-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ନିକଟସ୍ଥ ଜଙ୍ଗଲ ଓ ସହର ଜଳାଶାୟର ପକ୍ଷୀ ସୁରକ୍ଷା ପାଇଁ ଦାବୀ

28-Nov-2023



ବଲାଙ୍ଗିର(ପ୍ରେରଣା ଖବର) ବଲାଙ୍ଗିର ସହରର ୧୭ଟି ଜଳାଶୟ କୁ ଶୀତଦିନେ ଅନେକ ବିରଳ ପକ୍ଷୀ ଆଗାମନ କରିଥାନ୍ତି । ଜଳାଶୟ ଗୁଡିକର ସୌନ୍ଦର୍ଯ୍ୟ ବୃଦ୍ଧି କରିଥାନ୍ତି । ଏହି ବିରଳ ପକ୍ଷୀମାନଙ୍କୁ ସୁରକ୍ଷା ଦେବା ପାଇଁ ପକ୍ଷୀ ସୁରକ୍ଷା କମିଟି ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଅସାଧୁତା ଶୀକାରୀମାନେ ନିରୀହ ପକ୍ଷୀମାନଙ୍କୁ ଅବାଧ୍ୟ ଶିକାର କରୁଛନ୍ତି । ଉକ୍ତ ନବଗତ ପକ୍ଷୀମାନଙ୍କୁ ଆସୁଥିବାରୁ ପରିବେଶ ଓ ପକ୍ଷୀପ୍ରେମୀମାନେ ବଲାଙ୍ଗିର ଜନସାଧାରଣ ଦେଖି ଆସୁଛନ୍ତି । ପକ୍ଷୀମାନଙ୍କୁ  ସୁରକ୍ଷା ପାଇଁ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରି ଦାବୀ କରୁଛି ।  ପ୍ରହୁତ ପ୍ରଜାତି ର ପକ୍ଷୀମାନେ ଜଳାଶୟମାନଙ୍କୁ ଆଗମନ କରୁଥିବା ବେଳେ ତାଙ୍କୁ ସୁରକ୍ଷିତ କରିବା ପାଇଁ ପକ୍ଷୀ ପ୍ରେମିମାନେ ଦାବି କରି ଆସୁଛନ୍ତି । ଦିର୍ଘ ଦୁଇ ରୁ ତିନି ମାସ ଯାଏ ଆଗମନ ଚାଲିଥିବା ବେଳେ ବେଧଡକ ଶିକାର ଚାଲିଛି ଏବଂ ବଲାଙ୍ଗିର ସହରର କଦଲି ମୁଣ୍ଡା ନର୍ସରୀ ଗଳା ବେଳେ ରାସ୍ତାରେ ବ୍ରଜଧାମ ଗଲା ୭ କିମି ପ୍ରକୃତିର ଝରଣା ଆବିର୍ଭାବ ହୋଇଥିବା ଛୋଟ ହରିଶଙ୍କର ର ଅସମାଜିକ ଲୋକଙ୍କ ଆର୍ଡା ପାଲଟିଛି । ବିଭିନ୍ନ ପ୍ରଜାତିର ପକ୍ଷୀମାନେ ଆଗମନ କରିଥିବା ବେଳେ ହିଂସ୍ର ଜୀବଜନ୍ତୁ ମଧ୍ୟ ଅଛନ୍ତି । ଏମାନଙ୍କୁ ବଲାଙ୍ଗିର ସହରର ଆଖ ପାଖ ଗାଁ ଲୋକେ ମଧ୍ୟ ଜଙ୍ଗଲ କୁ ଯାଇ ମଦ୍ୟପାନ କରୁଛନ୍ତି ଏବଂ ଗଛ କାଟି ପରିବେଶ ନଷ୍ଟ କରୁଛନ୍ତି ଏ ଜାଗା କୁ ନିଷେଧାଂଚଳ କଲେ ଜୀବଜନ୍ତୁ ସୁରକ୍ଷିତ ରହିବା ସହିତ ପରିବେଶ ସୁରକ୍ଷିତ ରହିବ ଏବଂ ବଲାଙ୍ଗିର ସହର ଠାରୁ ୧୨ କିମି ଦୂରରେ ଥିବା ତାଲଝରନ ଖରସେଲ ଜଙ୍ଗଲ ମଧ୍ୟରେ ଥିବା ରାଜା ରାଜୁଡା ସମଳରୁ ଶିକାର ସ୍ଥଳ କୁ ବିଭିନ୍ନ ହିଂସ୍ର ଜୀବ ଜନ୍ତୁ ଏବଂ ପକ୍ଷୀ ରହୁଥିବା ବେଳେ ଆଖ ପାଖ ଗାଁ ଲୋକ ଜଙ୍ଗଲ କାଟି ନଷ୍ଟ କରି ଦେଉଥିବାରୁ ଏହାକୁ ମଧ୍ୟ ସୁରକ୍ଷା ହେତୁ ନିଷେଧାଂଚଳ ଘୋଷଣା କରାଯାଉ ବୋଲି ଶମ୍ଭୁ ପ୍ରସାଦ ଶତପଥି, ପ୍ରଶାନ୍ତ ମହାକୁର, ସୁଦର୍ଶନ ସାହୁ, ଅମର କର ଦାବି ପ୍ରଦାନ କରିଥିଲେ । ଏହି ସବୁ ଦାବି କୁ ସକାରାତ୍ମକ ଭାବେ ବିଚାର କରିବେ ବୋଲି ଡିଏଫ୍‌ଓ  ନିତିଶ କୁମାର କହିବା ସହ ଜଳାଶୟର ପକ୍ଷୀଙ୍କ ସୁରକ୍ଷା ପାଇଁ ସଚେତନତା ପୂର୍ବକ ବନ୍ଧହିଡମାନଙ୍କରେ ନୋଟିସ ବୋର୍ଡ ଲଗାଯିବା ସହ ବିରଳ ପକ୍ଷୀ ଶୀକାରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ । ପୁନଶ୍ଚ ବଲାଙ୍ଗିର ସହର ନିକଟସ୍ଥ ଜଙ୍ଗଲ କୁ ନିଷିଦ୍ଧାଞ୍ଚଳରେ ପରିଣତ କରାଯିବ ବୋଲି ସେ କହିଥିଲେ । ବଲାଙ୍ଗିର ଜିଲ୍ଲାରେ ପଶୁ ପକ୍ଷୀଙ୍କୁ ସମ୍ପୁର୍ଣ୍ଣ ସୁରକ୍ଷା ଦେବା ପାଇଁ ସେ ପ୍ରାୟସ କରିବେ ବୋଲି କହିବା ସହ ପଶୁପକ୍ଷୀଙ୍କ ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026

You Might Also Like