-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||     

HOME   ଜିଲ୍ଲା

ଈଶ୍ୱର ପାଣିଗ୍ରାହୀ ପାଇଲେ ଭାରତ ଗୌରବ ସମ୍ମାନ

27-Nov-2023



 

ସମ୍ବଲପୁର : -(  ସଂଜୀବପାଣିଗ୍ରାହୀ)  ଦୟାନନ୍ଦ ପବ୍ଲିକ୍ ସ୍କୁଲର ଅଧ୍ୟକ୍ଷ ଈଶ୍ୱର ପାଣିଗ୍ରାହୀଙ୍କୁ ମିଳିଛି  ଭାରତ ଗୌରବ ସମ୍ମାନ-୨୦୨୩।ନୂଆଁଦିଲ୍ଲୀର ଦିନଦୟାଲ ମାର୍ଗରେ ଥିବା ଗାନ୍ଧି ପିସ ଫାଉଣ୍ଡେସନ୍ କନଫରେନ୍ସ ହଲ ଠାରେ ଆମ୍ବେଦକର ଆନ୍ତଃର୍ଜାତୀୟ କେନ୍ଦ୍ର ପକ୍ଷରୁ ଆୟୋଜିତ ସମ୍ବିଧାନ ଦିବସରେ ଶ୍ରୀ ପାଣିଗ୍ରାହୀଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।ପୁର୍ବତନ ମାନବ ସମ୍ବଳ କେନ୍ଦ୍ର ମନ୍ତ୍ରୀ ସଞ୍ଜୟ ପାଶୱାନ,କେନ୍ଦ୍ରମନ୍ତ୍ରୀ ମିନାକ୍ଷୀ ଲେଖି,ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଉପଦେଷ୍ଟା ରବୀନ୍ଦ୍ର କୁମାର ଜେନା,ପ୍ରଫେସର ପ୍ରିୟରଞ୍ନ ତ୍ରିବେଦୀ, ଗଙ୍ଗାଧର ରଥ,ପ୍ରିଣ୍ଟ ଏଣ୍ଡ ଡିଜିଟାଲ ଆସୋସିଏସନ୍ ସିଇଓ ଜିତେନ୍ଦ୍ର କୁମାର ମେହେତା,ଆମ୍ବେଦକର ଇଣ୍ଟରନେସନାଲ  ସେଣ୍ଟର ଭୁବନେଶ୍ବର ଶାଖା ଅଧ୍ୟକ୍ଷ/ ସିଇଓ କାଳିଚରଣ ସିଂ, ଜେଇଏଚଓଓଭିଏଏଚ ନ୍ୟୁଜ ପରିଚାଳନ ନିର୍ଦ୍ଦେଶକ ନୃସିଙ୍ଗନାଥ ନନ୍ଦଙ୍କ ଉପସ୍ଥିତିରେ ଈଶ୍ୱରଙ୍କୁ ମୁଖ୍ୟଅତିଥି ମଡେଲ ଦେଇ ଏହି ସମ୍ମାନ ପ୍ରଦାନ କରିଥିଲେ। ଏଠାରେ ସୂଚନା ଯୋଗ୍ୟଯେ ଧନୁପାଲି ଓ ପଡିଆବାହାଲ ଦୟାନନ୍ଦ ପବ୍ଲିକ ସ୍କୁଲର ସେ ଅଧ୍ୟକ୍ଷ ରହିବା ସହିତ ବିଭିନ୍ନ ସାମାଜିକ କାମରେ ତାଙ୍କର ସକରାତ୍ମକ ଯୋଗଦାନ ରହିଥାଏ। ଈଶ୍ୱର ଭାରତ ଗୌରବ ସମ୍ମାନରେ ସମ୍ମାନୀତ ହୋଇଥିବାରୁ ତାଙ୍କୁ ବିଭିନ୍ନ ମହଳରୁ ଅଭିନନ୍ଦନର ସୁଅ ଛୁଟୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026

You Might Also Like