-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||     

HOME   ଜିଲ୍ଲା

ଘରୋଇ ବିଦ୍ୟାଳୟ ସଙ୍ଘ ତରଫରୁ ରୟାଲ ପଡିଆଠାରେ କବାଡି ଖେଳ ପ୍ରତିଯୋଗିତା ଅନୁଷ୍ଠିତ ।

25-Nov-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ଘରୋଇ ବିଦ୍ୟାଳୟ ସଙ୍ଘ ତରଫରୁ ସ୍ଥାନୀୟ ରୟାଲ ପଡିଆଠାରେ ଏକ କବାଡି ଖେଳ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା | ଉକ୍ତ ଖେଳର ପ୍ରାରମ୍ଭରେ ସୋନପୁର ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀଯୁକ୍ତ ସତ୍ୟନାରାୟଣ ତ୍ରିପାଠୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ବିଶିଷ୍ଟ ସମାଜ ସେବି ଶ୍ରୀଯୁକ୍ତ ଶ୍ରୀବତ୍ସ ମଲ୍ଲିକ ସଙ୍ଘର ସମ୍ପାଦକ ଶିବ ପ୍ରସାଦ ପାତ୍ର ଯୋଗଦେଇ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ | ତା ପରେ ଭିଭିନ୍ନ ବିଦ୍ୟାଳୟରୁ ଆସିଥିବା କବାଡି କୋଚ ମାନ ଖେଳ କରିଥିଲେ | ସର୍ବମୋଟ 8ଟି ବିଦ୍ୟାଳୟ ଏହି ଖେଳରେ ଭାଗ ନେଇଥିଲେ | ସେମି ଫାଇନାଲ ରେ କୋଶଳ ଉଚ୍ଚ ବିଦ୍ୟାଳୟ, ସାହାରା ଟ୍ରଷ୍ଟ ବିଦ୍ୟାଳୟ, ସାଇକୃପା ଶିକ୍ଷା ନିକେତନ ଓ ବିଶ୍ବ ଭାରତୀ ବିଦ୍ୟାଳୟ ହୋଇଥିବା ବେଳେ ଫାଇନାଲ ରେ ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟ ରନର ହୋଇଥିଲେ ଓ ସାଇକୃପା ଶିକ୍ଷା ନିକେତନ ବିଜେତା ହୋଇଥିଲେ | ସମସ୍ତ ବିଦ୍ୟାଳୟ ପ୍ରତିଭାଗୀଙ୍କୁ ପୁରସ୍କାର ପ୍ରଦାନ କରିବା ସହ ବିଜେତା ବିଦ୍ୟାଳୟମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଟ୍ରଫି ପ୍ରଦାନ କରାଯାଇଥିଲା |ଏହି ଖେଳକୁ ପରିଚାଳନା କରିବା ପାଇଁ ସୁବର୍ଣ୍ଣପୁର ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଧେଶ କ୍ରମେ 7ଜଣ ଅଫିସିଆଲ  କଲିମ ମହମ୍ମଦ, ସନ୍ଧ୍ୟାରାଣୀ ଖେତୀ, ଯଶୋବନ୍ତ ପୁଟେଲ,ସୁକାନ୍ତ ବାଘ, ଡୋଲମଣୀ ପଧାନ, ସୁଜାତା ସାହୁ,ଶତ୍ରୁଘନ କର୍ମୀ ଉପସ୍ଥିତ ରହି ଖେଳ କରାଇଥିଲେ | ଖେଳ ପରେ ଉଦଯାପନୀ ସଭା ଅନୁଷ୍ଠିତ ହୋଇଥିଲା ଏହି ଉଦଯାପନୀ ସଭାରେ ସୁବର୍ଣ୍ଣପୁର ଆରକ୍ଷୀ ଅଧିକାରୀ ମାନନୀୟ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୋଗଦେଇ ଖେଳରେ ମହତ୍ୱ ବିଷୟରେ କହିଥିଲେ | ଠିକ ସେହିପରି ସମ୍ମାନିତ ଅତିଥି ଭାବରେ ପୂର୍ବତନ ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀଯୁକ୍ତ ଦୁର୍ୟୋଧନ ରାଉତ ମଧ୍ୟ ଉପସ୍ଥିତ ରହି ବେସରକାରୀ ବିଦ୍ୟାଳୟର ପ୍ରଚେଷ୍ଟାକୁ ଭୁରି ଭୁରି ପ୍ରଶଂସା କରିଥିଲେ | ସଙ୍ଘର ସଭାପତି ଶ୍ରୀଯୁକ୍ତ ଗତିକୃଷ୍ଣ ମିଶ୍ର ବୃତ୍ତ ପଠନ କରିବା ସହ ଉଦ୍ଧେଶ୍ୟ ଉପସ୍ଥାପନା କରିଥିଲେ | ଶ୍ରୀଯୁକ୍ତ କ୍ଷୀରସାଗର ବିଭାର ମଧ୍ୟ ସମ୍ମାନିତ ଅତିଥିଭାବରେ ଯୋଗଦେଇଥିଲେ | ଆଦ୍ୟରୁ ପ୍ରାନ୍ତ ପର୍ଯ୍ୟନ୍ତ କୋଶଳ ଉଚ୍ଚ ବିଦ୍ୟାଳୟର ସମ୍ପାଦକ ସଞ୍ଜୟ କୁମାର ସାହୁ ମଞ୍ଚ ପରିଚାଳନା କରିବା ସହ ସମସ୍ତ କାର୍ଯ୍ୟକ୍ରମର ସଂଯୋଜନା କରି ସମସ୍ତଙ୍କ ମନକୁ ଆକର୍ଷିତ କରିଥିଲେ | ଏହି କାର୍ଯ୍ୟକ୍ରମକୁ ଦିବ୍ୟରଞ୍ଜନ ସାହୁ, ଜିତୁ ଶଙ୍କର, ସନ୍ତୋଷ ପୁଝାରୀ, ସନ୍ତୋଷ ପ୍ରଧାନ, ପରମା ନାଏକ ଓ ଇନ ଫିନିଟି ଅନୁଷ୍ଠାନର କର୍ମକର୍ତାମାନେ ରହି ସାହାର୍ଯ୍ୟ କରିଥିଲେ | ସଭାକାର୍ଯ୍ୟ ପରେ କୋଶଳ ଉଚ୍ଚ ବିଦ୍ୟାଳୟ ର ଛାତ୍ରୀମାନଙ୍କ ଦ୍ୱାରା କିଛି ମନୋରଞ୍ଜନ ନୃତ୍ୟ ପ୍ରଦର୍ଶନ କରାଯାଇ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ ହୋଇଥିଲେ | ପ୍ରଥମ କରି ଆୟୋଜିତ ହୋଇଥିବା ଏହି ବେସରକାରୀ ବିଦ୍ୟାଳୟର ସ୍ନେହପୂର୍ଣ୍ଣ ଖେଲଟି ବେଶ ଆନନ୍ଦିତ ହେବା ସହିତ ସଭିଙ୍କ ମନକୁ ଆଦୃତ କରିପାରିଛି ଓ ଏକତ୍ୱ ଭାବ ଆଣିଦେଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026

You Might Also Like