-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||     

HOME   ଜିଲ୍ଲା

ସିନାପାଲି ହାଇସ୍କୁଲରେ ତ୍ରିଦିବସୀୟ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ

26-Nov-2023



ନୂଆପଡ଼ା (ପ୍ରେରଣା ନ୍ୟୁଜ )  -ସିନାପାଲି ହାଇସ୍କୁଲ ଠାରେ ଗତ ବୁଧବାର ଠାରୁ ଆରମ୍ଭ ହୋଇଥିବା ତ୍ରିଦିବସୀୟ ବାର୍ଷିକ କ୍ରୀଡ଼ା ଉତ୍ସବ ଆଜି ଶୁକ୍ରବାର ଉଦଯାପିତ ହୋଇଛି ।  ତିନି ଦିନ ବ୍ୟାପି ଅନୁଷ୍ଠିତ ଏହି କ୍ରୀଡା ଉତ୍ସବର ବିଭିନ୍ନ ବିଭାଗର ପ୍ରତିଯୋଗିତାରେ ପ୍ରାୟ ୪୬୦ ଛାତ୍ରଛାତ୍ରୀ ଭାଗ ନେଇଥିଲେ । ପ୍ରଥମ ଦିବସରେ ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ ବିଶ୍ବମ୍ବର ପ୍ରଧାନ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ କାର୍ଯ୍ଯକ୍ରମକୁ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ରୂପେ ମୋସ୍କୁଲ ଅଭିଯାନ କମିଟି ସଭାପତି ତ୍ରୀନାଥ ମେହେର, ସ୍କୁଲ ପରିଚାଳନା ସମିତି ସଦସ୍ୟ ମଧୁସୂଦନ ମାଝୀ ଉପସ୍ଥିତ ରହିଥିଲେ । ସେହିପରି ଉଦଯାପନୀ ସମାରୋହର ମୁଖ୍ଯଅତିଥି ଭାବରେ ବିଇଓ ଯତୀନ୍ଦ୍ର କୁମାର ସେଠ ଓ  ସମ୍ମାନିତ ଅତିଥି ରୂପେ ଷ୍ଟେଟବ୍ଯାଙ୍କ ଶାଖା ପରିଚାଳକ ଉତ୍କଳ ରଂଜନ ପ୍ରଧାନ, ସମାଜ ସେବୀ ପ୍ରଦୀପ କୁମାର ଜୈନ, ଅବସରପ୍ରାପ୍ତ ଶିକ୍ଷକ ଚନ୍ଦ୍ରଶେଖର ନାଏକ, କ୍ରୀଡାବିତ୍ ରଜନୀ ମାଝୀ ପ୍ରମୁଖ ଯୋଗଦେଇଥିଲେ । ପ୍ରଧାନଶିକ୍ଷକ ଲଳିତ କୁମାର ସୁନାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ସଭାକୁ ଶିକ୍ଷକ ମନୋରଞ୍ଜନ ମେହେର ସଂଯୋଜନା କରିଥିଲେ । କ୍ରୀଡ଼ା ପ୍ରତିଯୋଗିତାର ବରିଷ୍ଠ ବର୍ଗରେ ରୁକମନ ସୋରୀ ଓ ରୁବି ମେହେର ଏବଂ କନିଷ୍ଠ ବର୍ଗରେ ଚଂଦ୍ରଭାନୁ ମାଝୀ ଓ ଜ୍ଯୋସ୍ନା ନିଆଲ ଶ୍ରେଷ୍ଠ ବିବେଚିତ ହୋଇଥିଲେ । କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ପୁରସ୍କାର ବିତରଣକୁ ମହେଶ କୁମାର ମେହେର ପରିଚାଳନା କରିଥିଲେ ।

ଉଦଯାପନୀ ସମାରୋହରେ ସ୍ଵତନ୍ତ୍ର ବିଜୟ ମାରାଥନ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ପ୍ରାୟ ଏକ ଶହରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ସ୍ଥାନୀୟ ମହାବିଦ୍ୟାଳୟ ଠାରୁ ମାରାଥନ ରେ ଦୌଡ଼ି କ୍ରୀଡ଼ାସ୍ଥଳକୁ ଆସିଥିଲେ । କ୍ରୀଡା ଶିକ୍ଷୟିତ୍ରୀ ନୀଲେନ୍ଦ୍ରୀ ସିଂଙ୍କ ନେତୃତ୍ୱରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାକୁ ସଂଚାଳନ କରିବାରେ  ମୁବାରକ ଖାନ, ଅନିଲ କୁମାର ସା, ନିକୁଞ୍ଜ ସା , ରଶ୍ମିପ୍ରଭା ମେହେର, ଅଜିତ କୁମାର ମେହେର, ସତ୍ୟରୁପା ଯୋଷୀ, ପର୍ତିଶ୍ବରୀ ପାତ୍ର, ସୁରଭି ପଣ୍ଡା, ଲକ୍ଷ୍ମୀପ୍ରିୟା ମେହେର, ଜୟଶ୍ରୀ ସ୍ବାଇଁ, ସୁଭ୍ରାଶୁଂ ଦାସ, ମୀନତି ମେହେର, ତ୍ରିଲୋଚନ ଡାଙ୍ଗ, କେଶର ସା, ଭୁବନେଶ୍ୱର ଯୋଷୀ, କେଦାର ନାଥ କାଣ୍ଡ, ଆଶିଷ କୁମାର ସା , କନକ ମଂଜରୀ ପଣ୍ଡା ସହଯୋଗ କରିଥିଲେ । ଶେଷରେ କମଳଜିତ ବୈକାର ଧନ୍ଯବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026

You Might Also Like