-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ବିକଶିତ ଭାରତର ସଂକଳ୍ପ ଯାତ୍ରା ରଥ ଶୁଭାରମ୍ଭ

29-Nov-2023



ବଲାଙ୍ଗିର, (ପ୍ରେରଣା ଖବର ), ୨୯ /୧୧ : ଆଜି ଜିଲ୍ଲାପାଳ ଶ୍ରୀ ଚଞ୍ଚଲ ରାଣା ବିକଶିତ ଭାରତର ସଂକଳ୍ପ ଯାତ୍ରା ରଥ ଶୁଭାରମ୍ଭ କରିଛନ୍ତି | ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସଂଶାଧନ କେନ୍ଦ୍ରରେ ରଥର ନୋଡାଲ ଅଫିସର ଜିଲ୍ଲାପରିଷଦ ମୁଖ୍ୟ ଉନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ସୁଶାନ୍ତ ସିଂ ଙ୍କ ସହ ସବୁଜ ପତାକା ଦେଖେଇ ଏହି ରଥ କୁ ଉଦଘାଟନ କରିଥିଲେ |

ବିକଶିତ ଭାରତର ସଂକଳ୍ପ ପାଠ କରିବା ସହ ଭାରତକୁ ୨୦୪୭ସୁଧା ବିକଶିତ ଏବଂ ଆତ୍ମନିର୍ଭର କରିବାକୁ ଶପଥ ପାଠ କରେଇଥିଲେ | ଭାରତର ଏକତାକୁ ସୁଦୃଢ କରେଇବା ସହ କିପରି ଉତ୍ତମ ନାଗରିକ ହେଇପାରିବେ ସେ ବିଷୟରେ ସମସ୍ତେ ସଂକଳ୍ପ ନେଇଥିଲେ | 

ଏହି ଗାଡି ଦିନକୁ ୩ଟି ଗ୍ରାମପଞ୍ଚାୟତ ବୁଲିବାସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନୟନ ମୂଳକ ଯୋଜନା ଲୋକୋଙ୍କ ପାଖକୁ ପହଞ୍ଚେଇବ | ରଥ ଉଦଘାଟନ ଉପଲକ୍ଷେ କୃଷି, ସଞ୍ଚୟ, ବ୍ୟାଙ୍କସେବା , ଉଜ୍ଜ୍ଵଳା ଗ୍ୟାସ,ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା, ସ୍ଵଚ୍ଚ ଭାରତ ମିସନ,ସ୍ୱାସ୍ଥ୍ୟ ସେବା ଆଦି ବିଷୟରେ ଯୋଜନା ସମ୍ବର୍ଦ୍ଧିତ ଭିଡିଓ ବାର୍ତ୍ତା ପ୍ରଦର୍ଶିତ କରାଯାଇଥିଲା | ଉଦଘାଟନ ଉତ୍ସବରେ ଏପିଡି ତରଣୀ ସୁନା, ଅରମାସ ସିଇଓ କମଲେନ୍ଦୁ ପାଲ,ବଲାଙ୍ଗିର ବିଡିଓ ଶରତ ଶେଠୀ ପ୍ରମୁଖ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026

You Might Also Like