-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟନ୍ତ୍ରୀଙ୍କୁ ଦାବିପତ୍ର- ଖାଲି ପଡିଥିବା ସରକାରୀ ପଦବୀକୁ ସରକାର ତୁରନ୍ତ ପୂରଣ କରନ୍ତୁ- ଛାତ୍ର କଂଗ୍ରେସ

29-Nov-2023



ବଲାଙ୍ଗୀର(ଚିତ୍ରସେନ ବେହେରା ): -ବିଜେଡିର ୨୪ ବର୍ଷର ଶାସନ ମଧ୍ୟରେ ରାଜ୍ୟରେ ବେକାରୀ ସମସ୍ୟା, ଦାଦନ ଶ୍ରମିକ ସମସ୍ୟା ଉତ୍କଟ ରୂପ ଧାରଣ କରିଛି । ବିଶେଷ କରି ପଶ୍ଚିମ ଓଡ଼ିଶା ପ୍ରତି ସରକାରଙ୍କ ମୈମାତୃକ ମନୋଭାବ ପୋଷଣ ଯୋଗୁଁ ଶିକ୍ଷା, ସ୍ୱାସ୍ଥ୍ୟ ଓ କୃଷି କ୍ଷେତ୍ର ରେ ଏ ଅଂଚଳ ପଛୁଆ ହୋଇ ପଡିଛି । ଶିଳ୍ପବିହୀନ ବଲାଙ୍ଗୀର ପରି ଜିଲ୍ଲାରେ ଦେଓଗାଁ ସ୍ଥିତ ବିଜୟାନନ୍ଦ ଚିନି କାରଖାନା ଦୀର୍ଘ ବର୍ଷ ହେଲା ବନ୍ଦ ହୋଇ ପଡିଛି । ଏହାକୁ ପୁନଃକାର୍ଯ୍ୟକ୍ଷମ କରିବା ଦିଗରେ ସରକାରଙ୍କ ଆନ୍ତରିକାତ ନାହିଁ । ବଲାଙ୍ଗୀରରେ ରାଜେନ୍ଦ୍ର କେଲଜ ଓ ମହିଳା ମହାବିଦ୍ୟାଳୟରେ ଶିକ୍ଷକ ଓ ଅଣଶିକ୍ଷକ ପଦବୀର ଘୋର ଅଭାବ ଯୋଗୁଁ ଶିକ୍ଷାଦାନ ଏକ ପ୍ରକାର ଠପ୍ ହୋଇପଡିଛି । ତେଣୁ ରାଜ୍ୟରେ ଖାଲି ପଡିଥିବା ୨ଲକ୍ଷ ୨୬ହଜାର ପଦବୀକୁ  ସରକାର ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ

ପୂରଣ କରନ୍ତୁ ବୋଲି ଜିଲ୍ଲା ଛାତ୍ର କଂଗ୍ରେସ ଦାବି କରିଛି ।  ଖଣିଜ ସଂପଦ ର୍ ଓ କେନ୍ଦୁପତ୍ର ରୁ ରାଜ୍ୟ ସରକାର ବିପୁଳ ରାଜସ୍ୱ ଆଦାୟ କରୁଥିବା ବେଳେ ଏ ଅଂଚଳ ପ୍ରତି ଅସୂୟା ମନୋଭାବକୁ ଦୃଢ଼ ନିନ୍ଦ କରିଛି ଜିଲ୍ଲା ଛାତ୍ର କଂଗ୍ରେସ । ଆଜି ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଜରିଆରେ ଏକ  ୯  ଦଫା ଦାବିପତ୍ର ବଲାଙ୍ଗୀର ଜିଲ୍ଲାପାଳଙ୍କୁ  ପ୍ରଦାନ କରାଯାଇଛି । ଦାବିପତ୍ର ପ୍ରଦାନ ସମସୟରେ ଜିଲ୍ଲା ଛାତ୍ର କଂଗ୍ରେସର ଶତାଧିକ କର୍ମକର୍ତ୍ତା, କଲେଜ ଛାତ୍ରଛାତ୍ରୀ ଓ କଂଗ୍ରେସ କର୍ମୀ ମାନେ ସାମିଲ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026

You Might Also Like

  ଜିଲ୍ଲା  

ଖବର ଆଜିର