-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||     

HOME   ଜିଲ୍ଲା

ବଡକର୍ଲ୍ଲେ ହାଇସ୍କୁଲରେ ଜୁନିୟର ରେଡକ୍ରସ ସଚେତନତା ଶିବିର

30-Nov-2023



ଡୁଙ୍ଗୁରିିପାଲିି, (ଅରବିନ୍ଦ ମିଶ୍ର)-ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ବଡକର୍ଲ୍ଲେ ହାଇସ୍କୁଲ ପ୍ରାଙ୍ଗଣରେ ଏକ ଦିବସୀୟ ଜୁନିୟର ରେଡକ୍ରସ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷାଅଧିକାରୀ ଗଣେଶ କିିଷାନ ମୁଖ୍ୟଅତିଥି ଭାବରେ ଯୋଗଦେଇ ଜୁିନିୟର ରେଡକ୍ରସ ସହାୟତାରେ ସାମଜରେ ମାନବୀୟ ସେବା ଯୋଗାଇବାକୁ ଆହ୍ୱାନ ଦେଇଛନ୍ତି । ସମ୍ମାନୀତ ଅତିଥି ଭାବରେ ଜିଲ୍ଲା ପରିଷଦ ସଦସ୍ୟ ଗଣେଷ ଭୋଇ, ସରପଂଚ ରୋହିତ ସାହୁ, ପରିଚାଳନା କମିଟୀ ସଭାପତି ପଦ୍ମନାଭ ପୂଜାରୀ  କାର୍ଯ୍ୟକ୍ରମରେ ଯୋଗଦେଇ ମତବ୍ୟକ୍ତ କରିଥିଲେ । ଜିଲ୍ଲ ଜୁନିୟର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଶିବିରର ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ ଆସନ୍ତା ମାସରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ଶିକ୍ଷା ଓ ତାଲିମ ଶିବିର ସଂପର୍କିତ କାର୍ଯ୍ୟକ୍ରମ ବିଷୟରେ ମାର୍ଗଦର୍ଶନ କରିଥିଲେ । ପ୍ରଧାନଶିକ୍ଷକ ପ୍ରମୋଦ ପ୍ରଧାନ ଶିବିରରେ ଅଧ୍ୟକ୍ଷତା କରିଥିଲେ । ଶିବିରରେ ବ୍ଲକର ବିଭିନ୍ନ ସ୍କୁଲରୁ

 ଯୋଗଦେଇଥିବା ଜୁନିଅର ଛାତ୍ରଛାତ୍ରୀ ଏବଂ ପରାମର୍ଶଦାତା ମାନଙ୍କୁ ସାଧନକର୍ମି ହୃଷିକେଶ ଡାଙ୍ଗ, ନିମାଇ ଚରଣ  ମଲ୍ଲୀକ, ତପସ୍ୱିନୀ ଦାଶ, ଗୋପେଶ ପଣ୍ଡା, ହୃଷିକେଶ ଚାନ୍ଦ ପ୍ରମୁଖ ପ୍ରାଥମିକ ଚିକିତ୍ସା , ରେଡକ୍ରସ ଆନ୍ଦୋଳନ, ରକ୍ତଦାନ ଅଭିଯାନ, ରକ୍ଷକ ଭଳି ଜୀବନ ଉପଯୋଗୀ କୌଶଳ  ବିଷୟରେ ତାଲିମ ଦେଇଥିଲେ । ଗ୍ରାମର ଜନାସାଧାରଣଙ୍କୁ ରକ୍ତଦାନ, ସ୍ୱାସ୍ଥ୍ୟ, ପରିବେଶ, ରେଡକ୍ରସ ସେବା ସଂପର୍କରେ ସଚେତନ କରିବା ଉଦ୍ଦେଶ୍ୟରେ   ଏକ

ଗ୍ରାମ୍ୟ  ଶାନ୍ତି ଶୋଭାଯାତ୍ରା ଆୟୋଜିତ ହୋଇଥିଲା । ଅନୁଷ୍ଠିତ ହୋଇଥିବା କୁଇଜ୍ କମ୍ପିଟିସନର କୃତୀ ପ୍ରତିଯୋଗୀ ପୁନମ ପଧାନ, ଲିପସା ଜୁଆଡି ଓ ଦିପ୍ତୀମୟୀ ସେଠ ଙ୍କୁ  ଅତିଥି ବୃନ୍ଦ ପୁରସ୍କୃତ କରିଥିଲେ । ସାମଗ୍ରିକ ଭାବରେ କାର୍ଯର୍୍ୟକ୍ରମକୁ ହୃଷିକେଶ ଡାଙ୍ଗ ସଂଯୋଜନା କରିଥିବା ବେଳେ ବିସିସି ନିିମାଇ ଚରଣ ମଲ୍ଲୀକ ପରିଚାଳନା କରିଥିଲେ । ରାମପୁର ନୋଡାଲ ସ୍କୁଲର ପରାମର୍ଶଦାତ୍ରୀ ତରଙ୍ଗିନୀ ମହାପାତ୍ରା ନିଜସ୍ୱ ଶିବିର ଅନୁଭୁତି ବର୍ଣ୍ଣନା କରିଥିଲେ । ଶିକ୍ଷକ ରସିକ ପଧାନ ସ୍ୱାଗତ ଅଭିଭାଷଣ ଦେଇଥିଲେ । ସ୍କୁଲର ବରିଷ୍ଠ ପରାମର୍ଶଦାତା ରବିନ୍ଦ୍ର ଦୀପ ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷକ ରମାକାନ୍ତ ପଧାନ, ଗରୁଡ ଅଦାବର, ରମାବଲ୍ଲଭ ବାରିକ, ଉମେଶ ମିଶ୍ର, ସାଧନୁ ପଧାନ, ମିଳନ ପଧାନ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026

You Might Also Like