-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||     

HOME   ଜିଲ୍ଲା

ସୋନେପୁର ମହାବିଦ୍ୟାଳୟରେ ଏନ୍ ସି ସି ଦିବସ

26-Nov-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ ): ଆଜି ସୋନେପୁର ମହାବିଦ୍ୟାଳୟ ପରିସରରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଦିବସ ମହାସମାରୋହରେ ପାଳିତ ହୋଇ ଯାଇଛି। ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରାଜୀବ ଲୋଚନ ଆଚାର୍ଯ୍ୟ ପତାକା ଉତ୍ତୋଳନ କରି ଏନ୍ ସି ସି କ୍ୟାଡେଟ ମାନଙ୍କୁ ଏକତା ଶୃଙ୍ଖଳା ଓ ଅନୁଶାସନ ରକ୍ଷା କରି ଦେଶ ଜାତି ଓ ସମାଜ ପାଇଁ ଉତ୍ସର୍ଗୀକୃତ ହେବାକୁ ପରାମର୍ଶ ଦେଇଥିଲେ। ମହାବିଦ୍ୟାଳୟର ଏନ୍ ସି ସି ଅଫିସର ଲେପ୍ଟେନାଣ୍ଟ ଆଶିଷ କୁମାର ଅଗ୍ରୱାଲ ଏନ୍ ସି ସି ର ଇିହାସ ଓ ଉଲ୍ଲେଖନୀୟ କାର୍ଯ୍ୟ ସମ୍ପର୍କରେ ଦୃଷ୍ଟିପାତ କରିଥିଲେ। ମହିଳା ସମର ଶିକ୍ଷ୍ୟାର୍ଥି ବାହିନୀ ଇଉନିଟର କ୍ୟାଡେଟ ମାନେ ଏନ୍ ସି ସି ର ସାମୁହିକ ସଙ୍ଗୀତ ପରିବେଶ କରିଥିଲେ। ଏହାପରେ ଅଧ୍ୟକ୍ଷ ଉଭୟ ପୁରୁଷ ଓ ମହିଳା ଏନ୍ ସି ସି ଇଉନିଟ ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ ପ୍ୟାରେଡ ଓ ଗାର୍ଡ ଅଫ ଅନର କାର୍ଯ୍ୟକୁ ଅଣ୍ଡର ଅଫିସର ସୁବ୍ରତ ନାୟକ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମର ଦ୍ବିତୀୟ ପର୍ଯ୍ୟାୟରେ

ଅନୁଷ୍ଠିତ ବ୍ୟୋଦ୍ଧିକ ଶିବିରରେ କ୍ୟାଡେଟ ମାନଙ୍କୁ ବିଭିନ୍ନ ପ୍ରକାରର ସାମାଜିକ କର୍ତ୍ତବ୍ୟ ଉପରେ ତାଲିମ ଦିଆଯାଇଥିଲା। ଏହି ଉତ୍ସବରେ ଏନ୍ ସି ସି ର ପୂର୍ବତନ କମାଣ୍ଡର ତଥା ଅଭିଜ୍ଞ ପରାମର୍ଶ ଦାଦାମନେ ଯୋଗ ଦେଇଥିବା ବେଳେ ମହାବିଦ୍ୟାଳୟର ସମସ୍ତ ପୁରୁଷ ଓ ମହିଳା କ୍ୟାଡେଟ ମାନେ ଅଂଶଗ୍ରହଣ କରିଥିଲେ ମିଷ୍ଟାଣ୍ଟ ବଣ୍ଟନପରେ କର୍ଯ୍ୟକ୍ରମ ସମାପ୍ତ ହୋଇଥିଲା।ଏନସିସି କେଡେଟ ଆକାଶ, ଶିରୋମଣି, ସୁବ୍ରତ, ଛବିଳ,ଝାସକେତନ, ଲୋକନାଥ, ବିଦ୍ୟାଧର, ଲୋକନାଥ, ଜଗନ୍ନାଥ, ଉଜ୍ଜଲ, ରାଜେଶ୍, ବିଘ୍ନେଶ୍ୱର,କଲ୍ୟାଣୀ ତଥା ସମସ୍ତ ସମର ଶିକ୍ଷାର୍ଥି ବାହିନୀ ଯୋଗଦେଇ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026

You Might Also Like