-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||     

HOME   ଜିଲ୍ଲା

ହତ୍ୟା ଉଦ୍ୟମକାରୀଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡ

30-Nov-2023



ବଲାଙ୍ଗିର(ପ୍ରେରଣା ଖବର) - ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟେଟ ପ୍ରିୟରଞ୍ଜନ ମିଶ୍ର ଏକ ହତ୍ୟା ଉଦ୍ୟମ ମାମଲାର ବିଚାର କରି ଅଭିଯୁକ୍ତ ହରିହର ପ୍ରଧାନଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି । ସୂଚନା ଅନୁସାରେ ବଲାଙ୍ଗିର ସଦରଥାନା ହରିପାଲି ଗ୍ରାମର ରାଜେଶ ପ୍ରଧାନଙ୍କ ବଡ ଝିଅ ଲିଜା ପ୍ରଧାନ ଏବଂ ସାନ ଝିଅ ପୂଜା ପ୍ରଧାନ ତାଙ୍କ ବାରିପଟେ ଥିବା କୁଅଁରେ ୦୮.୦୯.୧୯ ସକାଳ ପ୍ରାୟ ୧୧.୪୫ ଗାଧୋଉଥିବା ସମୟରେ ସେହି ଗ୍ରାମର ଅଭିଯୁକ୍ତ ହରିହର ପ୍ରଧାନ ଏକ ଟାଙ୍ଗିଆ ସାହାଯ୍ୟରେ ଲିଜା ପ୍ରଧାନଙ୍କୁ ଜିବନରେ ମାରିଦେବା ଉଦ୍ଦେଶ୍ୟ ରଖି ଆକ୍ରମଣ କରିଥିଲା । ଉକ୍ତ ଆକ୍ରମଣରେ ଲିଜା ପ୍ରଧାନଙ୍କ ଛାତିରେ, ହାତ ଏବଂ ବେକରେ ପ୍ରଚୁର ରକ୍ତଶ୍ରାବ ହୋଇ ଗୁରୁତର ଭାବରେ ଆଘାତପ୍ରାପ୍ତ ହୋଇଥିଲେ ।  ବିଚାରପତି ଶ୍ରୀ ମିଶ୍ର ସାକ୍ଷ୍ୟମାନଙ୍କ ବୟାନକୁ ଭିତ୍ତି କରି ତିନି ବର୍ଷ ସଶ୍ରମ କାରାଦଣ୍ଡ ସହ ୫ହଜାର ଟଙ୍କା ଜରିମାନା ଅନାଦେୟ ଅଧିକ ତିନିମାସ ସଶ୍ରମ କାରଦଣ୍ଡ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଅତିରିକ୍ତ ପି.ପି. ଓଁକାର ନାୟକ ସରକାରଙ୍କ ତରଫରୁ ମକଦ୍ଦମା ପରିଚାଳନା କରୁଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026
  ଜିଲ୍ଲା  
ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା   07-May-2026
  ଜିଲ୍ଲା  
ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   07-May-2026
  ଜିଲ୍ଲା  
କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   07-May-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   07-May-2026
  ରାଜ୍ୟ  
ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ   07-May-2026
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026

You Might Also Like