-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||     

HOME   ଜିଲ୍ଲା

ଆଦର୍ଶ ବିଦ୍ୟାଳୟରେ ଶିକ୍ଷକ ଅଭିଭାବକ ସମ୍ମିଳନୀ

26-Nov-2023



ବୋଡ଼େନ -( ଡୋଲେସ୍ବର ଵାଗ )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ଓଡ଼ିଶା ଆଦର୍ଶ ବିଦ୍ୟାଳୟ କେଶରାଜପୁରରେ ଅଧ୍ୟକ୍ଷା ଅନିମା ବାରିକଙ୍କ ଅଧ୍ୟକ୍ଷତାରେ ପି ଟି ଏ ଅନୁଷ୍ଠିତ ହୋଇଯାଇଛି । ଛାତ୍ର ଛାତ୍ରୀଙ୍କ ପ୍ରତ୍ୟେକ ସମସ୍ୟା ତଥା ବିଦ୍ୟାଳୟର ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇ ତା'ର ସମାଧାନ ପାଇଁ ପଦକ୍ଷେପ ନିଆଯାଇଛି ।ଅଭିଭାବକଙ୍କ ପ୍ରତ୍ୟେକ ପ୍ରଶ୍ନର ଉତ୍ତର ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ପ୍ରଦାନ କରି ଆଗାମୀ ଦିନଗୁଡ଼ିକରେ ଶୈଖିକ ବ୍ୟବସ୍ଥା ଆହୁରି ମଜବୁତ୍ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।ଛାତ୍ର ଛାତ୍ରୀଙ୍କ ସମସ୍ତ ପ୍ରକାର ଦୁର୍ବଳତା ଉପରେ ବିସ୍ତୃତ ଭାବେ ଆଲୋଚନା ହୋଇ ସମସ୍ତ ଅଭିଭାବକ ନିଜ ନିଜ ଘରେ ଛୁଆମାନଙ୍କୁ ଦୃଷ୍ଟି ଦେବାପାଇଁ ଅନୁରୋଧ କରାଗଲା ।ଅଭିଭାବକ 
ଓ ଶିକ୍ଷକ ମଧ୍ୟରେ ସମନ୍ଵୟ ରକ୍ଷା ତଥା ସମସ୍ୟା ଉପସ୍ଥାପନ କରି ସମସ୍ୟାର ସମାଧାନ କରିବାକୁ ଅଭିଭାବକଙ୍କ ମଧ୍ୟରୁ ଆଇନଜୀବୀ ହୃଷୀକେଶ ବିଶ୍ବାଳଙ୍କୁ ପ୍ରେସିଡେଣ୍ଟ ଭାବରେ ଚୟନ କରାଯାଇଛି ।ବିଦ୍ୟାଳୟର ପ୍ରତ୍ୟେକ କାର୍ଯ୍ୟରେ ସହଯୋଗ କରିବାକୁ ପ୍ରିନ୍ସିପାଲ ଅନୀମା ବାରିକଙ୍କ ଅନୁରୋଧକ୍ରମେ ଆଜି ଏହି ପଦକ୍ଷେପ ଗ୍ରହଣ କରାଯାଇଅଛି । ଇଂରାଜୀ ଶିକ୍ଷକ ଯଦୁମଣି ବାରିକ ସମସ୍ତ ବିବରଣୀ ପ୍ରଦାନ କରୁଥିବାବେଳେ ମ୍ୟୁଜିକ ଶିକ୍ଷକ ସନ୍ତୋଷ କୁମାର ଦାଶ ସଭା ପରିଚାଳନା କରୁଥିଲେ।ସାମ୍ବାଦିକ ରାମନାଥ ପଣ୍ଡାଙ୍କ ପ୍ରସ୍ତାବ ଓ ଆଇନଜୀବୀ ଯୋଗେନ୍ଦ୍ର ନାଥ ମାଝୀଙ୍କ ସମର୍ଥନକୁ ସମସ୍ତ ଅଭିଭାବକ ସମର୍ଥନ ଜଣାଇବା ଦ୍ଵାରା ହୃଷୀକେଶ ବିଶ୍ଵାଳଙ୍କୁ ପ୍ରେସିଡେଣ୍ଟ ପଦବୀରେ ଅଳଙ୍କୃତ କରାଯାଇଛି ।ଅଧ୍ୟାପକ ଡଃ କିଶୋର କୁମାର କର୍ଣ୍ଣ ,ସାମ୍ବାଦିକ ବଂଶୀଧର ନାଗ,ଆଇନଜୀବୀ ଗୌତମ ନିଆଲ ଓ ବିଭୂତି ଭୂଷଣ ଷଡ଼ଙ୍ଗୀଙ୍କ ସମେତ ଦୁଇ ଶହରୁ ଉର୍ଦ୍ଧ୍ବ ଅଭିଭାବକ ଅଭିଭାବିକା ସମ୍ମିଳନୀରେ ଉପସ୍ଥିତ ଥିଲେ ।ମ୍ୟୁଜିକ ଶିକ୍ଷକ ସନ୍ତୋଷ କୁମାର ଦାଶ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026

You Might Also Like