-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||     

HOME   ଜିଲ୍ଲା

କାଉଡୋଳା ଗ୍ରାମ ଠାରେ ୭୪ ତମ ସମ୍ବିଧାନ ଦିବସ ପାଲିତ

26-Nov-2023



କଳାହାଣ୍ଡି ,କୋକସରା (ତ୍ରିନାଥ ବେଶ୍ରା )
କଲାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଲା ଠାରେ ରବିବାର ଅଲ୍ ଓଡିଶା ସିଡ଼ୁଲ କାଷ୍ଟ ଫେଡେରେସନ କୋକସରା ପକ୍ଷରୁ ୨୬ ନଭେମ୍ବର ରବିବାର  ୭୪ ତମ ସମ୍ବିଧାନ ଦିବସ ବହୁ ଆନନ୍ଦ ଓ ଊତ୍ସାହ ସହକାରେ ପାଲିତ ହୋଇ ଯାଇଛି ।ଏଥିରେ  ବରିଷ୍ଠ ଉପଦେଷ୍ଟା ବାଲେଶ୍ଵର ବେଶ୍ରା ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅଲ୍ ଓଡିଶା ସିଡ଼ୁଲ କାଷ୍ଟ ଫେଡେରେସନ କଲାହାଣ୍ଡି ସାମାଜିକ ମୁଖ୍ୟ ଶ୍ରୀଯୁକ୍ତ ଧୋବଲେଶ୍ଵର ନାଗଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅଲ୍ ଓଡିଶା ସିଡ଼ୁଲ କାଷ୍ଟ ଫେଡେରେସନ କୋକସରା ସଭାପତି କୈଶିକ ଦୁରିଆ, କୁରୁକ୍ଷେତ୍ର ପାଣିଗ୍ରାହୀ, ଗୋବର୍ଦ୍ଧନ ବେମାଳ, ଖଗେଶ୍ୱର ପାଣିଗ୍ରାହୀ, ରମେଶ ଚନ୍ଦ୍ର ଦୁର୍ଗା, ଉଗ୍ରସେନ ବାଗ, ଦିଗାମ୍ବର ବେମାଳ,ଅଜୟ ଦୀପ, ଧ୍ୱଜ ମହାନନ୍ଦ, ପୁରୁଷୋତ୍ତମ ମହାନନ୍ଦ, ହୃଷିକେଶ ବେଶ୍ରା, ପରମେଶ୍ୱର ପାଣିଗ୍ରାହି,ଲକ୍ଷ୍ମଣ ବେଶ୍ରା , ଗଜେନ୍ଦ୍ର ବେଶ୍ରା,ଉଦ୍ଧବ ବାଗ ପ୍ରମୁଖ ଯୋଗଦେଇ
ଥିଲେ । ପ୍ରଥମେ ଅତିଥି ମାନଙ୍କ ଦ୍ଵାରା ଡଃ ବାବାସାହେବ ଭୀମ ରାଓ ଆମ୍ବେଦକରଙ୍କ ଫଟୋ ଚିତ୍ରରେ ଦୀପ ନୈବେଦ୍ୟ ଓ ମାଲ୍ୟାର୍ପଣ ଦେଇ ପୂଜାର୍ଚ୍ଚନା କଲାପରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଅତିଥି ମାନେ ସମ୍ବିଧାନରେ ଉଲ୍ଲେଖ ଥିବା ନୀତି ନିୟମ କୁ ଲୋକଙ୍କ ଠାରେ ପହଞ୍ଚାଇବା ସହ ନିଜର ଅଧିକାର ପାଇବା ପାଇଁ ଆମେ ସମସ୍ତେ ସଚେତନ ହେବା ନିତାନ୍ତ ଆବଶ୍ୟକ ବୋଲି ନିଜ ନିଜ ମତ ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମ କୁ ବୈକୁଣ୍ଠ
ଜାଲ, ଏବଂ ଚକ୍ରଧର ବେଶ୍ରା,ପରିଚାଳନା କରିଥିବାବେଳେସମାଜ ସେବୀ ତଥା ଗଣ ମାଧ୍ୟମ ପ୍ରତିନିଧି ତ୍ରିନାଥ ବେଶ୍ରା,  ତ୍ରିଲକ୍ୟ ବେଶ୍ରା , ବଂଶୀ ଧର ବେଶ୍ରା  ଓ ଜୟନ୍ତି ବେଶ୍ରା , ତୁଳସୀ ବେଶ୍ରା,
ଭିକାରୀ ଚରଣ ବେଶ୍ରା, ଜଗନ୍ନାଥ ବେଶ୍ରା, ଭୂମିସୁତା ବେଶ୍ରା, ସଂଯୁକ୍ତା ବେଶ୍ରା, ହେମ ଲତା ବେଶ୍ରା  ଙ୍କ ସମେତ ଅନେକ ଆମ୍ବେଦକର ପ୍ରେମୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପୁର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026

You Might Also Like