଆସିବା ମସ୍କିଲ ହୋଇ ପଡ଼ିଲାଣି । ନିରାପଦ ମଣୁ ନାହାନ୍ତି ଲୋକେ ।ବିଶେଷ କରି ଲୁଟେରା ମାନେ ଲୋକଙ୍କ ଠାରୁ ଲୁଟ କରିବା ପାଇଁ ବିଭିନ୍ନ ନିଛାଟିଆ ସ୍ଥାନରେ ଛପି ରହୁଛନ୍ତି ଏବଂ ସେମାନେ ସଫକ ମଧ୍ୟ ହେଉଛନ୍ତି । ଲୋକଙ୍କ ସୁରକ୍ଷା ପାଇଁ କାର୍ଯ୍ୟ କରୁଥିବା ପୋଲିସ ଠିକ ଭାବରେ ପେଟ୍ରୋଲିଂ କରୁନଥିବାରୁ ଦୁର୍ବୃତ୍ତ ମାନେ ସକ୍ରିୟ ହୋଇ ବେଫିକର ଭାବରେ ଲୁଟ,ରାହାଜାନୀ କରୁଥିବାର ସାଧାରଣରେ ଆଲୋଚନା ହେଉଛି।ଯାହାକି ଏହି ଅଞ୍ଚଳରେ ଅନେକ ଥର ଲୁଟେରା ଙ୍କ କବକରୁ ମୁକ୍ତି ନପାଇ ଲୋକେ ଲୁଟର ଶିକାର ହୋଇଥିଲେ ମଧ୍ୟ ଲୁଟ ସାମଗ୍ରୀ ତ ମିଳିବା ଦୂରର କଥା ଲୁଟେରା ମାନେ ମଧ୍ୟ ପୋଲିସ କୁ ଚକମା ଦେଖାଇ ଧରା ପଡୁ ନାହାନ୍ତି ।ଯାହାର ଅଭଳି ଏକ ଘଟଣା ପୁଣି ଗତକାଲି ରାତିରେ ଘଟିଛି ।ବିନିକା ବ୍ଲକ ସେଲେଡି ଗ୍ରାମର ଜନାର୍ଦ୍ଦନ ତ୍ରିପାଠୀ ନାମକ ଜଣେ ବ୍ୟକ୍ତି କୌଣସି କାମ ସାରି ରାତି  କୌଡିଆମୁଣ୍ଡା ରୁ ରାତି ପ୍ରାୟ ଆଠଟା ସମୟରେ ନିଜ ବାଇକ ଯୋଗେ ବାଉଁସୁନି କେନାଲ ରାସ୍ତାରେ ଫେରୁ ଥିବା ବେଳେ ସାହା ଜ ବାହାଳ ମାଇନର ଠାରେ ୩ଜଣ ମୁଖା ପିନ୍ଧା ଦୁର୍ବୃତ୍ତ ତାଙ୍କୁ ଜବରଦସ୍ତ ଅଟକାଇ ମାଡ ମାରି ନିକଟ ଜଙ୍ଗଲ କୁ ନେଇ ଯାଇଥିଲେ । ସେଠାରେ ତାଙ୍କର ହାତ ଘଣ୍ଟା,ମୋବାଇଲ ଓ କିଛି ଟଙ୍କା ସହ ବାଇକ କୁ ଲୁଟି ଚଂପଟ ମାରିଥିଲେ ।ଫଳରେ ଅନ୍ଧାର ରାତିରେ ଜନାର୍ଦ୍ଦନ ଜଙ୍ଗଲରେ ରାସ୍ତା ନପାଇ ଭୟଭୀତ ଅବସ୍ଥାରେ ଥାଇ ମଧ୍ୟ ସାହସ  ନ ହରାଇ କୌଣସି ପ୍ରକାରରେ ଘରକୁ ଆସିଥିଲେ।ଆଜି ସକାଳେ ଥାନାକୁ ଆସି ଲିଖିତ ଅଭିଯୋଗ କରିଥିବା ଜଣା ପଡିଛି।ତେବେ ମୁଖା ପିନ୍ଦା ଡକାୟତ ମାନଙ୍କୁ ପୋଲିସ ଧରିବାରେ ସଫଳ ହେବ ନା ପୁଣି ସେମାନେ ପୋଲିସ ଆଖିରେ ଧୂଳି ଦେଇ ନିଜର କାର୍ଯ୍ୟକଳାପ ଜାରି ରଖିବା ରେ ସଫଳ ହେବେ ତାହା ସମୟ ହିଁ କହିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026

You Might Also Like