-+91-9937148622 |

prerana_bgr@rediffmail.com |

  Tuesday 25th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି : କପା ଚାଷ ଉପରେ ରଣନୈତିକ ବୈଠକ

27-Nov-2023



କଣ୍ଟାବାଞ୍ଜି (ଆନନ୍ଦ ମୋଟେ ): ଭାରତ ସରକାରଙ୍କ କେନ୍ଦ୍ରୀୟ ଯୋଜନାରେ ତଥା କାର୍ଯ୍ୟକାରୀ ସଂସ୍ଥା ନାବାର୍ଡ ଏବଂ ସିବିବିଓ ମହାଶକ୍ତି ଫାଉଣ୍ଡେସନ ଦ୍ୱାରା ଗଠିତ ତୁରେକେଲା କୃଷକ ଉତ୍ପାଦକ କମ୍ପାନୀ ଦ୍ଵାରା କପାର ବିପଣନ ଉପରେ ଏକ ଦିବସୀୟ ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଭାରତ ସରକାରଙ୍କ କେନ୍ଦ୍ରୀୟ ଯୋଜନାରେ ଗଠିତ ବଲାଙ୍ଗୀର ଜିଲ୍ଲାର ଅନ୍ୟ ୧୧ ଟି କୃଷକ ଉତ୍ପାଦନ କମ୍ପାନୀର ୩୦ ଜଣ ନିର୍ଦ୍ଦେଶକ/ନିର୍ଦ୍ଦେଶିକା, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ହିସାବ ରକ୍ଷକ ତଥା ବିଭିନ୍ନ କପା ବ୍ୟବସାୟୀ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ଡ଼ଃ ବିବେକ କୁମାର ନାୟକ ଜିଲ୍ଲା ବିକାଶ ଅଧିକାରୀ ନାବାର୍ଡ ବଲାଙ୍ଗୀର ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ମହାଶକ୍ତି ଫାଉଣ୍ଡେସନର ସହକାରୀ ଜିଲ୍ଲା ପରିଚାଳକ ସମ୍ପତ୍ କୁମାର ପଟେଲ, ହିସାବ ରକ୍ଷକ ରାଜେନ୍ଦ୍ର କୁମାର ମେହେର, ଭାରତୀୟ କପା ନିଗମର ପ୍ରତିନିଧି ସତିଶ ଦେସମୁଖ, କ୍ରିଏଟିଭ ଫେବ୍ରିକ୍ ର ପ୍ରକଳ୍ପ ପ୍ରବନ୍ଧକ ଭାଲେରି ପତି ପ୍ରମୁଖ ଯୋଗ ଦେଇ କପା ବିପଣନ ତଥା ବିଭିନ୍ନ ସରକାରୀ ଯୋଜନା ବିଷୟରେ ଆଲୋଚନା କରିଥିଲେ। 
ପ୍ରଥମ ଅଧିବେଶନରେ କମ୍ପାନୀର ପରିଚାଳନା ନିର୍ଦ୍ଦଶିକା ଶ୍ରୀମତୀ ସ୍ନିଗ୍ଧା ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କୃଷକ ଉତ୍ପାଦନ କମ୍ପାନୀ ଏବଂ ଭାରତ ସରକାରଙ୍କ କେନ୍ଦ୍ରୀୟ ଯୋଜନା ର ସୁଯୋଗ ଏବଂ ଉପକାରିତା ବିଷୟରେ ଡ଼ଃ ବିବେକ କୁମାର ନାୟକ ଏବଂ ରାଜେନ୍ଦ୍ର କୁମାର ମେହେର ସମସ୍ତଙ୍କୁ ଅବଗତ କରାଇ ଥିଲେ । ଭାରତୀୟ କପା ନିଗମର ପ୍ରତିନିଧି ଶ୍ରୀଯୁକ୍ତ ଦେଶମୁଖ ମଧ୍ୟ କପା ନିଗମର ବିଭିନ୍ନ ସୁବିଧା ସୁଯୋଗ ଉପରେ ଆଲୋକପାତ କରିଥିଲେ। ବିଭିନ୍ନ କୃଷକ ଉତ୍ପାଦକ କମ୍ପାନୀର ଉପସ୍ଥିତ ନିର୍ଦେଶକ ମାନେ ମଧ୍ୟ ପ୍ରତ୍ୟକ୍ଷ ଭାବରେ ଅଂଶଗ୍ରହଣ କରିଥିଲେ। ଶେଷରେ ତୁରେକେଲା କୃଷକ ଉତ୍ପାଦକ କମ୍ପାନୀର ପରିଚାଳନା ନିର୍ଦେଶିକା ଶ୍ରୀମତୀ ସ୍ନିଗ୍ଧା ମେହେର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   24-Aug-2026
  ଜିଲ୍ଲା  
*ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   24-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   24-Aug-2026
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026

You Might Also Like