-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

କେସିଙ୍ଗା ବ୍ଲକ ରେ ଭିନ୍ନକ୍ଷମ ଭୀମଭୋଇ ସାମର୍ଥ୍ୟ ଶିବିର ଶିବିର ଅନୁଷ୍ଠିତ

29-Nov-2023



କେସିଙ୍ଗା(କେଶବ ମେହେର)
କେସିଙ୍ଗା ବ୍ଲକସ୍ଥିତ ପଞ୍ଚାୟତ ସମିତି    ସଭାଗୃହ ରେ କେସିଙ୍ଗା ବିଡ଼ିଓ ଙ୍କ  ଅଧ୍ୟକ୍ଷତାରେ ଭିନ୍ନକ୍ଷମ ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ  ବିଡ଼ିଓ ପଦ୍ମନାଭ ପୁରୋହିତ,ପଞ୍ଚାୟତ ସମିତି ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତି,ଙ୍କ   ସମେତ ଜିଲ୍ଲା ଡି ଏସ ଏସ ଓ, ଏବଂ ସ୍ୱାସ୍ଥ୍ୟ ବିଭାଗ ର କର୍ମଚାରୀ ସମସ୍ତ   ବ୍ଲକ କର୍ମଚାରୀ  ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ 108ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ 79ଟି ଭିନ୍ନକ୍ଷମ ସାର୍ଟିଫିକେଟ ସମସ୍ୟା ବସ ପାସ 29ଟି, ଟ୍ରେନ ପାସ 16ଟି ଭିନ୍ନକ୍ଷମ ଚୌକି 3ଟି, ତିନି ଚକିଆ ସାଇକେଲ ସମସ୍ୟା ସମ୍ମିଳିତ ଥିଲା। ସେଥି ମଧ୍ୟରୁ ଅନେକ ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ଏଥିରେ କେସିଙ୍ଗା ବ୍ଲକ ର ଛବିଶ ଗୋଟି ପଞ୍ଚାୟତ ରୁ ଅନେକ ଭିନ୍ନକ୍ଷମ ବୃଦ୍ଧବୃଦ୍ଧା ଶିଶୁ ଉପସ୍ଥିତ ଥିଲେ | ସେହିପରି ଭିନ୍ନକ୍ଷମ ବିଭାଗ ର କର୍ମକର୍ତ୍ତା ଶିବିର ରେ ଉପସ୍ଥିତ ଥିବା ଜନସାଧାରଣ ଙ୍କୁ ପୂର୍ଣ୍ଣ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026

You Might Also Like