-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||     

HOME   ଜିଲ୍ଲା

ନର୍ଲା ପ୍ରେସ ଆସୋସିଏସନ୍ ର ମହା ପ୍ରଭାବ ଚଳଚଞ୍ଚଳ ପ୍ରଶାସନ ରାସ୍ତା କାର୍ଯ୍ୟ ତ୍ବରାନ୍ବିତ

29-Nov-2023



ରୁପ୍ରାରୋଡ (ସଞ୍ଜିବ ଦାସ )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଛତିକୁଡ଼ା ଠାରୁ ନର୍ଲା ମ.ରାମପୁର କୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ 6A ରାଜ୍ୟ ରାଜପଥ ପ୍ରଶସ୍ତିକରଣ କାର୍ଯ୍ୟ ଟେଣ୍ଡର ସରିବା ପରେ ଦୁଇ ବର୍ଷ କାଳ ପଡ଼ିରହିଥିଲା ତାର ପ୍ରତିବାଦ ସ୍ବରୂପ ନର୍ଲା ସାମ୍ବାଦିକ ସଂଘ ଅକ୍ଟୋବର ମାସ ୧୬ ତାରିଖ ବ୍ଲକ ଓ ଜିଲ୍ଲା ପ୍ରଶାସନ କୁ ଲିଖିତ ଅବଗତ କରାଇଥିଲେ ଏବଂ ଏହାର ପ୍ରତିବାଦ ନଭେମ୍ବର ୨ ତାରିଖ ଏକ ବିଶାଳ ଶୋଭାଯାତ୍ରା ରେ ବାହାରି ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଧେଶ୍ୟରେ ୧୨ ଦଫା ଦାବି ପତ୍ର ନର୍ଲା ବିଡ଼ିଓ ଙ୍କୁ ପ୍ରଦାନ କରିଥିଲେ ଏବଂ ଦାବି ଗୁଡ଼ିକୁ କାର୍ଯ୍ୟକାରୀ କରିବା ପାଇଁ ଚଳିତ ମାସ ସଂଘର ସଭାପତି ଦୀପକ କୁମାର ସାହୁ, ଉପ ସଭାପତି ଚିନ୍ତାମଣି ନାଏକ, ସମ୍ପାଦକ ସନ୍ତୋଷ ପାତ୍ର , ବରିଷ୍ଠ ସଦସ୍ୟ ଡୋଲାମଣୀ ସାହୁ ,ଗୁପ୍ତେଶ୍ୱର ହାତୀ, ଙ୍କ ସମେତ ସମସ୍ତ ସଦସ୍ୟ ମାନେ ଜିଲ୍ଲାପାଳ କଳାହାଣ୍ଡି ପି. ଅନ୍ୱେଷା ରେଡ୍ଡୀ ଙ୍କୁ ଭେଟି ଲିଖିତ ଜଣାଇଥିଲେ

 ତତ୍ ସଂଗେସଂଗେ ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ,ଜିଲ୍ଲା ବନାଧିକାରୀ , OFDC ର DM ଏବଂ ଉପ ଜିଲ୍ଲାପାଳ ଭବାନୀପାଟଣା ଙ୍କୁ ବାରମ୍ବାର ଭେଟି କାର୍ଯ୍ୟର ତ୍ୱରାନ୍ୱିତ ପାଇଁ ଅବଗତ କରାଇବା ଫଳରେ ସଂପୃକ୍ତ କାର୍ଯ୍ୟରେ ଜଡ଼ିତ ଥିବା ବିଭାଗୀୟ ଅଧିକାରୀ ମାନେ ଚଳଚଞ୍ଚଳ ହୋଇ କାର୍ଯ୍ୟ ଆରମ୍ଭ କରିଥିବା ଦେଖିବାକୁ ମିଳୁଛି ଏବଂ ପୂର୍ତ୍ତ ବିଭାଗ ପକ୍ଷରୁ ପତ୍ରସଂଖ୍ୟା ୮୦୭୩ ରେ ଏକ ପତ୍ର ନର୍ଲା ତହସିଲଦାର ଙ୍କୁ ଲେଖା ଦେଇଥିବା ବେଳେ ଅନ୍ୟ ଏକ ପତ୍ର ସଂଖ୍ୟା ୧୩୬୬୧ ତା.୦୭.୧୧.୨୩ ରିଖ OFDC ଅଧିକାରୀ ଙ୍କୁ ମୋଟ ୬୬୭ ଗୋଟି ଗଛ କାଟିବା ପାଇଁ ୫୬ ଲକ୍ଷ ୪୨ ହଜାର ୪ ଟଙ୍କା ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ସୂଚନା ମିଳିଛିଏବଂ ଗଛକଟା କାର୍ଯ୍ୟ ଆଜି ଛତି କୁଡ଼ା ଠାରୁ ଆରମ୍ଭ ହୋଇଛି ଏଭଳି ନର୍ଲା ପ୍ରେସ ଆସୋସିଏସନ୍ ର ଜନ ମଙ୍ଗଳ କାର୍ଯ୍ୟ ପାଇଁ ସଂଘ ତଥା ସଂଘର ସମସ୍ତ ସଦସ୍ୟ ମାନଙ୍କୁ ସମାଜ ସେବୀ ତଥା ଚାଷୀ ନେତା କୁମୁଦ ନାଏକ, ଆଦିବାସୀ ନେତା ରଣଜିତ୍ ମାଝୀ , କୃଷକ ସଙ୍ଗଠନ ର ଦୁର୍ଯ୍ୟୋଧନ କୁମାର , ଘଣ୍ଟମାଲ ସରପଞ୍ଚ ଦେବେନ୍ଦ୍ର ସା , ନର୍ଲା ଅଞ୍ଚଳର ଡ୍ରାଇଭର ସଂଘ, କିନ୍ନର ସଂଘ ଙ୍କ ସମେତ ଅଞ୍ଚଳର ଅନେକ ବୁଦ୍ଧିଜୀବୀ ମାନ୍ୟଗଣ୍ୟ ବ୍ୟକ୍ତି ସାଧୁବାଦ୍ ଜଣାଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026

You Might Also Like

                           
  ଜିଲ୍ଲା  

ଖବର ଆଜିର