-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||     

HOME   ଜିଲ୍ଲା

ପୂର୍ବତନ ପୁଇଁନ୍ତଳା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନାମୟୀ ମିଶ୍ରଙ୍କ ପରଲୋକ

28-Nov-2023



ବଲାଙ୍ଗିର(ପ୍ରେରଣା ଖବର) ପୂର୍ବତନ ପୁଇଁନ୍ତଳା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନାମୟୀ ମିଶ୍ରଙ୍କ ଗତକାଲି ରାତ୍ରୀ ୯.୩୦ ସମୟରେ ପରଲୋକ ହୋଇଯାଇଛି । ତାଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କୁ ବରଗଡ ଏକ ଘରୋଇ ହସପିଟାଲକୁ ନେବା ସମୟରେ ରାସ୍ତାରେ ଦେହାନ୍ତ ହୋଇଥିଲା । ପରେ ତାଙ୍କୁ ତାଙ୍କ ବଲାଙ୍ଗିର ସ୍ଥିତ ଘରକୁ ଅଣାଯାଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହେଉଥିଲା । ମୃତ୍ୟୁ ସମୟରେ ତାଙ୍କ ଦେଢସୁର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, ସ୍ୱାମୀ ଆଇନଜୀବୀ ବିନାୟକ ମିଶ୍ର, ବଡପୁଅ ଆଇନଜୀବୀ ସିଦ୍ଧାର୍ଥ ମିଶ୍ର, ସାନପୁଅ ହେମନ୍ତ ମିଶ୍ର, ବହୁ ମନୀଶା, ଲଭଲି, ଭଣଜା ଆକାଶ ମିଶ୍ର, ନାତି ଡୁଗଡୁଗ, ଦେବ, ନାତୁଣୀ ଅପୂର୍ଭା, ବିଧିଙ୍କ ସମେତ ପରିବାର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ । ଆଜି ସକଳ ୧୦ଟା ସମୟରେ ପୁଇଁନ୍ତଳା ବ୍ଲକ ଅନ୍ତର୍ଗତ ଛତାମଖନା ତାଙ୍କ ଶଶୁରାଳୟ ଗ୍ରାମରେ ତାଙ୍କର ଅନ୍ତେଷ୍ଟିକ୍ରିୟା କରାଯାଇଥିଲା । ବଡପୁଅ ସିଦ୍ଧାର୍ଥ ମୁଖାଗ୍ନୀ ଦେଇଥିଲେ । ଏହି ଅବସରରେ ଖରିଆର ବିଧାୟକ ଅଧିରାଜ ପାଣିଗ୍ରାହୀ, ତାଙ୍କ ପରିବାର ସଦସ୍ୟ ବିରେନ ମିଶ୍ର, ଆଇନଜୀବୀ ବାବୁଲୁ ମିଶ୍ର, ଜିଲ୍ଲା ସମବାୟ ବ୍ୟାଙ୍କ ସଭାପତି ସ୍ମାରକ ମିଶ୍ର, ରାହୁଲ ମିଶ୍ରଙ୍କ ସମେତ ପରିବାରର ସମସ୍ତ ସଦସ୍ୟ, ଜିଲ୍ଲା କ୍ରୀଡା ସଂସଦର ସାଧାରଣ ସଂପାଦକ ହରୀନାରାୟଣ ପୁଝାରୀ, ଆଇନଜୀବୀ ସୁବାସ ନନ୍ଦ, ମନୋଜ ସାହୁ, ସୁଦ୍ଧାର୍ଥୀ ପଟେଲ, ସମିର ରଥ, ମନୀଷ ମିଶ୍ରଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଶ୍ରୀମତୀ ମିଶ୍ର ଜଣେ ପରଉପକାରୀ, ଧର୍ମ ପରାୟଣ ଓ ସ୍ନେହି ମହିଳା ଥିଲେ ତାଙ୍କ ଦେହାନ୍ତରେ ସ୍ଥାନୀୟ ଅଂଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026

You Might Also Like