-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||     

HOME   ଜିଲ୍ଲା

କାର୍ତ୍ତିକ ପୁର୍ଣିମା ଉପଲକ୍ଷେ ଗୋପାଳପୁର ଠାରେ ଅଷ୍ଟପ୍ରହରୀ ନାମଯଜ୍ଞ ଅନୁଷ୍ଠିତ

27-Nov-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ହୀରାପୁର ପଞ୍ଚାୟତ ଅନ୍ତର୍ଗତ ଗୋପାଳପୁର ଗ୍ରାମରେ କାର୍ତ୍ତିକ ପୁର୍ଣିମା ଉପଲକ୍ଷେ ଅଷ୍ଟପ୍ରହରି ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି l ଗ୍ରାମବାସୀ ଙ୍କ ସହଯୋଗ ରେ ଦୀର୍ଘ 50ବର୍ଷ ରୁ ଅଧିକ ହେବ ନାମଯଜ୍ଞ  ହେଉଥିବା ବେଳେ ପ୍ରତିବର୍ଷ ଆଖପାଖ ଅଂଚଳ ରୁ ଅନେକ ଶ୍ରଦ୍ଧାଳୁ ଙ୍କ ସମାଗମ ଦେଖିବାକୁ ମିଳିଥାଏ l  ଅଷ୍ଟପ୍ରହରୀ ନାମଯଜ୍ଞ ରେ ପୂଜକ ଭାବରେ ଆଚାର୍ଯ୍ୟ ହୃଦାନନ୍ଦ ମିଶ୍ର ଓ ଗୋପାଳ ମିଶ୍ର ଦାୟିତ୍ୱ ତୁଲାଇଥିବା ବେଳେ ଶ୍ରୀଯୁକ୍ତ ରାଜୁ ସା ଓ ଧର୍ମପତ୍ନୀ ସମ୍ପତି ସା କର୍ତ୍ତା ଦାଇତ୍ୱ ତୁଲାଇଥିଲେ l ଦୀର୍ଘ ବର୍ଷ ରୁ ଚାଲି ଆସୁଥିବା କାର୍ତ୍ତିକ ପୁର୍ଣିମା ଅବସରରେ ଗ୍ରାମର ବୟୋଜ୍ୟେଷ୍ଠ  ଙ୍କ ଆଦର୍ଶ ତଥା ଭକ୍ତି ରେ ଅନୁପ୍ରାଣିତ ହୋଇ ଆଜି ଅଷ୍ଟପ୍ରହରୀ ନାମଯଜ୍ଞ କୁ ବଜାୟ ରଖିଛନ୍ତି ଗ୍ରାମର ଯୁବ ସମାଜ l ବର୍ତମାନ ମଧ୍ୟ ଗ୍ରାମର  ବୟୋଜ୍ୟେଷ୍ଠ ବିଶିଷ୍ଠ ବ୍ୟକ୍ତି ବିଶେଷ ଙ୍କ ମଧ୍ୟରେ ଯୋଗେଶ୍ୱର ସେଠ, ହୃଷିକେଶ ଛୁରିଆ, ମନ ମଲ୍ଲିକ, ନୀଳମଣି ଗଡତ୍ୟା, ଗଙ୍ଗା ଭୋଇ, ସର୍ବସ୍ୱ ଭୋଇ ବାନାବନ୍ଧୁ ସାହୁ, ବିଶ୍ଵାମିତ୍ର ଦୀପ, ନିତ୍ୟାନନ୍ଦ ଭୋଇ, ମୁରଲୀ ମଳିକ, ପ୍ରେମାନନ୍ଦ ଭୋଇ ଙ୍କ ତତ୍ୱାବଧାନ ରେ ଗ୍ରାମର ଯୁବ ଗୋଷ୍ଠୀ ଗଜିନ୍ଦ୍ର ଭୋଇ, ମନବୋଧ ମଳିକ, ତ୍ରିଲୋଚନ ବଗର୍ତି, ଯୌବନ ସାହୁ, ସୁଶାନ୍ତ ଚାନ୍ଦ, ସଳେନ୍ଦ୍ର ଭୋଇ, ଗଦାଧର ଭୋଇ, ଛନ୍ଦା ଚରଣ ଭୋଇ, ଚକ୍ର ସା, କ୍ଷମାନିଧି ଭୋଇ, ବୀଣା ବିହାରୀ ସାହୁ, ବିବେକାନନ୍ଦ ଭୁଏ, ସୁନୀଲ ମଲ୍ଲିକ, ରଙ୍କ ସାହୁ, କୀର୍ତ୍ତନ ସାହୁ, ସୁବିନ ପଧାନ, ଦୟାନିଧି ଭୋଇ ତଥା ଗ୍ରାମବାସୀ ଙ୍କ ସମ୍ପୂର୍ଣ ସହଯୋଗ ରେ ଏହି କାର୍ଯ୍ୟକ୍ରମ ଚାଲିଆସୁଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026

You Might Also Like