-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||     

HOME   ଜିଲ୍ଲା

ରବି ଚାଷ ପାଇଁ ପାଣି ଦାବୀ କରି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ

28-Nov-2023



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା )
ରବି ଚାଷ ପାଇଁ ଚାଷ ଜମିକୁ ପାଣି ଦାବିକରି ଆଜି କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଦଣ୍ଡପାଟ ଅଂଚଳ ର ଡହଗାଁ, ମୂଷାପାଲି, ଡାଲଗୁମା ଓ ତାରାପୁର ପଂଚାୟତ ର ଶହ ଶହ ଚାଷୀ  ଜୁନାଗଡ଼ - ବୋରିଗୁମ୍ମା 26 ନମ୍ବର ଜାତୀୟ ରାଜପଥ କୁ ସକାଳ 10 ଘଣ୍ଟାରୁ ସନ୍ଧ୍ୟା 5 ଘଣ୍ଟା ପର୍ଯ୍ୟନ୍ତ ଅବରୋଧ କରି ପ୍ରତିବାଦ ସଭା କରିଥିଲେ l ବିଗତ ଦିନରେ ଏହି ଅଂଚଳ ର ଚାଷୀମାନେ 
ଚଳିତ ରବିରୁତୁ ରେ ତାଙ୍କ ଜମିକୁ ପାଣି ଦେବା ପାଇଁ କୁସୁମଖୁଣ୍ଟି ନିର୍ବାହୀ ଯନ୍ତ୍ରୀ ଙ୍କୁ ଏକ ଦାବିପତ୍ର ଦେଇଥିଲେ .l  ହେଲେ ଦୀର୍ଘ ସାତ ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀ ମାନଙ୍କ ଦାବୀ ଉପରେ ପ୍ରଶାସନ କିମ୍ବା ବିଭାଗୀୟ ଅଧିକାରୀ ମାନେ କୌଣସି ପଦକ୍ଷେପ ନ ନେବାରୁ ଚାଷୀମାନେ ଏଭଳି ଚରମ ପଦକ୍ଷେପ ନେଇଛନ୍ତି , ରାଜନୈତିକ ଅଭିସନ୍ଧି ହେତୁ ଇନ୍ଦିରାବତୀ ଡ୍ୟାମ ରୁ 40 କିମି ଦୂରତାରେ ଥିବା ଏହି ଅଂଚଳ ର ଚାଷୀ ପାଣି ପାଇ ପାରୁନାହଁ, କିନ୍ତୁ ଏହି ଡ୍ୟାମ ର ପାଣି କଟକ ଭୁବନେଶ୍ୱର ଚାଲି ଯାଉଛି. ତେଣୁ  ଏହାର ପ୍ରତିବାଦ କରି ଚାଷୀ ଆଜି ତାଙ୍କ ଶକ୍ତି ପ୍ରଦର୍ଶନ କରିଥିଲେ., ତେବେ   ଚାଷୀ ଓ ବିଭାଗୀୟ ଅଧିକାରୀ ମାନଙ୍କ ସହିତ ବହୁତ ଆଲୋଚନା ପରେ ନିର୍ବାହୀ ଯନ୍ତ୍ରୀ, ମୁଖ୍ୟ ଯନ୍ତ୍ରୀଙ୍କ ଅନୁମତି କ୍ରମେ ଦାବୀ କରୁଥିବା ଚାଷୀ ମାନଙ୍କ ତିନିହଜାର ହେକ୍ଟର ଚାଷ ଜମିକୁ ଜଳ ଯୋଗାଇ ଦେବାକୁ ଲିଖିତ ପ୍ରତିଶୃତି ଦେଇଥିଲେ ଓ ଆନ୍ଦୋଳନ କୁ ସ୍ଥଗିତ କରିବାକୁ ଅନୁରୋଧ କରିଥିଲେ.! ପରେ ଚାଷୀ ମାନେ ରାଜିହୋଇ ଆନ୍ଦୋଳନ ସମାପ୍ତ କରିଥିଲେ l ଆଜିର ଏହି କାର୍ଯ୍ୟକ୍ରମ ରେ ବିଜେପି ର ବରିଷ୍ଠ ନେତା ଜନାର୍ଦନ ପଣ୍ଡା, କଂଗ୍ରେସ ଦଳର ଦିଗାମ୍ବର ଦୁରିଆ, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୁ ଅଗ୍ରୱାଲ, ଡହଗାଁ ସରପଞ୍ଚ ବ୍ରଜ ନାଏକ, ମୂଷାପାଲି ସରପଞ୍ଚ ଅକ୍ଷୟ ନାଏକ, ଡାଲଗୁମା ସରପଞ୍ଚ  ଯୋଗେନ୍ଦ୍ର ପଟ୍ଟନାୟକ, ଡହଗାଁ ପୂର୍ବତନ ସରପଞ୍ଚ ଦୀପକ ପଣ୍ଡା, ସମିତି ସଭ୍ୟ କଗ୍ରେସ ନେତା ଘନଶ୍ୟାମ ଜାଲ, ମହେନ୍ଦ୍ର ଧରୁଆ, ବଳରାମ ପୂଝରୀ, ତ୍ରିଲୋଚନ ମହାନନ୍ଦ,ଘନଶ୍ୟାମ ନାଏକ,ଆଦି ଥିବାବେଳେ ଆଇନ ଶୃଙ୍ଖଳା ପାଇଁ S D P O ଧର୍ମଗଡ଼ ଧୀରଜ ଚୋପଦାର,କୋକସରା ଓ ଜୟପାଟଣା ଥାନା ଅଧିକାରୀ, ମୋଟେର ଫାଣ୍ଡି ଅଧିକାରୀ ଉପସ୍ଥିତ ଥିଲେ  ଓ ପ୍ରଶାସନ ତରଫରୁ ସହକାରୀ ତହସିଲଦାର କୋକସରା ଉପସ୍ଥିତ ଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026

You Might Also Like