-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ

26-Nov-2023



ବୋଡ଼େନ ( ଡୋଲେସ୍ବର ଵାଗ )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ନାଗପଡା ଉଚ୍ଚ ବିଦ୍ୟାଳୟଠାରେ ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି ।ଆଜିକାର ଏହି ପ୍ରଦର୍ଶନୀର ଉଦ୍ଘାଟନୀ ଉତ୍ସବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ରେଶ୍ଵର ମେହେର ସଭାପତିତ୍ବ କରିଥିବାବେଳେ ନୂଆପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀ ମୁଖ୍ୟ ଅତିଥି ,ସ୍ନାତକ ମହାବିଦ୍ୟାଳୟ ବୋଡ଼େନର ଅଧ୍ୟାପକ ଡଃ କିଶୋର କୁମାର କର୍ଣ୍ଣ ମୁଖ୍ୟବକ୍ତା ରୂପେ ଅଳଙ୍କୃତ ଥିଲେ ,ସମ୍ମାନିତ ଅତିଥି ଭାବେ ଏ ବି ଇ ଓ ଦିଲିପ କୁମାର ଦାସ,  ସି ଆର୍ ପି ଏଫ୍ କମାଣ୍ଡେଣ୍ଟ  ଏସ କେ ସାହୁ , ସମିତି ସଭ୍ୟା ସବିତା ଜଗତ, ନାଗପଡ଼ା ଉଚ୍ଚବିଦ୍ୟାଳୟ ପ୍ରଧାନ ଶିକ୍ଷକ ଖଗେଶ୍ବର ପଟେଲ,ଅବସର ପ୍ରାପ୍ତ ଶିକ୍ଷକ ମନୋହର ମାଝୀ  ଓ ଚୈତନ୍ୟ ମାଝୀ ମଞ୍ଚାଷିନ ଥିଲେ ।ଉଚ୍ଚ ବର୍ଗରୁ ୨୮ ଟି ବିଜ୍ଞାନ ପ୍ରକଳ୍ପ ଆସିଥିବାବେଳେ କନିଷ୍ଠ ବର୍ଗରୁ ୪୪ ଟି ପ୍ରକଳ୍ପ ଛାତ୍ର ଛାତ୍ରୀଙ୍କ ଦ୍ଵାରା ଉପସ୍ଥାପନ ହୋଇଥିଲା । ସିନିଅର ଗ୍ରୁପରୁ ୬ ଜଣଙ୍କ ଓ ଜୁନିଅର ଗ୍ରୁପରୁ ୪ ଜଣଙ୍କ ପ୍ରକଳ୍ପ ଜିଲ୍ଲା ସ୍ତର ପାଇଁ ଚୟନ କରାଯାଇଛି । ସିନିଅର ଗ୍ରୁପରେ ସୁମନ୍ତ ମାଝୀ ୟୁ ଜି ଏଚ୍ ଏସ ସୁନାପୂର,ଯମୁନା ନାଗ ଗୁରୁବୁଢା ହାଇ ସ୍କୁଲ ରୁଣ୍ଡି,ଆଶିଷ ଜଗତ ଜେ ଏସ ଏଚ୍ ଖଇରା,ରଂଜନ ମାଝୀ ପି ଏଚ୍ ଏସ ନାଗପଡା,ମନମୋହନ ସିଂ ବାଗ ବୁଢା ଦେଓ ହାଇସ୍କୁଲ ଫାରସରା ଓ ଶୁଭଶ୍ରୀ ସଲମା ଜୟବାହାଲ ହାଇ ସ୍କୁଲଙ୍କ ପ୍ରକଳ୍ପ ଜିଲ୍ଲା ସ୍ତର ପାଇଁ ଚୟନ ହୋଇଥିବାବେଳେ ଜୁନିଅର ଗ୍ରୁପରେ ମଳୟ ଦଳ ୟୁ ପି ଏସ ବୋରପଦର, ଓଁକାର ମାଲି ୟୁ ପି ଏସ ବାଗବାହାଲ, ଟ୍ୱିଙ୍କଲ ବନ୍ଧି ଛୋର ୟୁ ପି ଏସ ଧରଣୀମାଳ ଓ
ଖିରେଶ୍ୱରି ମାଝୀ ୟୁ ପି ଏସ କେରା ପଦରଙ୍କ ପ୍ରକଳ୍ପ ଜିଲ୍ଲା ସ୍ତର ପାଇଁ ଚୟନ କରାଯାଇଛି ।ଚୟନିତ ସମସ୍ତ ପ୍ରକଳ୍ପ ଜିଲ୍ଲାରେ ହେବାକୁଥିବା 
ପ୍ରଦର୍ଶନୀରେ ଉପସ୍ଥାପନ କରିବେ ।ସମାରୋହ ଉତ୍ସବରେ ବୋଡ଼େନ ବ୍ଲକ ଉପାଧ୍ୟକ୍ଷା ସଂଗୀତା ମାଝୀ ,ସମାଜ ସେବୀ ତୋପ ସିଂ ମାଝୀ ମଞ୍ଚାସୀନ ରହି ଛାତ୍ର ଛାତ୍ରୀଙ୍କୁ ମାନପତ୍ର ଦେବା ସହ ଆଗାମୀ ଦିନରେ ଆମ ଅଞ୍ଚଳର ବିଜ୍ଞାନ ପ୍ରକଳ୍ପ ଦେଶ ଓ ବିଦେଶରେ ସ୍ଥାନ ପାଉ ବୋଲି ଛାତ୍ର ଛାତ୍ରୀଙ୍କୁ ଆଗ୍ରହର ସହିତ ଅନୁରୋଧ ରଖିଥିଲେ ।ସମସ୍ତ ସି ଆର୍ ସି ସି ,ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ,ଶିଶୁ ଦାୟିତ୍ୱରେ ଥିବା ଶିକ୍ଷକ ,ପଞ୍ଚାୟତ ହାଇ ସ୍କୁଲ ନାଗପଡାର ସମସ୍ତ ଶିକ୍ଷକ , ଶିକ୍ଷକ ସଂଗଠନର ସଭାପତି , ବ୍ଲକ ,ଜିଲ୍ଲା ଓ ରାଜ୍ୟରେ ଶିକ୍ଷାର ପ୍ରତ୍ୟେକ ସଭା ସମିତିରେ ଉପସ୍ଥିତ ରହି ଶିକ୍ଷକ ସମାଜ ପାଇଁ ସହଯୋଗ କରି ଆସୁଥିବା ବରିଷ୍ଠ ଶିକ୍ଷକ ବୈଷ୍ଣବ ଦୁରିଆ ଏହି ବୈଜ୍ଞାନିକ ପ୍ରଦର୍ଶନୀ ପାଇଁ ସବୁ ପ୍ରକାର ସହଯୋଗ କରିଥିଲେ ।ବୁଢା ଦେଓ ହାଇସ୍କୁଲର
ପ୍ରଧାନ ଶିକ୍ଷକ ସିମାଞ୍ଚଳ ଦାସ ମଞ୍ଚ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026

You Might Also Like