-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||     

HOME   ଜିଲ୍ଲା

କୋଡ଼ିବାହାଲରେ ମାଁ ବୃନ୍ଦାବତୀଙ୍କ ପଞ୍ଚକ ବ୍ରତ ପୂଜାନୋତ୍ସବ ସମାପନ, ଭଷାଣୀ ଉତ୍ସବରେ ସାମିଲ ହେଲେ ଶତାଧିକ ଶ୍ରଦ୍ଧାଳୁ

27-Nov-2023



କଣ୍ଟମାଳ(ଜୟ କୁମାର ମହାରଣା ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ପଞ୍ଚାୟତ ଅଧିନସ୍ଥ କୋଡ଼ିବାହାଲ ଗ୍ରାମର ଭୋଇପଡ଼ାର ଶ୍ରଦ୍ଧାଳୁ କାର୍ତ୍ତିକ ମାସର ପଞ୍ଚକ ବ୍ରତକୁ ସାମୁହିକ ଭାବେ ମାଁ ବୃନ୍ଦାବତୀଙ୍କ ପୂଜା ମହାସମାରୋହରେ ପାଳନ କରିଛନ୍ତି। ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ମାଁ ମାହେଶ୍ଵରୀ ଯୁବକ ସଂଘର ସଭାପତି ନବୀନ କିଶୋର ମେଣ୍ଡିଲିଙ୍କ ପ୍ରତ୍ୟକ୍ଷ

ତତ୍ତ୍ୱାବଧାନରେ ପାଞ୍ଚଦିନ ଧରି ଚାଲିଥିବା ପୂଜାନୋତ୍ସବ ପୁରାଣ ପଠନ ଏବଂ ସଂଧ୍ୟାରେ ସଂକୀର୍ତ୍ତନ୍ୟ ବୈଠକୀ ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟମାନ ଅନୁଷ୍ଠିତ ହୋଇ ସୋମବାର ସମାପନ ହୋଇଯାଇଛି। ଉକ୍ତ ପୂଜାନୋତ୍ସବରେ ପଣ୍ଡିତ କାନ୍ତ ମିଶ୍ର ପୂଜାର୍ଚ୍ଚନା ଓ ପୁରାଣ ପଠନ କରିଥିବା ସ୍ଥଳେ ଗୋପାଳ ଭୋଇ ଓ ସ୍ତ୍ରୀ ଉମା ଭୋଇ କର୍ତ୍ତାକାର୍ଯ୍ୟ ତୁଲାଇଥିଲେ। ନୃସିଂହ ଗୁରାଣ୍ଡି,ନନ୍ଦ ଭୋଇ, ମାର୍କଣ୍ଡ ଭୋଇ, ହିମାଂଶୁ ପ୍ରଧାନ, ଭୁତୁଲୁ କର୍ଣ୍ଣ, ଚୈତନ୍ୟ ଖମାରୀ, ପ୍ରତାପ କ୍ଷେତି, ଖାଡ଼ି ଭୋଇ, ଢଳି ପ୍ରଧାନ, ନେପାଳ ଭୋଇ, ଅମୂଲ୍ୟ ପ୍ରଧାନ,କହଲୁ ପ୍ରଧାନ, ହରିହର କର୍ମୀ,ଶେଷଦେବ ରଣା ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026

You Might Also Like