-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||     

HOME   ଜିଲ୍ଲା

କାଳୀ ପୂଜାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଉମାକାନ୍ତ ବାରିକ ମେଲୋଡ଼ି, ସମ୍ବଲପୁରୀ ଗୀତନାଚରେ ଝୁମିଲେ ଦର୍ଶକ

26-Nov-2023



 ସୋନପୁର(ମନୋରଞ୍ଜନ ତ୍ରିପାଠୀ): ସାର୍ବଜନୀନ କାଳୀପୂଜା ମୋହତ୍ସବ ୨୦୨୩ ଅବସରରେ ସୋନପୁର ମଝିପଡ଼ା ରାମଧୁନ୍ କ୍ଳବ୍  ପୂଜା ମଣ୍ଡପ ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଉମାକାନ୍ତ ବାରିକ ମେଲୋଡ଼ି କଳାକାରଙ୍କ ସମ୍ବଲପୁରୀ ଗୀତ ନାଚରେ ବିଳମ୍ବିତ ରାତି ଯାଏ ନାଚିଲେ ଝୁମିଲେ ହଜାର ଦର୍ଶକ l ଏହି ସାଂସ୍କୃତିକ କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୁଝାରୀ ଯୋଗ ଦେଇ ମେଲୋଡ଼ି କାର୍ଯ୍ୟକ୍ରମକୁ ଶୁଭ ଉଦ୍ଘାଟନ କରିଥିଲେ l ସମ୍ମାନିତ ଅତିଥି ଭାବରେ ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ପୌର ପରିଷଦ ଅଧ୍ୟକ୍ଷା ତାମସୀ ତାମସ୍ମିତା ନାୟକ, ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ପ୍ରାକ୍ତନ ମତ୍ସ୍ୟ ନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ, ପ୍ରାକ୍ତନ ନଗରପାଳ କଇରୁ ସ୍ୱାଇଁ, ପ୍ରକାଶ ସାହୁ, ପୌର ଉପାଧ୍ୟକ୍ଷା ମଲ୍ଲିକl ଦାନି, ବିଧାୟକ ପ୍ରତିନିଧି ଗୋପାଳ ବରାଇ, ବିଜେଡି ନଗର ସଭାପତି ଜନ୍ମଞ୍ଜୟ ପାତ୍ର,  ସୋମନାଥ ସାହୁ, ଯୋଗ ଦେଇ କଳାକାର ଓ ଦର୍ଶକ ଆୟୋଜକଙ୍କୁ ଉତ୍ସାହିତ କରିଥଲେ l କାଳୀ ପୁଜା କମିଟି ଦ୍ୱାରା ମନ୍ତ୍ରୀ ଶ୍ରୀ ପୂଜାରୀଙ୍କୁ ମାନପତ୍ର, ପୁଷ୍ପ, ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରଯାଇଥିଲା l ସେହିପରି ସଙ୍ଗୀତ ନିର୍ଦ୍ଦେଶକ ବ୍ରହ୍ମା କୁମ୍ଭାର, କଣ୍ଠଶିଳ୍ପୀ ନୂର୍ ବେଗମ୍, ପଶ୍ଚିମ ଓଡ଼ିଶାର ସୁନାମଧନ୍ୟ କଣ୍ଠ ଶିଳ୍ପୀ ଉମାକାନ୍ତ ବାରିକ, ଯୁବ ସଂଗଠକ ମନୋରଞ୍ଜନ ତ୍ରୀପାଠୀ ଓ ସ୍ୱଚ୍ଛ ଭାରତ ସଂଗଠନ କୁ ମନ୍ତ୍ରୀ ଓ ଅତିଥି ମାନଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଥିଲା l ମନୋରଞ୍ଜନ ତ୍ରିପାଠୀ ସଭା ସଂଯୋଜନା କରିଥିବା ବେଳେ ସତ୍ୟ ନାରାୟଣ ଦର୍ ୱାନ ଧନ୍ୟବାଦ ଅର୍ପଣ କରିଥିଲେ l ପୀୟୂଷ ପଣ୍ଡା ଓ ବିକାଶ ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିବା ବେଳେ ଶ୍ରୀ ଜେ ବି ତ୍ରିପାଠୀ, ମାନସ ସେଠ୍, ଲଡୁ କିଶୋର ମଲ୍ଲିକ, ସୋମନାଥ ମିଶ୍ର, ଦୀପକ୍ ତ୍ରିପାଠୀ, ଶେଷ ଦେବ ମେହେର, ହରି ସାହୁ, ଗୋପାଳ ମେହେର, କମଳା ସାହୁ, ସୁରଜ୍ ସାହୁ, ବୁବୁନ, ବିଶ୍ୱଜିତ୍, ଗୁରୁ ଦଳାଇ, ପ୍ରମୁଖ ସମସ୍ତ ସଦସ୍ୟ ସହ ଯୋଗ କରିଥିଲେ l ଆସନ୍ତାକାଲି ୨୭ ତାରିଖ ସୋମବାର ଦିନ ମା ଙ୍କ ଭସାଣୀ ଉତ୍ସବ ଓ ନଗର ପରିକ୍ରମା  ପରେ ମା କାଳୀ ଙ୍କ ପ୍ରତିମୂର୍ତ୍ତିକୁ ମହାନଦୀରେ ବିସର୍ଜନ କରାଯିବ ବୋଲି ପୂଜାର ମୁଖ୍ୟ ଆୟୋଜକ ତଥା ଜିଲ୍ଲା ଯୋଜନା ବୋର୍ଡ ସଦସ୍ୟ ପୀୟୂଷ ପଣ୍ଡା ମିଡିଆକୁ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026

You Might Also Like