-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||     

HOME   ଜିଲ୍ଲା

ଜୟ ଜଗନ୍ନାଥ ଫୁଟବଲ ଟୁର୍ଣ୍ଣାମେଣ୍ଟ : ଘଣ୍ଟାପଡ଼ା ଚମ୍ପିୟାନ କୈଳାଶ ମ୍ୟାନ ଅଫ ଦି ଟୁର୍ଣ୍ଣlମେଣ୍ଟ

26-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଳକ କୁଲୁତାଯୋର ପଞ୍ଚାୟତ ର ଫାସେଡ଼ ଖେଳ ପଡ଼ିଆରେ ଚାଲିଥିବା ଜୟ ଜଗନ୍ନାଥ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଛି l ଉଦଯାପନୀ ଦିବସରେ ମହୀପୁର ଓ ଘଣ୍ଟାପଡା ଏସଏସ ସ୍ପୋର୍ଟିଙ୍ଗ ମଧ୍ୟରେ ସଂଘର୍ଷପୂର୍ଣ୍ଣ ଫାଇନାଲ ମ୍ୟାଚ ହୋଇଥିଲା l ଏଥିରେ ମହିପୁରକୁ ୧-୦ ଗୋଲରେ ହରାଇ ଘଣ୍ଟାପଡ଼ା ଦଳ ଚଳିତବର୍ଷର ଚମ୍ପିଆନ ହୋଇଛି । ଉଦଯାପନୀ ତଥା ପୁରସ୍କାର ବିତରଣ ଉତ୍ସବରେ କଣ୍ଟାମାଳ ବିଧାୟକ ପ୍ରତିନିଧି ସୁଧାଂଶୁ ଶେଖର ରଣା, କଣ୍ଟାମାଳ ବ୍ଳକ ଉପାଧକ୍ଷ ମହେନ୍ଦ୍ର ରଣା, ଘଣ୍ଟାପଡ଼ା ୧ନଂଜୋନର ଜିଲ୍ଲାପରିଷଦ ସଦସ୍ୟା ସୁମିତ୍ରା ସାହୁ, କୁଲୁତାଯୋର ପ୍ୟାକ୍ସ ସଭାପତି ହିମାଞ୍ଚଳ ରଣା, ମିଳିତ ଶିକ୍ଷକ ସଂଘର ସଭାପତି ନିଳାଚଳ ଭୋଇ, ବଲାଙ୍ଗିର ଦେବାଂଶୀ ଜ୍ଵେଲରସର ପ୍ରୋପାଇଟର ସରୋଜ ସାହୁ, ବିଜେଡି ବ୍ଳକ ସଭାପତି

ପ୍ରେମରାଜ ରଣା, ସମାଜସେବୀ ଦୟାବନ୍ତ ଧରୁଆ, ଲିଙ୍ଗରାଜ ଧରୁଆ, ଶରତ ରଣା, ସୁଦାମ ରଣା, ସୁଶାନ୍ତ ମାଝୀ, ଅଧ୍ୟାପକମହାନଦିଆ ,ଗ୍ରାମର ମୁଖିଆ ପିତାମ୍ବର ପୁଟା ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ବିଜେତା ଓ ଉପବିଜେତା ଦଳକୁ ପୁରସ୍କୃତ କରିଥିଲେ। ଚମ୍ପିଆନ ଦଳର କୈଲାଶକୁ ମେନ ଅଫ୍ ଦି ଫାଇନାଲ ଟ୍ରଫି ପ୍ରଦାନ କରିଥିଲେ । ସଞ୍ଜିବ କୁଦେଇ, ବେଣୁପାଣି ବାଘ ଓ ରାଧାକାନ୍ତ ବାଘ ଖେଳ ପରିଚାଳନା, ପ୍ରଭାତ ସାହୁ ଧାରା ବିବରଣୀ ଓ ମୋତିଲାଲ ଭୋଇ ସ୍କୋରର କାର୍ଯ୍ୟ ତୁଳାଇଥିଲେ l ପ୍ରେମଲାଲ ସାହୁ, ସୁନିଲ ଭୋଇ, ପ୍ରଶାନ୍ତ ତରିଆ, ରାକେଶ ଧରୁଆ, ନାରାୟଣ ତରିଆ, ଅନିଲ ଭୋଇ ସମେତ ଫୁଟବଲ କମିଟୀର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026

You Might Also Like