-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||     

HOME   ଜିଲ୍ଲା

ସାହିତ୍ୟ ପତ୍ରିକା ସୃଜନ ସଳିତା ନବନୀତା ଉନ୍ମୋଚିତ

27-Nov-2023



ବଲାଙ୍ଗିର// ସ୍ଥାନୀୟ  ସରକାରୀ ଟାଉନ ବାଳିକା ବିଦ୍ୟାଳୟ ପ୍ରାଙ୍ଗଣରେ ବଲାଙ୍ଗିର ରୁ ପ୍ରକାଶିତ "ସୃଜନ ସଳିତା ନବନୀତା" ସାହିତ୍ୟ ପତ୍ରିକାର ପୂଜା ସଂଖ୍ୟା ବିଶିଷ୍ଟ ସାହିତ୍ୟିକଙ୍କ ଗହଣରେ ଉନ୍ମୋଚିତ ହୋଇଯାଇଛି । ଚଳିତ ସଂଖ୍ୟାରେ  ବିଶିଷ୍ଟ   ସାମ୍ବାଦିକ ତଥା ସାହିତ୍ୟିକ ଦିବଙ୍ଗତ କୁମାର ହସନ୍ ଙ୍କ ସ୍ମୃତି ଆଲେଖ୍ୟ ସହ ଚିତ୍ତରଞ୍ଜନ ଦାସଙ୍କ ବିଶ୍ଵକୁ ଗବାକ୍ଷ,  ତେଲୁଗୁ ସାହିତ୍ୟର ଚର୍ଚ୍ଚିତ ଲେଖିକା ପି. ଲଳିତା କୁମାରୀ ' ଭଲଗା' ଓ ପ୍ରୋଫେସର କୁମୁଦ ରଞ୍ଜନ ପାଣିଗ୍ରାହୀଙ୍କ ସାକ୍ଷାତକାର ସହ ୧୧ ଗୋଟି ଆଲୋଚନା ଓ ଫିଚର୍ ସ୍ଥାନ ପାଇଛି । ବଲାଙ୍ଗୀରର ଜୀବନ ରେଖା ବୋଲାଉଥିବା ଲୋୟର ସୁକ୍ତେଲ ଡେମ ପ୍ରକଳ୍ପ ଯୋଗୁଁ  ବିସ୍ଥାପନ ଜନିତ ମାର୍ମିକ ଚିତ୍ର ବଖାଣୁ ଥିବା ଦୁଇ ଗୋଟି ବିଶେଷ ଆଲେଖ୍ୟ ସ୍ଥାନ ପାଇଛି । ଏହା ସହ ୬ ଟି ଗଳ୍ପ, ୧୩ ଟି ମୌଳିକ ଓ ଗୋଟିଏ ଅନୁବାଦ କବିତା ସ୍ଥାନିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଆ ସାହିତ୍ୟର ବିଶିଷ୍ଟ ନାଟ୍ୟକାର ତଥା ଲେଖକ ସନାତନ ଠାକୁର, ବିଶିଷ୍ଟ କବି ପ୍ରହଲ୍ଲାଦ ଶତପଥୀ, ସାମ୍ବାଦିକ ତଥା ଅଧ୍ୟାପକ ସନ୍ଦୀପ କୁଅଁର, ନବନୀତାର ପ୍ରକାଶକ ତଥା ସମ୍ପାଦକ ରାଜେଶ ଝାଙ୍କର, ପରିଚାଳନା ସମ୍ପାଦକ ଯୁଧିଷ୍ଟିର ମେହେର, ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା, ଅଧ୍ୟାପକ କୌତୁକ ପନ୍ଦର, ଅଧ୍ୟାପକ ଜଗନ୍ନାଥ ସାହୁ ଯୋଗଦେଇ ଓଡ଼ିଆ ପତ୍ରିକା ସାହିତ୍ୟର ମୂଲ୍ୟାୟନ କରିବା ସହ ନବନୀତାର ଚଳିତ ସଂଖ୍ୟା ଆଶାତୀତ ପାଠକୀୟ ଆଦୃତି ଲାଭ କରିବ ବୋଲି ମତପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026

You Might Also Like