-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||     

HOME   ରାଜ୍ୟ

ଧାନମଣ୍ଡିରେ କଟ୍‌ନି ଛଟ୍‌ନି ଓ ଟୋକନ ବ୍ୟବସ୍ଥା ଉଚ୍ଛେଦ ଦାବି, ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ବଲାଙ୍ଗୀର ଉପଜିଲ୍ଲାପାଳଙ୍କୁ ଦାବିପତ୍ର

29-Nov-2023



ବଲାଙ୍ଗୀର(ପ୍ରେରଣା ଖବର)-କୃଷକର ଆୟକୁ ଦ୍ୱିଗୁଣିତ କରିବା ପାଇଁ କେନ୍ଦ୍ରରେ ନେତୃତ୍ୱାଧୀନ ବିଜେପି ସରକାର ନାନା ଯୋଜନା କରୁଛନ୍ତି କିନ୍ତୁ ରାଜ୍ୟ ସରକାରଙ୍କ ଅପାରଗତା ଯୋଗୁଁ ତାହା ଚାଷୀ ମାନଙ୍କ କୌଣସି କାମରେ ଆସୁ ନାହିଁ ବୋଲି ବିଜେପି କୃଷକ ମୋର୍ଚ୍ଚା ଅଭିଯୋଗ କରିଛି । ରାଜ୍ୟ ସରକାର ସେପ୍ଟେମ୍ବର ୧ ତାରିଖ ଧାନ ମଣ୍ଡି ଖୋଲିବା ପାଇଁ କହିଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ମଣ୍ଡି ଖୋଲି ପାରି ନାହିଁ । ତେଣୁ ରାଜ୍ୟ ସରକାର ଅତିଶୀଘ୍ର ରାଜ୍ୟର ସମସ୍ତ ଧାନମଣ୍ଡି ଖୋଲିବାକୁ ବିଜେପି କୃଷକ ମୋର୍ଚ୍ଚା ବଲାଙ୍ଗୀର ଶାଖା ପକ୍ଷରୁ ଦାବି କରାଯାଇଛି । ଆଜି କୃଷକମୋର୍ଚ୍ଚା ପକ୍ଷରୁ ଏକ ୫ ଦଫା ଦାବିପତ୍ର ବଲାଙ୍ଗୀର ଉପଜିଲ୍ଲାପାଳଙ୍କ ଜରିଆରେ ଓଡ଼ିଶା

ମହାମହିମ ରାଜ୍ୟପାଳଙ୍କୁ ପ୍ରଦାନ କରାଯାଇଛି । ରାଜ୍ୟ କୃଷକ ମୋର୍ଚ୍ଚା ବଲାଙ୍ଗୀର ଶାଖାର କାର୍ଯ୍ୟକାରୀ ସଦସ୍ୟ ରଘୁନାଥ ସାହୁ ଓ ନାରାୟଣ ନାଥଙ୍କ ନେତୃତ୍ୱରେ ଶତାଧିକ ଚାଷୀ ଓ ବିଜେପି କର୍ମକର୍ତ୍ତା ମାନେ ଉପଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଜିଲ୍ଲାରେ ସବୁ ଦିନ ପାଇଁ ଧାନମଣ୍ଡି ଖୋଲା ଯିବା, ଧାନ କିଣାବିକାରେ କଟ୍‌ନି ଛଟ୍‌ନି ବନ୍ଦ କରିବା ସହ ଟୋକନ୍ ବ୍ୟବସ୍ଥାକୁ ଉଛେଦ କରିବ, ଧାନ ମଣ୍ଡି ଗୁଡିକରେ ମିଲର୍ ମାନଙ୍କ ଦାଦାଗିରି ବନ୍ଦ କରିବା ଆଦି ଦାବି ପୂରଣ କରିବା ଦିଗରେ

ରାଜ୍ୟ ସରକାର ପଦେକ୍ଷପ ଗ୍ରହଣ କରିବାକୁ ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ଦାବି କରାଯାଇଛି । ଆଜିର ଦାବିପତ୍ର ପ୍ରଦାନ ସମୟରେ ବରିଷ୍ଠ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ, ପ୍ରମୋଦ ସାହୁ, ମନମୋହନ ରାଉତ, ରାଜକିଶୋର ନାଏକ, ଦସମୁ ସୁନା, ଜଗଦିଶ ଉଦ୍‌ଗାତା, ଅନୁରାଗୀ ନାହାକ, ମହେନ୍ଦ୍ର ସାହୁ, ଦେବବ୍ରତ ବିଶ୍ୱାଲ, ମହାଦେବ ସାହୁ, ବନମାଲି ସାହୁ, ସୀତାରାମ ପ୍ର୍‌ଧାନ, ,ଲୋଚନ ବିଶ୍ୱାଲ, ଯୁବରାଜ ପ୍ରଧାନ, ଗୌର ବିଶ୍ୱାଲ, ପୀତାମ୍ବର ଖମାରୀ, ଦୀନେଶ ସର୍ମା ଓ ସାନନ୍ଦ କାଲସାଏ ପ୍ରମୁଖ ଉପସ୍ଥିତ ରହି ଏହି ଦାବି ପ୍ରତି ସରକାର ଅଣଦେଖା କଲେ ଆଗକୁ ଆନ୍ଦୋଳନ ଭୟାବହ ହେବ ବୋଲି ଚେତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026

You Might Also Like