-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||     

HOME   ଜିଲ୍ଲା

ଜାତୀୟ ତାଇକଣ୍ଡୋ ପାଇଁ ଅସୀମ ଓ ସlନଭିଙ୍କ ଡେରାଡୁନ ଗସ୍ତ

29-Nov-2023



ବଲାଙ୍ଗିର ( ପ୍ରେରଣା ଖବର ): ବଲାଙ୍ଗିର ଜିଲ୍ଲା ତାଇକଣ୍ଡୋ ସଂଘ ସାଧlରଣ ସମ୍ପାଦକ ତଥା କୋଚ ଅସୀମ କୁମାର୍ ଭୋଇଙ୍କ ସହ ସlନଭି  ପଧାନ ଆଜି ଡେରାଡୁନ ଅଭିମୁଖେ ଯାତ୍ରା କରିଛନ୍ତି l ପୁରୀ ଠାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ସବ୍ ଜୁନିୟର ତାଇକଣ୍ଡୋ ପ୍ରତିଯୋଗିତା ରେ ବଲାଙ୍ଗିର ର ସlନଭି ପଧାନ ସ୍ବର୍ଣ୍ଣ ପଦକ ହାସଲ କରୀ ଜାତୀୟ ସ୍ତରୀୟ ପ୍ରତିଯୋଗିତା ରେ ଭାଗ ନେବାପାଇଁ ମନୋନିତ ହୋଇଛନ୍ତି l ଆସନ୍ତା ଡିସେମ୍ବର୍ ୧ଋ ୩ ତାରିଖ ପର୍ଯ୍ୟନ୍ତ ଡେରାଡୁନ ଠାରେ ଜାତୀୟ ସ୍ତରୀୟ ତାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଟିତ ହେବାକୁ ଯାଉଛି l ଏଥିରେ ସlନଭି ପଧାନ ବିଲୋ 32 କେଜି ବାଳିକା କ୍ୟୁଋଗୀ ଫlଇଟ ବିଭାଗରେ   ଓଡ଼ିଶାଋ ପ୍ରତିମିଧିତ୍ବ କରିବେ ବୋଲି କୋଚ ଅସୀମ ଭୋଇ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି l ଏହୀ ଜାତୀୟ ତାଇକଣ୍ଡୋ  ପ୍ରତିଯୋଗିତା ପାଇଁ ଅସୀମ କୁମାର୍ ଭୋଇ ଓଡ଼ିଶା ଋ ଅଫିସିୟlଲ୍ କୋଚ ଭାବେ ମନୋନିତ ହୋଇଥିବା ଓଡ଼ିଶା ରାଜ୍ୟ ତାଇକଣ୍ଡୋ ସଂଘ ସାଧlରଣ ସମ୍ପାଦକ ମନମୋହନ ଭଞ୍ଜ ସୁଚନା ଦେଇଛନ୍ତି l ପ୍ରକାଶ ଥାଉ କୀ ସlନଭି ପଧାନ ଲୀଟୀଲ  ଫ୍ଲାୱlର ସ୍କୂଲର ପଞ୍ଚମ ଶ୍ରେଣୀ ରେ ପଢୁଛନ୍ତି  ଓ ରେଲ୍ଵେ ଷ୍ଟେସନ ଛକ ସ୍ତିତ ଅସୀମ ତାଇକଣ୍ଡୋ ଏକାଡେମୀ ରେ ତାଇକଣ୍ଡୋ ପ୍ରଶିକ୍ଷଣ ନେଉଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026

You Might Also Like

           
  ଜିଲ୍ଲା  

ଖବର ଆଜିର