-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ପଂଚ କୁଣ୍ଡିୟ ବିଶ୍ୱଶାନ୍ତି ବିଷ୍ଣୁ ମହାଯଜ୍ଞ ଓ ଟିକ୍ରାପଡା ଅହୋରାତ୍ର ନାମଯଜ୍ଞର ତୃତୀୟ ଦିବସ

25-Nov-2023



ବଲାଙ୍ଗିର(ପ୍ରେରଣା ଖବର ): ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ୨୩.୧୧.୨୦୨୩ ଦ୍ୱିତୀୟ ଦିବସରେ ବିଶ୍ୱ ଶାନ୍ତି ବିଷ୍ଣୁ ମହାଯଜ୍ଞର ମୁଖ୍ୟକର୍ତ୍ତା ବୈଷ୍ଣବ ସାହୁ, ଦିଲିପ ଅଗ୍ରୱାଲ ଓ ଯଜ୍ଞକର୍ତା ରୂପେ ପ୍ରଦୀପ ନେପାକ ଓ ସୌଦାମି, କୈଳାସ ଅଗ୍ରୱାଲ, ରାଜ କିଶୋର ମହାନ୍ତି ଓ ସୁଷମା, କିଶୋର ମେହେର, ସୂର୍ଯ୍ୟମଣି ମେହେର ହୋମ କାର୍ଯ୍ୟ ତୁଳାଇବା ସହ ବିଶିଷ୍ଟ କାୟିକା ରୀନା ନନ୍ଦ ଙ୍କ ଦ୍ୱାରା ସୁନ୍ଦରାକାଣ୍ଡ ପାରାୟଣ ଆୟୋଜିତ ହୋଇଥିଲା । ସନ୍ଧ୍ୟା କାର୍ଯ୍ୟକ୍ରମରେ ବରେଣ୍ୟ ଅତିଥି ରାଜ୍ୟସଭା ସଦସ୍ୟ ନିରଞ୍ଜନ ବିଶି ଯୋଗ ଦେଇ ନାମଯଜ୍ଞ ଆୟୋଜନର ବିଶେଷତ୍ୱ ଉପରେ ମନ୍ତବ୍ୟ ରଖିଥିଲେ । ଏହି ସଭାରେ କମିଟିର ସଭାପତି ପ୍ରକାଶ କୁମାର ନେପାକ ସ୍ୱାଗତ ଭାଷଣ ଦେବା ସହ ମହିଳା କମିଟି ସଭାପତି ବନେଶ୍ୱରୀ ବେହେରା ସଭାପତିତ୍ୱ କରିଥିଲେ । ବିଶିଷ୍ଟ ସମାଜସେବୀ ଓ ଶିକ୍ଷାବିତ ଶ୍ରୀକର ମିଶ୍ରଙ୍କୁ ଆଧ୍ୟାତ୍ମିକ କାର୍ଯ୍ୟକଳାପ ଓ ଗୁରୁମାନଙ୍କୁ ସୁସଂଗଠିତ କରିବାରେ ଅବଦାନ ପାଇଁ କମିଟି ତରଫରୁ ବିଶେଷ ସମ୍ମାନ ପ୍ରଦାନ କରା ଯାଇଥିଲା । ସ୍ୱଗୀୟ ପ୍ରତିଷ୍ଠାତା ସଭ୍ୟମାନଙ୍କ ପରିବାରବର୍ଗଙ୍କୁ ମରୋଣୋତ୍ତର ସମ୍ବର୍ଦ୍ଧନା ପତ୍ର କମିଟି ତରଫରୁ ପ୍ରଦାନ କରାଯାଇଥିଲା ।

ପ୍ରତିଷ୍ଠାତା ସଭ୍ୟମାନଙ୍କୁ ମଧ୍ଯ ସମ୍ବର୍ଦ୍ଧନା ପତ୍ର ଦେଇ ସମ୍ମାନିତ କରାଯାଇଥିଲା । ମଂଚ ପରିଚାଳନା ବରିଷ୍ଠ ସଭ୍ୟ ମଧୁସୁଦନ ନାୟକ କରିଥିଲେ । କମିଟିର କୋଷାଧ୍ୟକ୍ଷ ହରେକୃଷ୍ଣ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

  ଏହି ସମାରୋହର ତୃତୀୟ ଦିବସରେ ବିଶ୍ୱ ଶାନ୍ତି ବିଷ୍ଣୁ ମହାଯଜ୍ଞ  କର୍ତ୍ତା ରୂପେ ପ୍ରକାଶ ନେପାକ ଓ ଭାରତୀ, ତ୍ରିନାଥ ସାହୁ ଓ ସ୍ନେହଲତା, ଅଙ୍କୁଶ ହୋତା ଓ ସାଗରିକା, କାହ୍ନୁଚରଣ ମିଶ୍ର, ଭ୍ରମର ବେହେରା, ପଦ୍ମନାଭ ପଟେଲ କାର୍ଯ୍ୟ ତୁଳାଇଥିଲେ ।  ସନ୍ଧ୍ୟା କାର୍ଯ୍ୟକ୍ରମରେ ବରେଣ୍ୟ ଅତିଥି ମ୍ୟୁନିସିପାଲିଟି ପୌରାଧ୍ୟକ୍ଷା ଲିକା ସାହୁ, ବଲାଙ୍ଗିର ବ୍ଲକ ଅଧ୍ୟକ୍ଷା ସରିତା ବାଗ, ପୂର୍ବତନ ବଲାଙ୍ଗିର ବ୍ଲକ ଅଧ୍ୟକ୍ଷ ଗୋଲାପ ବାଗ, ୧୩ ନଂ ୱାର୍ଡର କାଉନସିଲର ଇସମତ ଆରା ଖାନା ଏବଂ ୧୫ ନଂ. ୱାର୍ଡ କାଉନସିଲର ମହେନ୍ଦ୍ର ବାଗ ପ୍ରମୁଖ  ଅତିଥି ରୂପେ ଯୋଗ ଦେଇଥିବା ବେଳେ ଭଗବାନ ବଗର୍ତ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ କମିଟି ସଭାପତି ପ୍ରକାଶ କୁମାର ନେପାକ, ସଂପାଦକ ଅଙ୍କୁଶ ହୋତା, ଯୁଗ୍ମ ସଂପାଦକ ଶରତ ଷାଣ୍ଢ ମଂଚାସୀନ ଥିଲେ ।

   ବରିଷ୍ଠ ସଭ୍ୟ ମୋତିଲାଲ ଅଗ୍ରୱାଲଙ୍କ ବିୟୋଗରେ ସଭା ପ୍ରାରମ୍ଭରେ ତାଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ଏକ ଶୋକସଭା କରାଯାଇଥିଲା । ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ବରିଷ୍ଠ ସଭ୍ୟ ମଧୁସୁଦନ ନାୟକ ଏବଂ ସଭା

ସଂଯୋଜନା କରିଥିଲେ ପୂର୍ବତନ ନଗରପାଳ ଦମୟନ୍ତୀ ବାଗ । ପୂର୍ବଦିନ ଭଳି  କମିଟି ପକ୍ଷରୁ ସ୍ୱର୍ଗତ ପ୍ରତିଷ୍ଠାତା ସଦସ୍ୟମାନଙ୍କ ସମ୍ମାନାର୍ଥେ ତାଙ୍କ ପରିବାର ବର୍ଗଙ୍କୁ ସମ୍ବର୍ଦ୍ଧନା ପତ୍ର ପ୍ରଦାନ କରା ଯାଇଥିଲା । ପ୍ରତିଷ୍ଠାତା ସଦସ୍ୟ ଏବଂ ବରିଷ୍ଠ ସଦସ୍ୟମାନଙ୍କୁ ମଧ୍ୟ ଏହି ସଭାରେ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଅବସରରେ ସମାଜରେ ଅଧ୍ୟାତ୍ମିକ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ କମିଟିର ଅନୁମୋଦନ କ୍ରମେ ନରେନ୍ଦ୍ର ଜୈନଙ୍କୁ ସ୍ୱତନ୍ତ୍ର ମାନପତ୍ର ଉପାୟନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀ ମାନଙ୍କୁ କମିଟିର ବରିଷ୍ଠ ସଦସ୍ୟ ଅଶୋକ କୁମାର ମିଶ୍ର, ସୁନାଧର ବନଛୋର, ଶିବ ନାରାୟଣ ରଥ, ସରିତା ରଥ ପ୍ରମୁଖ ସାର୍ଟିଫିକେଟ ଓ ଟ୍ରଫି ଦେଇ ସମ୍ମାନିତ କରିଥିଲେ । ଶେଷରେ ଲିନା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026

You Might Also Like