-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

ଅବସର କାଳୀନ ସମ୍ବର୍ଦ୍ଧନା

30-Nov-2023



ବୋଡ଼େନ (ଡୋଲେସ୍ବର ଵାଗ)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ କମଳାମାଲ ଗ୍ରାମର ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ମାଝୀ ଜୟବାହାଲ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କ ଆକର୍ଷଣୀୟ ବ୍ୟକ୍ତିତ୍ଵ ,ସାଧୁତା. ଶୃଙ୍ଖଳା ,ସମୟାନୁବର୍ତ୍ତିତା, ଭାବ ପ୍ରଦାନକାରୀ, ସଚ୍ଚୋଟତା,ନିରପେକ୍ଷତା,ଉଦାରତା,ସହାନୁଭୂତି ଆଜି ଶିକ୍ଷକ ସମାଜ,ଛାତ୍ର ଛାତ୍ରୀ ତଥା ଅଞ୍ଚଳକୁ ସୂଚାଇ ଦେଇଛି କି ଶିକ୍ଷକ କିଶୋର ମାଝୀଙ୍କ ଶିକ୍ଷକତା ଜୀବନର ଅବସର କାଳୀନ ସମ୍ବର୍ଦ୍ଧନା ସତେକି ଲାଗୁଥିଲା ଏହା ତାଙ୍କ ଶିକ୍ଷକତାର ବିଜୟଯାତ୍ରା ।ଶ୍ରୀଯୁକ୍ତ ମାଝୀଙ୍କ ଜନ୍ମ ହୁଏ ଏକ ଆଦିବାସୀ ମାଝୀ ସମ୍ପ୍ରଦାୟରେ ତା ୩-୧୧-୧୯୬୩ ଦିନ ।ସେ ଶିକ୍ଷା ବିଭାଗରେ ଯୋଗଦାନ କରନ୍ତି ତା ୧୧-୦୨-୧୯୯୧ ଦିନ ଏବଂ ଦୀର୍ଘ ୩୨ ବର୍ଷ ୯ ମାସ ୧୯ ଦିନ ଚାକିରି କରି ତା ୩୦ - ୧୧-୨ ୦୨୩ରିଖ ଦିନ ଅବସର ଗ୍ରହଣ କରନ୍ତି ।ଆଜି ତାଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭାରେ ସି ଆର୍ ସି ସି ଜିତେନ୍ଦ୍ର କୁମାର ହଂସ ସଭାପତିତ୍ବ କରିଥିବା ବେଳେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଋଦ୍ରେଶ୍ଵର ମେହେର ମୁଖ୍ୟ ଅତିଥି ଏବଂ ଜୟବାହାଳ ଉଚ୍ଚବିଦ୍ୟାଳୟ ପ୍ରଧାନ ଶିକ୍ଷକ ଦୁଷ୍ମନ୍ତ କୁମାର ବାଗ ମୁଖ୍ୟ ବକ୍ତା ,ସମ୍ମାନିତ ଅତିଥି ରୂପେ ବିଦ୍ୟାଳୟ ପରିଚାଳନା କମିଟି ସଭାନେତ୍ରୀ ଅଞ୍ଜଳି ସାଗର,ଅବସର ପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କ୍ଷେମରାଜ ମହାପାତ୍ର, ଏ ବି ଇ ଓ ଦିଲିପ ଦାସ ଓ ନେପାଲ ଚନ୍ଦ୍ର ଦେ, ଜୟବାହାଳ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ କିଶୋର କୁମାର ମାଝୀ,ଅବସର ପ୍ରାପ୍ତ ଖେଳ ଶିକ୍ଷକ ଜୟରାମ ଛତ୍ରିଆ,ଅବସର ପ୍ରାପ୍ତ ଶିକ୍ଷକ ଗୋକୁଲା ନନ୍ଦ ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ ।  ଶିକ୍ଷକ ଉତ୍ତମ ମହାଉତି ମଞ୍ଚ ସଞ୍ଚାଳନ କରିଥିଲେ  । ଆଜି ଏହି ସମ୍ବର୍ଦ୍ଧନା ସଭାରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କ୍ଷେମରାଜ ମହାପାତ୍ର ଓ ପ୍ରଧାନ ଶିକ୍ଷକ କିଶୋର କୁମାର ମାଝୀଙ୍କ ପରବର୍ତ୍ତୀ ଜୀବନ ସୁଖମୟ ହେଉ ବୋଲି ସମସ୍ତ ଉପସ୍ଥିତ ଜନସାଧାରଣ ,ଶିକ୍ଷକ ଶିକ୍ଷୟତ୍ରୀ,ସି ଆର ସିସି ,ଅଭିଭାବକ ଅଭିଭାବିକା,ପ୍ରିୟବନ୍ଧୁବର୍ଗ,ଆତ୍ମୀୟ ସ୍ୱଜନ,ଜୟବାହାଲ୍ ଗ୍ରାମର ସମସ୍ତ ଗ୍ରାମବାସୀ ଭଗବାନଙ୍କ ପାଖରେ ପ୍ରାର୍ଥନା କରିଛନ୍ତି ।  ଶ୍ରୀଯୁକ୍ତ ମାଝୀ ତାଙ୍କ ଜୀବନରେ ଲୋକପ୍ରୀୟତା ଲାଭ କରିଛନ୍ତି  ,ଲୋକଙ୍କ ଅତି ନିକଟତର ହୋଇଛନ୍ତି ,ସମସ୍ତଙ୍କ ହୃଦୟରେ ସ୍ଥାନ ଅଧିକାର କରିଛନ୍ତି ,ସମାଜରେ ଜଣେ ଆଦର୍ଶ ଶିକ୍ଷକର ଛାପ ଛାଡ଼ି ପାରିଛନ୍ତି ବୋଲି ଆଜି ସବର୍ଦ୍ଧନା ସଭାରେ ସହ ଲୋକଙ୍କ ଭିଡ ସହ ତାଙ୍କୁ ତାଙ୍କ ଗ୍ରାମ ପର୍ଯ୍ୟନ୍ତ ବାଜା ବଜାଇ ହସ ଖୁସିରେ ପହଞ୍ଚାଇ ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like