-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||     

HOME   ଜିଲ୍ଲା

ଏକଦିବସୀୟ ରକ୍ତଦାତା ପ୍ରବର୍ତ୍ତକ ତାଲିମ ଶିବିର ଅନୁଷ୍ଠିତ

30-Nov-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ଆଜି ସୁବର୍ଣ୍ଣପୁର ଜିଲ୍ଲାର ସରକାରୀ ଏ ଏନ ଏମ ତାଲିମ ସଭାଗୃହ ଠାରେ ରକ୍ତଦାତା ଓ ପ୍ରବର୍ତ୍ତକ ଙ୍କ ଏକ ଦିବସୀୟ ତାଲିମ ଶିବିର ଅନୁଷ୍ଠିତ ହୋଇ ଯାଇଛି ।ଏହି ତାଲିମ ଶିବିରରେ ଜିଲ୍ଲା ରକ୍ତ କେନ୍ଦ୍ର ଅଧିକାରୀ ଡାକ୍ତର ଦୁର୍ଗାଦତ୍ତ ଦାଶ ଓ ଏ ଡି ଏମ ଓ ରମେଶ ଚନ୍ଦ୍ର ସ୍ବାଇଁ ଉପସ୍ଥିତ ରହି ରକ୍ତର ଆବଶ୍ୟକତା ଓ ବିଭିନ୍ନ ରୋଗରେ ରକ୍ତ ର ଆବଶ୍ୟକତା ଉପରେ ଆଲୋଚନା କରିଥିଲେ l ସେହିପରି

ରକ୍ତ ପ୍ରବର୍ତ୍ତକ ଉମାକାନ୍ତ ନାଗ ରକ୍ତଦାନ ଶିବିର ଆୟୋଜନ ରକ୍ତ ଦାତା ଓ ପ୍ରବର୍ତ୍ତକଙ୍କ ଭୂମିକା ବିଷୟରେ ଆଲୋଚନା କରି ଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସ୍ୱଚ୍ଛ ଭାରତ ସଂଗଠନର ଉଦ୍ୟୋକ୍ତl ସାୟଦ ଅଲିମୁଲ ଇସଲମ, ଇନ୍ଦୁମତି ପୁରୋହିତ, ରକ୍ତ କେନ୍ଦ୍ର କମିଟି ର ବରିଷ୍ଟ ସଦସ୍ୟ ସମାଜସେବୀ ଶ୍ରୀବତ୍ସ ମଲିକ, ରକ୍ତ ଦାତା ତଥା ମୋଟିଭେଟର ଗତିକୃଷ୍ଣ ମିଶ୍ର ,ଆମ ଓଡ଼ିଶା ସମ୍ବାଦର ଆୟୋଜକ ରତନ ପଟ୍ଟନାୟକ, ସମାଜ ପ୍ରତିନିଧି ସ୍ୱାଧୀନ ମେହେର ଓ ଜିଲ୍ଲା ସ୍ବାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ଏ ଡି ପି ଏଚ୍ ୟୁ , ବୃନ୍ଦାବନ ସାହୁ ପ୍ରମୁଖ ମଞ୍ଚରେ ଉପସ୍ଥିତ ରହି ନିଜ ନିଜ ମତ ରଖିଥିଲେ l ସ୍ୱଚ୍ଛ ଭାରତ, ବୁଢ଼ାରଜା ୟୁଥ୍ ଏସୋସିଏସନ୍, ଶୋଭା କେୟାର ର ମେନେଜର ସୁବାସ ପଣ୍ଡା, ଆଶା ନର୍ସିଂ ହୋମ ର ମେନେଜର ବୃନ୍ଦାବନ ମଲିକଙ୍କ ସମେତ ୫୦ ରୁ ଉର୍ଦ୍ଧ୍ବ ରକ୍ତ ପ୍ରବର୍ତ୍ତକ ଯୋଗ ଦେଇଥିଲେ l ଜିଲ୍ଲାର ରକ୍ତଦାତା ପ୍ରବର୍ତ୍ତକ ସେବା ସଂଘ ସଭାପତି ମନୋଜ କୁମାର ପଣ୍ଡା ସଭା ପରିଚାଳନା କରି

ବିସ୍ତାର ଭାବେ ବୁଝାଇ ପ୍ରବର୍ତ୍ତକଙ୍କୁ ଉତ୍ସାହିତ କରିଥଲେ l ଜିଲ୍ଲାର ୫୦ ଜଣ ରକ୍ତ ପ୍ରବର୍ତ୍ତକ ତଥା ଏ ଏନ୍ ଏମ୍ ତାଲିମ ପ୍ରାପ୍ତ ଛାତ୍ରୀଙ୍କୁ ବ୍ଲଡ଼ ମୋଟିଭେଟର ପ୍ରମାଣପତ୍ର ପ୍ରଦାନ କରାଯାଇ ଥିଲା l ଜିଲ୍ଲା ରକ୍ତ କେନ୍ଦ୍ରର ଟେକ୍ନିସିଆନ ଜଗତ ନାରାୟଣ ଦରୁଅନ, ଟିଟୁ ଭୋଇ ,ଟଙ୍କଧର କୁଅଁର ପ୍ରମୁଖ ଶିବିର ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026

You Might Also Like