-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||     

HOME   ଜିଲ୍ଲା

ଆସନ୍ତା ୧ ତାରିଖ ରୁ ୭ ତାରିଖ ଯାଏ ଦୁର୍ଘଟଣା ଜନିତ ମୃତ୍ୟୁ ଶୂନ୍ୟ ସପ୍ତାହ ପାଳନ

29-Nov-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ପରିବହନ ସଚିବ, ଭୁବନେଶ୍ୱର, ଓଡିଶାଙ୍କ ପତ୍ର ସଂଖ୍ୟା ୧୩୫୩୧ , ତା ୨୨.୧୧.୨୦୧୩ ରିଖ ସମଗ୍ର ରାଜ୍ୟ ତଥା ଆମ ଜିଲ୍ଲା ସୁବର୍ଣ୍ଣପୁର ରେ ଆସନ୍ତା ଡ଼ିସେମ୍ବର ମାସ ୧ ତାରିଖ ଠାରୁ ୭ ତାରିଖ ପର୍ଯ୍ୟନ୍ତ ସପ୍ତାହବ୍ୟାପି ଜିଲ୍ଲା ରେ ଦୁର୍ଘଟଣା ଜନିତ ଶୂନ୍ୟମୃତ୍ୟୁ ସପ୍ତାହ ପାଳନ କରାଯିବ l ଏହି ଅବସରରେ ଜିଲ୍ଲା ର ସମସ୍ତ ବୁଦ୍ଧିଜୀବୀ ଓ ଜନସାଧାରଣଙ୍କୁ ଜିଲ୍ଲାପ୍ରଶାସନ ତଥା ପରିବହନ ବିଭାଗ ତରଫରୁ ଗାଡି ଚାଳନା ସମୟରେ ସଡକ ସୁରକ୍ଷା ନିମନ୍ତେ ବ୍ୟବସ୍ଥିତ ନିୟମର ନିଶ୍ଚିତ ପାଳନ କରିବାକୁ ପ୍ରଶାସନ ତରଫରୁ ନିବେଦନ କରାଯାଉଛି l ସୂଚନା ମୁତାବକ ସମଗ୍ର ଦେଶରେ ବାର୍ଷିକ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ୧.୫୦ ଲକ୍ଷ ଥିବା ବେଳେ ଆମ ରାଜ୍ୟ ଓଡିଶାରେ ବର୍ଷ କୁ ୫୦୦୦ ଲୋକଙ୍କର  ପ୍ରାଣହାନୀ ଘଟୁଛି। ଏହି ମୃତ୍ୟୁହାରକୁ କିପରି ହ୍ରାସ କରାଯାଇ ପାଇବ ତାହା ସମସ୍ତଙ୍କ ପାଇଁ ଚିନ୍ତା ଓ ଉଦବେଗ ବିଷୟ ହୋଇଛି । ଗତ ଏପ୍ରିଲ ୧ ତାରିଖ ଠାରୁ ୭ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ସରକାର ବିଭିନ୍ନ ବିଭାଗ ମାଧ୍ୟମରେ କାର୍ଯ୍ୟକାରୀ କରି ମୃତ୍ୟୁହାର ୪୦% ରୁ ୨୮.୬% କୁ ହ୍ରାସ କରିବାରେ ସଫଳ ହୋଇଛନ୍ତି l 
ଏଣୁ ସମସ୍ତ ଜନସାଧାରଣ,ଗାଡି ମାଲିକ ଓ ଅନ୍ୟାନ୍ୟ ସ୍ବେଛାସେବୀ ଅନୁଷ୍ଠାନଙ୍କୁ ଗାଡି ଚଳା ଚଳ ସମୟରେ ନିୟମର କଡାକଡି ଅନୁପାଳନ ପୂର୍ବକ ଦୁଇ ଚକିଆ ଗାଡି ଚଲେଇବା ବେଳେ ନିଶ୍ଚିତ ହେଲମେଟ ପରିଧାନ ସହ  ବିନା ଡ୍ରାଇଭିଂ ଲାଇସେନ୍ସ ରେ ଗାଡି ନ ଚଲାଇବାକୁ ପରାମର୍ଶ ଦିଆଯାଇଛି ନଚେତ ଧରା ପଡିଲେ ୫୦୦୦/- ଟଙ୍କା ଜରିମାନା ଆଦାୟ କରାଯିବ।ସେହିପରି ମଦ୍ୟପାନ ବା ନିଶାସକ୍ତ ଅବସ୍ଥାରେ ଗାଡି ନ ଚଲାଇବାକୁ ଅନୁରୋଧ କରାଯାଇଥିବା ବେଳେ ନିଶାସକ୍ତ ଗାଡିଚାଳନରେ ଧରା ପଡିଲେ ୧୦,୦୦୦/- ଟଙ୍କା ଜରିମାନା ଆଦାୟ କରାଯିବ। ପୁନଶ୍ଚ ମାଲବାହି ଗାଡି ରେ କୌଣସି ଯାତ୍ରୀଙ୍କୁ ନେଇ ଯାତ୍ରା ନ କରିବା, ଗାଡି ଚାଳନା ସମୟରେ ମୋବାଇଲ ଫୋନ ବ୍ୟବହାର ନ କରିବା, ଗାଡ଼ିରେ ଧାର୍ଯ୍ୟ ଓଜନ ଠାରୁ ଅତ୍ୟଧିକ ମାଲ ପରିବହନ ନ କରିବା, ଭାରୀ ଓ ହାଲୁକା ଯାନ ଚଲେଇବା ବେଳେ ସିଟ ବେଲ୍ଟ ବ୍ୟବହାରକୁ ନିଶ୍ଚିତ କରିବା ସହିତ ଧାର୍ଯ୍ୟ ବେଗଠାରୁ ଅଧିକ ବେଗରେ ଗାଡି ନ ଚଳାଇବା,ଭୁଲ ଜାଗା ରେ ଗାଡି ପାର୍କିଙ୍ଗ ନ କରିବା କୁ ବାରଣ କରାଯାଇଛି l ଦୁଇ ଚକିଆ ଯାନରେ ଦୁଇ ଜଣ ରୁ ଅଧିକ ବସିବା ବାରଣ ରହିଥିବା ବେଳେ ଉଭୟ ଚାଳକ ଏବଂ ଆରୋହୀ ହେଲମେଟ ପରିଧାନ କରିବାକୁ ପରାମର୍ଶ ଦିଆଯାଇଛି l ସମସ୍ତ ଅଭିଭାବକ ମାନଙ୍କୁ ନିବେଦନ

କରାଯାଉଛି ଯେ,  ୧୮ ବର୍ଷ ରୁ କମ ବୟସର ପୁଅ ଓ ଝିଅ ମାନଙ୍କୁ ସ୍କୁଲ ଓ କଲେଜ ଯିବା ସମୟରେ ଗାଡି ଚଲେଇବା ପାଇଁ ଅନୁମତି ଦିଅନ୍ତୁ ନାହିଁ ନଚେତ ଜୁଭେନାଇଲ ନିୟମ ଅନୁଯାୟୀ ୨୫୦୦୦/- ଟଙ୍କା ଜୋରିମାନା ଓ ଗାଡି ଅଟକ ରଖିବା ସଙ୍ଗେ ଅଭିଭାବକ ମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ  କରାଯିବ । ଉପରୋକ୍ତ ସମସ୍ତ ନିୟମ କୁ କଡାକଡି ଭାବରେ  ପାଳନକରି ଆମ ଜିଲ୍ଲା ପାଇଁ ଏକ ସୁସ୍ଥ ସମାଜ ଗଠନ କରିବାରେ ନିଶ୍ଚିତ ସହାୟକ ହେବା ସଂଗେ ଅନେକ ଅମୁଲ୍ୟ ଜୀବନକୁ ରକ୍ଷାକରି ଦୁର୍ଘଟଣା ଜନିତ ମୃତ୍ୟୁ ଶୂନ୍ୟ  ସପ୍ତାହ ପାଳନକୁ ସଫଳ କରିବାକୁ ଜିଲ୍ଲାପାଳ ତଥା ଆଞ୍ଚଳିକ ପରିବହନ ପ୍ରାଧିକରଣ, ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ସମସ୍ତ ଜନସାଧାରଣଙ୍କୁ ନିବେଦନ କରିଛନ୍ତି                                                  l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026

You Might Also Like