-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||     

HOME   ଜିଲ୍ଲା

ନୂଆ ଓଡ଼ିଶା ଯୁବ ଓଡ଼ିଶା ନବୀନ ଓଡ଼ିଶା

28-Nov-2023



ବୋଡ଼େନ -  (ଡୋଲେସ୍ବର ଵାଗ ) ଓଡ଼ିଶା ସରକାରଙ୍କ ଦ୍ଵାରା ଆୟୋଜିତ ନୂଆ ଓଡ଼ିଶା ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ବିଜୁ ପଟ୍ଟନାୟକ ସ୍ନାତକମହାବିଦ୍ୟାଳୟ ବୋଡ଼େନଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବରେ ଉଦ୍ଘାଟିତ ହୋଇଯାଇଛି  ମହାବିଦ୍ୟାଳୟର ଅଧ୍ୟକ୍ଷ ଅବନୀ କୁମାରଖମାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୁବ ବି ଜେ ଡି ଜିଲ୍ଲା ସାଧାରଣ ସମ୍ପାଦକ ଯୋଗେନ୍ଦ୍ର ନାଥମାଝୀ , ନୋଡାଲ ଅଫିସର ଡଃ କିଶୋର କୁମାର କର୍ଣ୍ଣ ,କ୍ରୀଡା ନୋଡାଲ ଅଫିସର ଅଧ୍ୟାପକ ଗୌରହରି ମେହେର,ସାଂସ୍କୃତିକ ନୋଡାଲ ଅଫିସର ଅତିକ ଅହମ୍ମଦ ଖାନ ମଞ୍ଚାସୀନ ଥିଲେ ।ଏହି ଅବସରରେ କବିତା ଆବୃତ୍ତି ଓ ବତ୍କୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ତଥା ଛାତ୍ର ଛାତ୍ରୀ ସକ୍ରିୟ ଅଂଶ ଗ୍ରହଣ କାର୍ଯ୍ୟକ୍ରମ ସଫଳ ହେବାରେ ଭୂମିକା ନିର୍ବାହ କରିଥିଲେ ।କାର୍ଯ୍ୟକ୍ରମଟିକୁ ଅଧ୍ୟାପକ ସନ୍ତୋଷ କୁମାର ମୁଣ୍ଡ ସଞ୍ଚାଳନ କରିଥିବା ବେଳେ ଅଧ୍ୟାପକ ଡଃ କିଶୋର କୁମାର କର୍ଣ୍ଣ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026
  ଜିଲ୍ଲା  
*ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026

You Might Also Like