-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||     

HOME   ଜିଲ୍ଲା

ଦ୍ଵିତୀୟ ତରଣୀସେନ ମେମୋରିଆଲ କ୍ରିକେଟ ଟୁର୍ଣାମେଣ୍ଟ: ମନୁମୁଣ୍ଡା ଦଳ ଜିତିଲା

30-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): କଣ୍ଟାମାଳ ବ୍ଲକ ରୁଣ୍ଡିମହୁଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଟଙ୍ଗିଆପାଲି ଠାରେ ଦ୍ଵିତୀୟ ତରଣୀସେନ ମେମୋରିଆଲ କ୍ରିକେଟ ଟୁର୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ପ୍ରଥମ ମ୍ୟାଚ୍ ରେ ମନୁମୁଣ୍ଡା ଦଳ ପ୍ରଥମେ ବ୍ୟାଟିଂ କରି ୧୦ ଓଭରରେ ୧୧୭ ରନ କରିଥିବା ବେଳେ ତରଭା ଦଳ ୧୦୩ ରନ କରି ଥିଲେ । ୨ୟ ମ୍ୟାଚ୍ ରେ ୫ ଓଭର ଖେଳରେ ତରଭା ଦଳ ୭୫ ରନ କରି ଥିବା ବେଳେ ମନମୁଣ୍ଡା ୬୧ ରନ କରିଥିଲେ । ୩ୟ ମ୍ୟାଚ୍ ଖେଳରେ ୨ ଓଭରରେ ମନମୁଣ୍ଡା ଦଳ ୨୩ ରନ କରିଥିବା ବେଳେ ତରଭା ଦଳ ୧୯ ରନ କରିଥିଲେ। ମନମୁଣ୍ଡା ଦଳ ଚାମ୍ପିଅନ ହୋଇଥିବା ବେଳେ ତରଭା ଦଳ ରନର୍ସଅପ ହୋଇଥିଲେ । ଏହି କ୍ରିକେଟ ଖେଳକୁ ତ୍ରିଜିବ ଗୁରଣ୍ଡି ଓ ରାଜ କିଶୋର ସାହୁ ପରିଚାଳନା କରିଥିଲେ । ଖେଳରେ ବିଧାୟକ ପ୍ରତିନିଧି  ସୁଧାଂଶୁ ରଣା, ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ, ରୁଣ୍ଡିମହୂଲ୍ ସେବା ସମବାୟ ସଭାପତି ସୁଧୀର କୁମାର ଖଟୁଆ, ରୁଣ୍ଡିମହୂଲ୍ ସରପଞ୍ଚ ପଞ୍ଚାନନ ସାହୁ,  ସମିତି ସଭ୍ୟ ଲିଙ୍ଗରାଜ ଦନ୍ତା,  ସ୍ୱେ ଚ୍ଚାସେବୀ ଶିତିକଣ୍ଠ ମିଶ୍ର, ପୂର୍ବତନ ସମିତି ସଭ୍ୟ ସନ୍ତୋଷ ଦନ୍ତା, ବିଜେପି ନେତା ଅନିଲ କୁମାର ପ୍ରଧାନ, ରାଜ୍ୟ ବିଜେଡି ସମ୍ପାଦକ ସୁଧୀର ମହାକୁଡ, ସୁଦାମ ଚରଣ ବାରିକ, ଉମାକାନ୍ତ ସାହୁ , ଲକ୍ଷ୍ମୀ ପ୍ରସାଦ ଦନ୍ତା,  ସରକାରୀ ଓକିଲ ରାଧାବଲ୍ଲବ ପ୍ରଧାନ ଉପସ୍ଥିତ ରହି ବିଜୟ ଚାମ୍ପିଅନ ଦଳକୁ  ଏବଂ ରନ୍ସପଅପ୍ ଦଳକୁ  ଟ୍ରଫି ପ୍ରଦାନ କରିଥିଲେ ।ଖେଳକୁ ସୁରଥ ମହାକୁଡ, ମୁନା ଦନ୍ତା, ବିନୋଦ ମହାକୁଡ , ଋତୁରାଜଙ୍କ ସହିତ ଲକ୍ଷ୍ମୀ ନାରାୟଣୀ କ୍ରିକେଟ କ୍ଲବର ସମସ୍ତ ସଦସ୍ୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026

You Might Also Like