-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||     

HOME   ଜିଲ୍ଲା

ସଡକ ଦୁର୍ଘଟଣା ନେଲା ଜିଆରଏସ ସିମlଞ୍ଚଲ ସୁନାନୀ ଙ୍କ ଜୀବନ

27-Nov-2023



କଳାହାଣ୍ଡି ,ଧର୍ମଗଡ଼ ( ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ପିପଲା  ଗ୍ରାମର ସିମାଞ୍ଚଳ ସୁନାନୀ ବୟସ -୪୪ ଦୁର୍ଘଟଣା ପରେ 
 ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତାଙ୍କ ଶବ ଶନିବାର ସନ୍ଧ୍ୟା ସମୟରେ ଘରକୁ ଫେରିବା ପରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।ସୂଚନା ଅନୁସାରେ ହିମାଞ୍ଚଳ ନିଜ ଗ୍ରାମ ପଞ୍ଚାୟତ ଗଡ଼ିଆଜୋର ରେ ଜିଆରଏସ ଭାବରେ  କାର୍ଯ୍ୟକରୁଥିଲେ କିନ୍ତୁ ପରେ ତାଙ୍କୁ ଗୋଲାମୁଣ୍ଡା ବ୍ଲକ ଟ୍ରାନ୍ସଫର କରାଯାଇ ମାନଝର  ଓ ଉଦେ ସୁଡୁଙ୍ଗ  ଦୁଇଟି ଗ୍ରାମପଞ୍ଚାୟତ ର ଦାୟିତ୍ୱ ଦିଆ ଯାଇଥିଲା ।  ଘର ଠାରୁ କାର୍ଯ୍ୟସ୍ଥଳ ଦୀର୍ଘ ୭୦ କିଲୋମିଟର  ତାଙ୍କୁ ପ୍ରତିଦିନ ଯିବା ଆସିବା କରିବାକୁ ପଡ଼ୁଥିଲା ।ଗତ ୧୬ ତାରିଖ ଗୁରୁବାର ଦିନ ସକାଳୁ ସେ କାର୍ଯ୍ୟାଳୟ କୁ ଯିବା ସମୟ ରେ  ଗଡ଼ିଆଯୋର କ୍ରସର ନିକଟରେ  ବାଇକ ରୁ ଭାରସାମ୍ୟ ହରାଇ  ସେ ରାସ୍ତାରେ ପଡି ଯାଇଥିଲେ । ଫଳରେ ତାଙ୍କ ଡାହାଣ କାନ ପାଖ ମୁଣ୍ଡରେ ଗଭୀର ଆଘାତ ଲାଗି ରକ୍ତସ୍ରାବ ହୋଇଥିଲା। ତୁରନ୍ତ ସ୍ଥାନୀୟ ଲୋକଦ୍ୱାରା ଉଦ୍ଧାର କରାଯାଇ ଧର୍ମଗଡ଼ ଡାକ୍ତରଖାନା ,ପରେ ଭବାନୀପାଟଣା ରେ ଚିକିତ୍ସିତ ହୋଇଥିଲେ । ଅଧିକ ସଙ୍କଟାପନ୍ନ ହେବାରୁ ଉକ୍ତ ଦିନ ରାୟପୁର କୁ ସ୍ଥାନାନ୍ତର କରି ଏକ ଘରୋଇ ଡାକ୍ତରଖାନାରେ ନଅ ଦିନ ଧରି ଚିକିତ୍ସିତ ହେଉଥିଲେ । ଚିକିତ୍ସାଧିନ ଅବସ୍ଥାରେ ରେ  ଗତ ଶୁକ୍ରବାର  ରାତି ରେ ତାଙ୍କର ମୃତ୍ୟୁ  ହୋଇଥିଲା । ତାଙ୍କ ଶବ ଘରକୁ ପହଞ୍ଚିଲା ପରେ ଜିଆରଏସ ଓଡ଼ିଶା ରାଜ୍ୟ ସଭାପତି ପ୍ରଭାତ କୁମାର ତିୱାରୀ ସମେତ ଧର୍ମଗଡ଼ ବ୍ଲକ ର ଅନ୍ୟାନ୍ୟ ଜି ଆରଏସ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ପହଞ୍ଚି ଥିଲେ ।  ବର୍ତମାନ ତାଙ୍କ ସ୍ତ୍ରୀ ସମେତ ଦୁଇ ଝିଅ ଓ ଗୋଟିଏ ପୁଅ ଅଛନ୍ତି ।ତାଙ୍କ ବିୟୋଗ ରେ ଧର୍ମଗଡ଼ ବିଧାୟକ ମୌଷଧି  ବାଗ,ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂ ଦେଓ, କଂଗ୍ରେସ ନେତା ଦିଗାମ୍ବର  ଦୁରିଆ, ବିଜେପି ନେତା ଲକ୍ଷ୍ମୀକାନ୍ତ ବାଗ ତଥା ଅଞ୍ଚଳର ଅନେକ ବୁଦ୍ଧିଜୀବୀ ଶୋକ ବ୍ୟକ୍ତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026

You Might Also Like