-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   (07-May-2026)       ||      ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   (07-May-2026)       ||      ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ    (07-May-2026)       ||      ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||     

HOME   ଜିଲ୍ଲା

ଜୟ ମା ଗଙ୍ଗାମାରୀ ବୁଢୀମାଙ୍କ କଳସ ଯାତ୍ରା- ଏକାଠି ହେଲେ ବିଭିନ୍ନ ରାଜ୍ୟ ମାଡ୍ରାସି ସମ୍ପ୍ରଦାୟ ଲୋକେ

30-Nov-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ ): ଗତ ୨୭ ତାରିଖ ପୁର୍ଣିମା ଦିନ ସୋନପୁର ବଡ ବଗିଚା ଠାରେ ମହା ସମାରୋହରେ ପାଳିତ ହୋଇଛି ତାମିଲ ଓ ମାଦ୍ରାସି ମାନଙ୍କର ଗଙ୍ଗାମାରୀ ବୁଢୀମାଙ୍କ କଳସ ଯାତ୍ରା l ଚତୁର୍ଦଶି ରାତିସାରା ନାମ କୀର୍ତ୍ତନ ପାଳନ କରାଯାଇ ପୁର୍ଣିମା ଦିନ ମହାନଦୀ ଦଶମତି ଘାଟରେ ଗଙ୍ଗା ମା ଙ୍କୁ ପୁଜା ଅର୍ଚ୍ଚନା କରାଯାଇ ମହାନଦୀରୁ ବଡ ବଗିଚା ଯାଏ ଏକ ବିରାଟ ଶୋଭଯାତ୍ରାରେ ଗଙ୍ଗା ମାରୀ ମା ବୁଢୀମା ଙ୍କୁ ନଗର ପରିକ୍ରମା କରି ଅଣl ଯାଇଥିଲା l ଏବଂ ମନ୍ଦିର ରେ

ପୂଜା ଅର୍ଚ୍ଚନା କରଯାଇଥିଲା l ତାମିଲ ନାଡୁ, ମହାରାଷ୍ଟ୍ର, ଆନ୍ଧ୍ରl ଓ ଓଡିଶା ବିଭିନ୍ନ ଜାଗାର ମଦ୍ରାସି ସମ୍ପ୍ରଦାୟ ର ଲୋକେ ଏହି ଯାତ୍ରାରେ ସାମିଲ୍ ହୋଇଥିଲେ l ବଡ ବଗିଚାର ସମସ୍ତ ପରିବାର ସମେତ ଗୋପାଳଜୀ ଯୋଗlଳୟ ଓ ସ୍ବଚ୍ଛ ଭାରତ ସଂଗଠନର ସମସ୍ତ ସଦସ୍ୟ ଏହି ଯାତ୍ରାରେ ସକ୍ରିୟ ସାମିଲ ହୋଇଥିଲେ l ଯାତ୍ରା କମିଟି ପକ୍ଷରୁ ସମସ୍ତଙ୍କ ପାଇଁ ସାମୂହିକ ପ୍ରାସାଦ ସେବନର ବ୍ୟବସ୍ଥା କରଯାଇଥିଲା l ରାମୁ ତେଵର୍ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଏହି ଉତ୍ସବ ପାଳିତ ହୋଇଥିବା ବେଳେ ବଡ ବଗିଚାର ସମସ୍ତ ଅଧିବାସୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   07-May-2026
  ରାଜ୍ୟ  
ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   07-May-2026
  ଜିଲ୍ଲା  
ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ   07-May-2026
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026
  ଜିଲ୍ଲା  
ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା   07-May-2026
  ଜିଲ୍ଲା  
ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   07-May-2026
  ଜିଲ୍ଲା  
କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   07-May-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   07-May-2026
  ରାଜ୍ୟ  
ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ   07-May-2026
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026

You Might Also Like