-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||     

HOME   ଜିଲ୍ଲା

ଲକ୍ଷ୍ୟରୁ ଦୂରରେ ଗାଁ କଲ୍ୟାଣ ସମିତି - ସୁଧୁରୁନି ପରିମଳ ବ୍ୟବସ୍ଥା

28-Nov-2023



ବୀରମହାରାଜପୁର, (  ବିନୋଦ ପାଣ୍ଡେ ) : ଗାଁ ପରିବେଶ ସୁସ୍ଥ ରହିଲେ ପଞ୍ଚାୟତ ସୁସ୍ଥ ରହିବ। ପଞ୍ଚାୟତ ସୁସ୍ଥ ରହିଲେ ରାଜ୍ୟ ସୁସ୍ଥ ରହିବ। ଏହି ଲକ୍ଷ୍ୟ ନେଇ ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନର ଗାଁ କଲ୍ୟାଣ ସମିତି ଭଲି ମହତ୍ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଗାଁର ସ୍ବାସ୍ଥ୍ୟ,ପରିମଳ, ଅପପୁଷ୍ଟି, ଶିଶୁ ମୃତ୍ୟୁ ଏବଂ ମାତୃ ମୃତ୍ୟୁହାରରେ ବ୍ରେକ ଲଗାଇବା ଯୋଜନାର ମୁଖ୍ୟ ଲକ୍ଷ୍ୟ। କିନ୍ତୁ ସଚେତନତା ଅଭାବରୁ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ରେ ଗାଁ କଲ୍ୟାଣ ସମିତି ଲକ୍ଷ୍ୟ ଠାରୁ ଦୂରେଇ ଯାଇଛି। ଗାଁ କଲ୍ୟାଣ ପାଇଁ ଗଠନ ହୋଇଥିବା ସମିତି ନିଜର ନୈତିକ ଦାଇତ୍ୱକୁ ସଠିକ ଢଙ୍ଗରେ କାର୍ଯ୍ୟ କରିବାରେ ବିଫଳ ହୋଇଛି। ଏପରି ସ୍ଥିତିରେ ଏହି ପାଣ୍ଠି କେଉଁ କାମରେ ଲାଗୁଛି ତା'ର ସବିଶେଷ ଯାଞ୍ଚ ହେବା ଆବଶ୍ୟକ।୨୦୦୯-୧୦ ରେ ଗାଁ କଲ୍ୟାଣ ସମିତି ଯୋଜନା କାର୍ଯ୍ୟକାରୀ ହୋଇଥିଲା। ପ୍ରତ୍ୟେକ ରାଜସ୍ବ ଗ୍ରାମକୁ ନେଇ ଗୋଟିଏ ଗାଁ କଲ୍ୟାଣ ସମିତି ଗଠନ କରାଗଲା। ଏଥିପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୧୦ ହଜାର ଟଙ୍କା ଅନୁଦାନ ପ୍ରଦାନ କରାଗଲା। ବୀରମହାରାଜପୁର ବ୍ଲକ ରେ ପ୍ରତ୍ୟେକ ଗ୍ରାମରେ ଉକ୍ତ ଯୋଜନା କାର୍ଯ୍ୟକାରୀ ହେଉଛି। ଗାଁର ସ୍ବାସ୍ଥ୍ୟ, ପରିମଳ, ଅପପୁଷ୍ଟି, ଶିଶୁ ଏବଂ ମାତୃ ମୃତ୍ୟୁହାର ହ୍ରାସ ଦିଗରେ ସମିତିକୁ ସଚେତନତା ପରେ ମଧ୍ୟ ଏହା ଲକ୍ଷ୍ୟ ଠାରୁ ଦୂରେଇ ଯାଉଥିବା ଲକ୍ଷ୍ୟ କରାଯାଉଛି। ଫଳରେ ବର୍ଷା ଦିନ ପୂର୍ବରୁ ଗ୍ରାମର ଅସ୍ୱାସ୍ଥ୍ୟକର ପରିବେଶ ସୁଧାର ଆସୁନଥିବା ଦେଖିବାକୁ ମିଳିଛି। ୱ।ର୍ଡସଭ୍ୟ ଙ୍କୁ ସମିତିର ସଭାପତି ଏବଂ ଅଙ୍ଗନୱାଡ଼ି କର୍ମୀ ଙ୍କୁ ସମ୍ପାଦକ ଦାୟିତ୍ବ ହସ୍ତାନ୍ତର କରାଯାଇଛି। ‌ ଗାଁର ସ୍ବାସ୍ଥ୍ୟ ପ୍ଲାନ, ରୋଗୀଙ୍କୁ ମେଡିକାଲ ପହଞ୍ଚାଇବା , ଜରୁରୀ ସ୍ବାସ୍ଥ୍ୟ ସେବା, ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନିଶ୍ଚିତ କରିବା ଦିଗରେ କମିଟି ପକ୍ଷରୁ ବ୍ୟାପକ ସଚେତନତା କରାଯିବାକୁ ଲକ୍ଷ୍ୟ ରହିଛି। ପ୍ରତିମାସରେ ବୈଠକ ରହିଥିବା ବେଳେ କେବଳ କାଗଜ ପତ୍ରରେ ଚାଲିଛି କିନ୍ତୁ କୌଣସି ବୈଠକ  ନ ବସି ସବୁ ଆତ୍ମସାତ କରିବାରେ ବ୍ୟସ୍ତ ରହନ୍ତି ହେଲେ ପ୍ରଶାସନ କିଛି ଯାଏ


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026

You Might Also Like