-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||     

HOME   ଜିଲ୍ଲା

ଟିକ୍ରାପଡା ଅହୋରାତ୍ର ନାମଯଜ୍ଞର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଓ ବିଶ୍ୱ ଶାନ୍ତି ମହାଯଜ୍ଞ ଉଦଯାପିତ

28-Nov-2023



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଟିକ୍ରାପଡା ଠାରେ ଆୟୋଜିତ ହେଉଥିବା ବିଶ୍ୱ ଶାନ୍ତି ମହାଯଜ୍ଞ ଓ ୫୦ ତମ ନାମଯଜ୍ଞ ଉଦଯାପିତ ହୋଇଯାଇଛି l ପଞ୍ଚମ ଦିନ ଯଂଜ୍ଞ କର୍ତ୍ତା ଦାୟିତ୍ୱ ମୁଖ୍ୟକର୍ତ୍ତାଙ୍କ ସହ ରାଜେନ୍ଦ୍ର ମିଶ୍ର, ସମ୍ବିତ ପଣ୍ଡା, ସୁବାଷ ସା, ମହେନ୍ଦ୍ର ବାଗ, ଶିବ ପ୍ରସାଦ ସାହୁ, ସୁଧାଂଶୁ ଶେଖର ଦେଓ, ସନ୍ତୋଷ ପ୍ରଧାନ ପ୍ରମୁଖ ସମସ୍ତେ ତାଙ୍କ ଧର୍ମପତ୍ନୀଙ୍କ ସହ ତୁଲାଇଥିଲେ l ନାମଯଜ୍ଞରେ ସୁଦୂର କଳାହାଣ୍ଡି, ବରଗଡ଼, ସୋନପୁରରୁ ବିଭିନ୍ନ କୀର୍ତ୍ତନ୍ୟ ଗୁରୁ ପ୍ରଭୁଙ୍କର ନାମ ନେଇଥିଲେ l କମିଟି ତରଫରୁ ଆୟୋଜିତ ବେଦ ଓ ଗୀତା ଉଚ୍ଚାରଣ ହୁଳହୁଳି, ଶଙ୍ଖ, ରଙ୍ଗୋଲି ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା l ସନ୍ଧ୍ୟା ପ୍ରହର ଭୋଗରେ ପଡ଼ାର

ମହିଳା ମାନଙ୍କ ଦ୍ୱାରା ତିଆରି କରାଯାଇଥିବା ଛପନ ଭୋଗ ବେଶ ଆକର୍ଷଣୀୟ ହୋଇଥିଲା l ସନ୍ଧ୍ୟା କାର୍ଯ୍ୟକ୍ରମରେ ବିଶିଷ୍ଠ ଜୀର୍ତ୍ତନ ଗାୟିକା ଦେବକୀ ସାହୁ ମଞ୍ଚରେ କୀର୍ତନ୍ୟ ପରିବେଷଣ କରିଥିଲେ l ସଭାରେ ଅତିଥି ରୂପେ ଲୋଇସିଂହା ବିଧାୟକ ମୁକେଶ ମହାଳିଙ୍ଗ, ଯୁବ ନେତା ଅର୍କେଶ ନାରାୟଣ ସିଂହଦେଓ ଓ ଗୋପାଳଜୀ ପାଣିଗ୍ରାହୀ ଯୋଗ ଦେଇଥିଲେ l ସଭାରେ ପୂର୍ବତନ ନଗରପାଳ ପ୍ରଦୀପ ସାହୁ ସଭାପତିତ୍ୱ କରିଥିଲେ l ଆୟୋଜକ କମିଟି ସଭାପତି ପ୍ରକାଶ କୁମାର ନେପାକ, ସଂପାଦକ ଅଙ୍କୁଶ ହୋତା, ବରିଷ୍ଠ ଉପଦେଷ୍ଟା ଭଗବାନ ବଗର୍ତି, ମହିଳା କମିଟି ସଭାନେତ୍ରୀ ବନେଶ୍ୱରୀ ବେହେରା ଓ ସମ୍ପାଦିକା ଲିନା ମହାନ୍ତି, ସଭ୍ୟ ସୁବାଷ ସା, ପ୍ରମୁଖ ବକ୍ତବ୍ୟ ରଖିଥିଲେ l ଗୁରୁଶ୍ରୀ ଘାସିରାମ ମିଶ୍ର ଓ ନାଟ୍ୟ ଭୂଷଣ ଜଗଦାନନ୍ଦ ଛୁରିଆ ଙ୍କୁ କମିଟି ତରଫରୁ ମାନପତ୍ର ଓ ଉପଢୌକନ ଦେଇ ସ୍ୱତନ୍ତ୍ର ସମ୍ମାନ ପ୍ରଦାନ କରାଯାଇଥିଲା l ସ୍ବର୍ଗତ ପ୍ରତିଷ୍ଠାତା ସଭ୍ୟ ଓ ଅନ୍ୟ ପ୍ରତିଷ୍ଠାତା ସଭ୍ୟ ମାନଙ୍କ ସହ ସହଯୋଗୀତା ପାଇଁ ମଧୁସୂଦନ ନାୟକଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା l ସଭାପତି ପ୍ରକାଶ ନେପାକ ଧନ୍ୟବାଦ ଅର୍ପଣ କରିଥିଲେ l ବିଶ୍ୱଶାନ୍ତି ମହାଯଜ୍ଞର ଉଦଯାପନୀ ଉତ୍ସବ ୨୭.୧୧.୨୩ ସକାଳ ୧୦ ଘଣ୍ଟା ସମୟରେ ସମସ୍ତ ଯଜ୍ଞକର୍ତ୍ତାଙ୍କ ଦ୍ୱାରା ହୋମ କାର୍ଯ୍ୟ ସରିବା ପରେ ପୂର୍ଣ୍ଣାହୁତି ହୋଇଥିବା ବେଳେ ଦିବା ୧୧ ଘଣ୍ଟାରେ ଅଙ୍କୁଶ ହୋତା ଓ ସାଗରୀକାଙ୍କ ଦ୍ୱାରା ହୋମକାର୍ଯ୍ୟ ସମାପନ କରି ନାମଯଜ୍ଞ ମଧ୍ୟ ଉଦଯାପିତ ହୋଇଥିଲା l ମହାଯଂଜ୍ଞ ଓ ନାମଯଜ୍ଞର ନଗର କୀର୍ତନ୍ୟରେ

ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଯୋଗଦାନ କରିଥିଲେ l ସମସ୍ତ କମିଟି ସଭ୍ୟ ସଭ୍ୟା ଓ ପଡ଼ାବାସୀ ଏକ ଆକର୍ଷଣୀୟ ଶୋଭାଯାତ୍ରାରେ ସାମିଲ ହୋଉ ନଗର ପରିକ୍ରମା ସହ ରାଧା ମାଧବଙ୍କୁ ରାଧାକୃଷ୍ଣ ମନ୍ଦିରରେ ପୁଣି ବିରାଜମାନ କରାଇଥିଲେ l  ଏହି ମହାଯଜ୍ଞ ଓ ନାନାଯଜ୍ଞ ର ସୁବର୍ଣ୍ଣ ଜୟନ୍ତି ସମାରୋହ ସଫଳତା ସହ ସମାପନ ହୋଇଥିବାରୁ କମିଟିର ସଭାପତି ପ୍ରକାଶ କୁମାର ନେପାକ ସମସ୍ତଙ୍କର ସହଯୋଗ ପାଇଁ ଧନ୍ୟବାଦ ଅର୍ପଣ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026

You Might Also Like