-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||     

HOME   ରାଜ୍ୟ

ପୁରୀ କେନାଲ ବନ୍ଧ ରାସ୍ତାରୁ ଜବରଦଖଲ ଉଚ୍ଛେଦ; ଭାଙ୍ଗିଲା ୫୧ଟି ଘର, ତାରିଣୀ ମନ୍ଦିର

17-Dec-2020



ବାଲିଅନ୍ତl(ପ୍ରେରଣା ଖବର) : ହଂସପାଳ ଜାତୀୟ ରାଜପଥ-୫ରୁ ବାଲିଅନ୍ତା ବଜାରକୁ ସଂଯୋଗ କରୁଥିବା ପୁରୀ କେନାଲ ବନ୍ଧରାସ୍ତାରୁ ଆଜି ଜବରଦଖଲ ଉଚ୍ଛେଦ କାର୍ଯ୍ୟ ବ୍ୟାପକ ହୋଇଛି । ଦାୟିତ୍ବରେ ଥିବା ଅଧିକାରୀଙ୍କ ଉପସ୍ଥିତିରେ ବୁଲଡୋଜର ଲଗାଇ ଉଭୟ ପାର୍ଶ୍ବ ରାସ୍ତାରେ ବେଆଇନ ଭାବେ ନିର୍ମାଣ କରାଯାଇଥିବା ଆଜବେଷ୍ଟସ ଘର, ପ୍ରାଚୀର, ଦୁଇମହଲା କୋଠାଘର, ଏକମହଲା ଛାତ, ଗାଧୁଆ ଘର ଭାଙ୍ଗି ଦିଆଯାଇଥିଲା । ତାରିଣୀ ମନ୍ଦିର ମଧ୍ୟ ଉଚ୍ଛେଦରୁ ବାଦ ପଡ଼ିନଥିଲା । ସ୍ଥାନୀୟ ଲୋକ ଅନୁରୋଧ କରିଥିଲେ ମଧ୍ୟ ଏନଫୋର୍ସ ଟିମ କିଛି ଶୁଣିନଥିଲେ । ତାରିଣୀ ମନ୍ଦିରର  ଅଧାଅଂଶକୁ ଭାଙ୍ଗି ଦିଆଯାଇଥିଲା । ମନ୍ଦିର ଭଙ୍ଗାଯିବା ବେଳେ ସାମାନ୍ୟ ଉତ୍ତେଜନା ପ୍ରକାଶ ପାଇଥିଲା । ପୁଲିସ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତପଡ଼ିଥିଲା । ଉଲ୍ଲେଖଯୋଗ୍ୟ ଏନଏଚ – ୫ରୁ ବାଲିଅନ୍ତା ବଜାର ପର୍ଯ୍ୟନ୍ତ ପ୍ରାୟ ୨ କିମି ପର୍ଯ୍ୟନ୍ତ ରାସ୍ତାକୁ ନବୀକରଣ କରାଯିବା ଲାଗି ଭୁବନେଶ୍ବର ପୂର୍ତ୍ତ ବିଭାଗ ଡିଭିଜନ – ୪ ପକ୍ଷରୁ ଆବଶ୍ୟକ ଅନୁଦାନ ଅର୍ଥ ମଂଜୁର ହୋଇଛି । ହେଲେ ଉଚ୍ଛେଦ କାର୍ଯ୍ୟ ହୋଇପାରିନଥିବାରୁ ରାସ୍ତା ନବୀକରଣ କାର୍ଯ୍ୟ ଆରମ୍ଭ ହୋଇପାରି ନାହିଁ । ସୂଚନା ମୁତାବକ ୨୬ଟି ଆଜବେଷ୍ଟସ ଘର , ୮ଟି ଗାଧୁଆ ଘର, ୧୪ ଶହ ସ୍କୋୟାର ଫୁଟ ବିଶିଷ୍ଟି ଦୋମହଲା ଘରର ୧୨ଟି ‌ଘର, ୭୦୦ ସ୍କୋୟାର ଫୁଟ ୫ଟି ଏକ ମହଲା ଘର ସମେତ ୧୫୦ ଫୁଟ ଲମ୍ବର ପଥର ପ୍ରାଚୀର ଡୋଜର ସାହାଯ୍ୟରେ ଭଙ୍ଗାଯାଇଥିଲା ।  ଏଥିସହିତ ମା’ ତାରିଣୀ ମନ୍ଦିର ୮୦ ପ୍ରତିଶତ ଭଙ୍ଗାଯାଇଥିଲା । ମନ୍ଦିର ଉପରେ ବୁଲଡୋଜର ଚଢ଼ାଇବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା । ବିଡିଏ ଏନଫୋର୍ସମେଣ୍ଟ ଅଫିସର ପ୍ରମୋଦ କୁମାର ପାତ୍ର, ଲିଆସନ ଅଫିସର ଶୁଭ୍ରାଂଶୁ ଶେଖର ମହାନ୍ତି, ଜୋନ ୪ ଏସିପି ରାଜତ କୁମାର ରାୟ, ଥାନା ଅଧିକାରୀ ପ୍ରଦୀପ କୁମାର ରାଉତ ପ୍ରମୁଖଙ୍କ ସମେତ ପୂର୍ତ୍ତ ବିଭାଗ ଅଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026
  ଜିଲ୍ଲା  
ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   05-Nov-2026
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ   05-Nov-2026
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026

You Might Also Like