-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||     

HOME   ଜିଲ୍ଲା

ସମ୍ବଲପୁରରେ ଆୟୋଜନ ହେବ ସମ୍ବଲପୁରୀ ଧନୁଯାତ୍ରା, ସମ୍ବଲପୁରୀ ଧନୁଯାତ୍ରାର ଆୟୋଜନ କରିବାର ଯୋଜନା ପ୍ରସ୍ତୁତ କଲା ସମ୍ବଲପୁରୀ ଧନୁଯାତ୍ରା କ୍ରିୟାନୁଷ୍ଠାନ କମିଟି

27-Nov-2023



ସମ୍ବଲପୁର-(ସଂଜୀବପାଣିଗ୍ରାହୀ): ଧନୁଯାତ୍ରା ବରଗଡ଼ ସହିତ ଅନେକ ସ୍ଥାନରେ ଆୟୋଜନ ହେଉଥିବା ବେଳେ, ଯାତ୍ରା ମାନଙ୍କରେ ପଶ୍ଚିମ ଓଡିଶାର ଲୋକ ସଂସ୍କୃତିକୁ ଭୁଲି ବାଟବଣା ହୋଇଯାଉ ଥିବା ଦୃଷ୍ଟିକୁ ଆସୁଛି l ଅନେକେ ଧନୁଯାତ୍ରା ମାନଙ୍କରେ ପୌରାଣିକ ତଥ୍ୟକୁ ସମ୍ବିଳିତ କରାଯାଉଛି ସତ, ହେଲେ ଅନେକ ପ୍ରଶ୍ଚାତ୍ୟ ଓ ଅଶ୍ଳୀଳ ସଭ୍ୟତାରେ ଅନୁପ୍ରାଣିତ ନୃତ୍ୟ ଓ ଶୈଳୀକୁ ସାମିଲ କରାଯାଉଛି ଯାହାକି ଅତ୍ୟନ୍ତ ଦୁର୍ଭାଗ୍ୟର ବିଷୟ l ସେହି ଦୃଷ୍ଟିରୁ ସମ୍ବଲପୁରରେ ଆମର ପଶ୍ଚିମ ଓଡିଶାର ସମ୍ବଲପୁରୀ ଲୋକ ସଂସ୍କୃତିରୁ ଗୁରୁତ୍ୱ ଦେଇ ସମ୍ବଲପୁରୀ ଧନୁଯାତ୍ରା ଆୟୋଜନ କରିବା ପାଇଁ କମଳ ଲୋଚନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଯୋଜନା ବୈଠକ ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ରେ ସର୍ବସମ୍ମତି କ୍ରମେ ସମ୍ବଲପୁରୀ ଧନୁଯାତ୍ରା କ୍ରିୟାନୁଷ୍ଠାନ କମିଟି ଗଠନ କରାଯାଇଥିଲା l

ଏହି ବୈଠକରେ ବିଭିନ୍ନ ବିଷୟ ଆଲୋଚନା ହୋଇଥିବା ବେଳେ, ସମ୍ବଲପୁରୀ ଧନୁଯାତ୍ରାରେ ସମସ୍ତ ଅନୁସାଙ୍ଗିକ ବିଷୟ ସମ୍ବଲପୁରୀ ସଂସ୍କୃତି ଉପରେ ପର୍ଯବେଷିତ କରିବାକୁ ସର୍ବସମ୍ମତ ପ୍ରସ୍ତାବ ଗ୍ରହଣ କରାଯାଇଥିଲା l ଏହି ସମ୍ବଲପୁରୀ ଧନୁଯାତ୍ରାରେ ପଶ୍ଚିମ ଓଡିଶାର ୧୩ ଜିଲ୍ଲାର ଲୋକନୃତ୍ୟ ଓ ଲୋକସଂସ୍କୃତିକୁ ସାମିଲ କରାଯିବ ବୋଲି ମଧ୍ୟ ନିଷ୍ପତ୍ତି ନିଆଯାଇଥିଲା l
ସମ୍ବଲପୁରୀ ଧନୁଯାତ୍ରା ଆୟୋଜନ ବିଷୟକୁ ନେଇ ଏକ ମହାସଭା ଆସନ୍ତା ନଭେମ୍ବର ୩0 ତାରିଖ ଦିନ ଆୟୋଜନ କରାଯିବ ବୋଲି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶ୍ରୀ ପଣ୍ଡା ସୂଚନା ଦେଇଛନ୍ତି l ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବବଲୁ ବାଗ, ଜୟକୃଷ୍ଣ ବେହେରା, ମୁକ୍ତକଣ୍ଠ ପ୍ରଧାନ, ଗୁଣରଞ୍ଜନ ସାଲିମା, ବିଶ୍ୱଜିତ ପ୍ରଧାନ, ଲଳିତ ବେବର୍ତ୍ତା,ସୁଧୀର ରଞ୍ଜନ ବେହେରା, ସୂର୍ଯ୍ୟ ପାଣିଗ୍ରାହୀ, ନିହାଲ ସିଂ,ଶଙ୍କର ବେହେରା, ଯୋଗେଶ ନନ୍ଦ, ସୁକାନ୍ତ କର,ଅଜୟ ନାଥ, ଧର୍ମେନ୍ଦ୍ର ପଟ୍ଟନାୟକ, ନବୀନ ଦାଶ, ନରସିଂହ ବଗର୍ତ୍ତୀ, ଆଦିତ୍ୟ ପୁରୋହିତ, ଚୈତନ୍ୟ ନାୟକ, ରାଜେଶ ବେହେରା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026

You Might Also Like