-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||     

HOME   ଜିଲ୍ଲା

ଅଯୋଧ୍ୟାରୁ ଆସିଥିବା ଅକ୍ଷତ କଳସକୁ ସୋନପୁର ରେ ଭବ୍ୟ ସ୍ଵାଗତ ଓ ସମ୍ବର୍ଦ୍ଧନା

27-Nov-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ ): ଆଜି  ନଭେମ୍ବର ୨୬ ତାରିଖ ଦିନ ଅପରାହ୍ନ ୪ ଟା ରେ ଅଯୋଧ୍ୟାରୁ ଆସିଥିବା ଅକ୍ଷତ କଳସ ସମ୍ବଲପୁରରୁ  ସୋନପୁର ଅଣାଯାଇ ବାଲାଜୀ ମନ୍ଦିର ଠାରେ ସ୍ବାଗତ କରାଯାଇ ଶୋଭାଯାତ୍ରା ଘଣ୍ଟ, ଶଙ୍ଖ, କୀର୍ତ୍ତନ ଆଦି ସହ ଆଧ୍ୟାତ୍ମିକ ବାତାବରଣରେ ମଝିପଡା ସ୍ଥିତ ରାମ ମନ୍ଦିର ରେ ରଖା ଯାଇଛି । ଜାନୁୟାରୀ  ୨୨ ତାରିଖ ୨୦୨୪

ପ୍ରଭୂ ଶ୍ରୀରାମଙ୍କ ଭବ୍ଯ ମନ୍ଦିର ପ୍ରତିଷ୍ଠାର ସାକ୍ଷୀ ସ୍ବରୂପ ପ୍ରତିଟି ରାମ ଭକ୍ତ ମାନଙ୍କର ସଂପୃକ୍ତି ସୁନିଶ୍ଚିତ କରିବା ପାଇଁ  ପ୍ରତି ପରିବାରରେ ଅଯୋଧ୍ୟାରୁ ଆସିଥିବା ନିମନ୍ତ୍ରଣପତ୍ର ପ୍ରଦାନ କରିବା ଦାୟିତ୍ଵ ଆମ ସଭିଙ୍କର। ଉକ୍ତ ଦିନରେ ବ୍ଲକ, ଗାଁ,ସହର, ସାହି, ବସ୍ତି, ମନ୍ଦିର, ଭାଗବତ ଟୁଙ୍ଗି ବା ପାଠାଗାର ଅଧିକରୁ ଅଧିକ ସ୍ଥାନରେ ରାମଧୁନ, ସଂକୀର୍ତ୍ତନ, ହନୁମାନ ଚାଳିଶା ପାଠ, ପୂଜନ ହବନ, ସତ୍ସଙ୍ଗ, ପ୍ରବଚନ ,ପ୍ରସାଦ ସେବନ  ଆଦି ଦିନ ୧୧ ଟା ରୁ ୧ଟା ପର୍ଯ୍ୟନ୍ତ କରାଯିବାର

ଆଗ୍ରହ ରହିଛି। ଏସବୁର ଆୟୋଜନ ସମାଜର ପ୍ରତି ବର୍ଗର ଲୋକ ସ୍ବତଃ ପ୍ରବୃତ୍ତ ଭାବରେ କରିବା ଆଗ୍ରହ କରିବାକୁ ଅନୁରୋଧ କରାଯାଇଛି l  ସନ୍ଧ୍ୟାରେ ପ୍ରତିଟି ପରିବାରର ଘର ସମ୍ମୁଖରେ ଅତି କମରେ ୫ ଟି  ବା ତଦୂର୍ଦ୍ଧ୍ବ ଦ୍ବୀପ ପ୍ରଜ୍ବଳନ କରାଯାଇ ଦୀପାବଳୀ ଦିନ ସଦୃଶ ପ୍ରଭୂ ଶ୍ରୀରାମଙ୍କ ଭବ୍ଯ ସ୍ବାଗତ କରାଯିବ ବୋଲି ସୋନପୁର ଭି ଏଚ ପି  ଓ ଆର ଏସ ଏସ ସଂଘ ପକ୍ଷରୁ ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026

You Might Also Like