-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||     

HOME   ଜିଲ୍ଲା

ସ୍ୱାସ୍ଥ୍ୟ କର୍ମୀ ମାନଙ୍କ କ୍ୟାଡର ପୁନର୍ଗଠନ ନେଇ କୃତଜ୍ଞତା ଜ୍ଞାପନ କଲେ ସ୍ୱାସ୍ଥ୍ୟ କର୍ମୀ ସଂଘ

27-Nov-2023



ବଲାଙ୍ଗିର(ପ୍ରେରଣା ଖବର) ସ୍ୱାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ପୁରୁଷ ଓ ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କର ଦାବି ମୁତାବକ କ୍ୟାଡର ପୁନଃର୍ଗଠନ ହୋଇଥିବାରୁ ବଲାଙ୍ଗୀର ଜିଲ୍ଲାରେ ଖୁସିର ଲହରୀ ଖେଳିଯାଇଛି ।

ହୁ ଦିନର ଦାବିକୁ ସରକାର ପୂରଣ କରିଥିବାରୁ ରାଜ୍ୟ ବହୁମୁଖୀ ପୁରୁଷ ଓ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ, ବଲାଙ୍ଗୀର ଶାଖା ତରଫରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ସଚିବ ଭି.କେ ପାଣ୍ଡିଆନ ଓ ସ୍ୱାସ୍ଥ୍ୟ ସଚିବ ସାଲିନି ପଣ୍ଡତ ପ୍ରମୁଖଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଛି । ସ୍ୱାସ୍ଥ୍ୟ କର୍ମୀ ମାନଙ୍କୁ କ୍ୟାଡର ୫ ରୁ ୧୨ ପର୍ଯ୍ୟନ୍ତ ଅର୍ଥାତ ସହକାରୀ ନିର୍ଦ୍ଦେଶକ ପଦବୀ ପର୍ଯ୍ୟନ୍ତ ପଦୋନ୍ନତି ରହିଛି । ସଂଗଠନ ତରଫରୁ ଏଥି ପାଇଁ ଅନେକ ଥର ଆନ୍ଦୋଳନ ହେଲା ପରେ ସରକାର ବର୍ତ୍ତମାନ ଏହି ଦାବିକୁ ପୂରଣ କରିଥିବାରୁ ଓଡ଼ିଶା ରାଜ୍ୟ ବହୁମୁଖୀ ପୁରୁଷ ଓ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ, ବଲାଙ୍ଗୀର ଶାଖା ତରଫରୁ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି । ଦାବି ପୂରଣ ଦିଗରେ ରାଜ୍ୟ ସରକାର ଆନ୍ତରିକତା ପ୍ରଦର୍ଶନ କରିଥିବାରୁ ବଲାଙ୍ଗୀର ଶାଖାର ପ୍ରକାଶ ତାଣ୍ଡି, ସବିତା ପଣ୍ଡା, ପରିକ୍ଷୀତ ବେଜ୍ ସସ୍ମିତା ଶତପଥୀ, ରୀନା ମିଶ୍ର, କମଳିନୀ ଭଞ୍ଜ, ଗୋବିନ୍ଦ ବଲ୍ଲଭ ସାହୁ, ଦେବାଂଶୁ ମିଶ୍ର, ମହେନ୍ଦ୍ର କରନ୍‌, ସୁନୀତା ଷଡଙ୍ଗୀ, ବନୀତା ରାଜହଂସ, ରିଷଭ କୁମ୍ଭାର, ଅଶୋକ ସାହୁ, ଅଜିତ ତ୍ରିପାଠୀ, ବୀରେନ୍ଦ୍ର ବିଶି, ଦେବେଶ ରାଉତ, ବୈଷ୍ଣବ ପାଣିଗ୍ରାହୀ, ତୋପ୍ରସନ୍ନ ସାହୁ, ପ୍ରସନ୍ନ ମେହେର ପ୍ରମୁଖ ରାଜ୍ଯ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026

You Might Also Like