-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||     

HOME   ରାଜ୍ୟ

ନ୍ୟାୟ ଲୋକଙ୍କ ମୌଳିକ ଅଧିକାର, ଏହି ବ୍ୟବସ୍ଥାକୁ ମଜବୁତ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ: ନବୀନ ପଟ୍ଟନାୟକ

16-Dec-2020



ଭୁବନେଶ୍ୱର,(ଶୁଭାଶିଶଷ ନାୟକ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍ ମିଳିତ ଭାବେ ଗଞ୍ଜାମର ହିଞ୍ଜିଳିକାଟୁ ରେ ନୂତନ ସିଭିଲ ଜଜ୍ କୋର୍ଟ ଭବନ ଉଦଘାଟନ କରିଛନ୍ତି । ଏହି ଅବସରରେ ନାଗରିକଙ୍କୁ ନ୍ୟାୟ ପ୍ରଦାନର ସାମ୍ବିଧାନିକ ଲକ୍ଷ୍ୟ ହାସଲ କରିବାକୁ ଓଡିଶା ସରକାର ଦୃଢ଼ ପ୍ରତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 
ନୂତନ କୋର୍ଟ ପାଇଁ ହିଞ୍ଜିଲିକାଟୁବାସୀଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନ୍ୟାୟ ପାଇବା ଲୋକଙ୍କ ମୌଳିକ ଅଧିକାର ଏବଂ ନ୍ୟାୟ ବିତରଣ ବ୍ୟବସ୍ଥାକୁ ମଜବୁତ କରିବାକୁ ଓଡିଶା ସରକାର ପ୍ରତିଶ୍ରୁତିବଦ୍ଧ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କରୋନା ପ୍ରତିବନ୍ଧକ ସତ୍ତ୍ୱେ ବାଣିଜ୍ୟିକ ବିବାଦର ସମାଧାନ ପାଇଁ ଓଡିଶା ସରକାର ନିକଟରେ ଚାରୋଟି ନୂତନ କୋର୍ଟ ଗଠନ କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହିଳାମାନଙ୍କ ବିରୋଧରେ ହୋଇଥିବା ଅପରାଧକୁ ସ୍ୱତନ୍ତ୍ର ଭାବେ ବିଚାର କରିବା ପାଇଁ ନିକଟରେ ୪୫ ନୂତନ କୋର୍ଟ ସ୍ଥାପନ କରାଯାଇଛି । ନ୍ୟାୟପାଳିକାର ଆବଶ୍ୟକତାକୁ ପୂରଣ କରିବା ପାଇଁ ଓଡ଼ିଶା ସରକାର ହାଇକୋର୍ଟଙ୍କ ସହ ଘନିଷ୍ଠ ଭାବରେ କାର୍ଯ୍ୟ କରୁଛି ଏବଂ ଓକିଲ ସମ୍ପ୍ରଦାୟର ସ୍ୱାର୍ଥ ରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026

You Might Also Like