-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ଶ୍ରୀକୃଷ୍ଣ ଚୈତନ୍ୟ ସେବା ସଂସ୍ଥାନ ଆନୁକୂଲ୍ୟରେ ପଂଚ କୁଣ୍ଡିୟ ବିଶ୍ୱ ଶାନ୍ତି ମହାଯଜ୍ଞ ଓ ଅହୋରାତ୍ର ନାମଯଜ୍ଞ ଚତୁର୍ଥ ଦିନରେ, ଆଧ୍ୟାତ୍ମିକ କ୍ଷେତ୍ରରେ  ଅବଦାନ ପାଇଁ ବିଭିନ୍ନ ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧନା 

26-Nov-2023



ବଲାଙ୍ଗିର(ପ୍ରେରଣା ଖବର)- ଶ୍ରୀକୃଷ୍ଣ ଚୈତନ୍ୟ ସେବା ସଂସ୍ଥାନ ଟିକ୍ରାପଡ ବଲାଙ୍ଗିର ଆନକୂଲ୍ୟରେ ଗତକାଲି ପଂଚକୁଣ୍ଡିୟ ବିଶ୍ୱ ଶାନ୍ତି ମହାଯଜ୍ଞରେ ଅଭିନାଶ ବେହେରା ଓ ବନେଶ୍ୱରୀ ବେହେରା, ଦୁର୍ଗା ଚରଣ ସାହୁ ଓ ସରିତା, ଲିଙ୍ଗରାଜ ସାହୁ ଓ ତାଙ୍କ ଧର୍ମପତ୍ନୀ, ଭାଗିରଥି ସାହୁ ଓ କବିତା, ସୋମନାଥ ସାହୁ ଓ ତାଙ୍କ ଧର୍ମପତ୍ନୀ, ସୁବାଷ ଦାଶ ଓ ତାଙ୍କ ଧର୍ମପତ୍ନୀ, ପ୍ରମୋଦ ପ୍ରଧାନ ଓ ତାଙ୍କ ଧର୍ମ ପତ୍ନୀ , ରାଜୀବ ହୋତା ଓ ତାଙ୍କ ଧର୍ମପତ୍ନୀ କର୍ତ୍ତା ଭାବରେ ରହିଥିବା ବେଳେ ପ୍ରହରୀ ଛକ ଠାରେ ମହାସମାରୋହରେ ନାମଯଜ୍ଞ ଅନୁଷ୍ଠିତ ହେଉଥିଲା ।

ସନ୍ଧ୍ୟାରେ ଆୟୋଜିତ ଆଧ୍ୟାତ୍ମିକ ସଭାରେ ସନ୍ତକ କୁମାର ବହିଦାର ସଭାପତିତ୍ୱ କରିଥିଲେ l ପ୍ରବଚିକା ଏଲୋରା ମିଶ୍ର, ବରିଷ୍ଠ ଆଇନଜୀବୀ ଅମରେନ୍ଦ୍ର ମିଶ୍ର ଓ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ବରେଣ୍ୟ ଅତିଥି ରୂପେ ଯୋଗ ଦେଇଥିଲେ । ସମାରୋହ କମିଟିର ସଭାପତି ପ୍ରକାଶ କୁମାର ନେପାକ, ସଂପାଦକ ଅଙ୍କୁଶ ହୋତା, ମହିଳା ମଣ୍ଡଳ ସଭାନେତ୍ରୀ ବନେଶ୍ୱରୀ ବେହେରା, ବରିଷ୍ଠ ସଦସ୍ୟ ରବି ଅଗ୍ରୱାଲ ଓ ରାଜେନ୍ଦ୍ର ମିଶ ମଂଚାସୀନ ଥିଲେ ।  ସଭା ସଂଯୋଜନା କରିଥିଲେ ମଧୁସୁଦନ ନାୟକ ।

ଆଧ୍ୟାତ୍ମିକ ଓ ସାମାଜିକ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ କମିଟିର ଅନୁମୋଦନ କ୍ରମେ ମହେନ୍ଦ୍ର କୁମାର ଅଗ୍ରୱାଲଙ୍କୁ ସ୍ୱତନ୍ତ୍ର ସମ୍ମାନ ପ୍ରଦାନ କରାଯାଇଥିଲା । ପ୍ରତିଦିନ ଭଳି ଏହି ଦିନ ମଧ୍ୟ ୯ ଜଣ ସ୍ୱର୍ଗତ ପ୍ରତିଷ୍ଠାତା ସଦସ୍ୟମାନଙ୍କୁ ମରୋଣତ୍ତର ସମ୍ମାନ ପ୍ରଦାନ କରାଯାଇଥିଲା ଯାହାକି ତାଙ୍କ ପରିବାର ବର୍ଗମାନେ ଗ୍ରହଣ କରିଥିଲେ । ସେହିପରି ୭ ଜଣ ବରିଷ୍ଠ ସଦସ୍ୟଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ଶେଷରେ ରବି ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ । ମଂଚ ପରିଚାଳନାରେ ବିଶେଷ ସହଯୋଗ କରିଥିଲେ ବିକାଶ ସା, ଜିତେନ୍ଦ୍ର କୁମାର ନାଗ, ସଂଜୟ ଶତପଥି ଓ ପିଙ୍କୁ ପଣ୍ଡା । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ସଂଗୀତ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ସାର୍ଟିଫିକେଟ ଓ ଟ୍ରଫି ଦେଇ ପୁରସ୍କୃତ କରାଯାଇଥିଲା । ଆସନ୍ତା କାଲି କାର୍ତ୍ତିକ ପୂର୍ଣ୍ଣିମାରେ ନାମଯଜ୍ଞ  ପୂର୍ଣ୍ଣାହୁତି ହେବାକୁ ଯାଉଥିବା ବେଳେ ଆଜି ସଂଧ୍ୟାରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ପରିଲକ୍ଷିତ ହୋଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026

You Might Also Like