-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||     

HOME   ଦେଶ ବିଦେଶ

ଚାଷୀ ଆନ୍ଦୋଳନ ପ୍ରସଙ୍ଗ- କମିଟି ଗଠନ ପାଇଁ ସୁପ୍ରିମ କୋର୍ଟର ନିର୍ଦ୍ଦେଶ

17-Dec-2020



ନୂଆଦିଲ୍ଲୀ, (ପ୍ରେରଣା ଖବର ବ୍ୟୁରୋ) - ନୂଆ କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ଗତ ୨୧ ଦିନ ଧରି ଚାଲିଥିବା ଚାଷୀ ଆନ୍ଦୋଳନ ପ୍ରସଙ୍ଗରେ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ। ଏକ କମିଟି ଗଠନ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ପକ୍ଷଙ୍କୁ ନେଇ ଏକ କମିଟି ଗଠନ କରିବାକୁ ସଲିସିଟର ଜେନେରାଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଦେଶବ୍ୟାପୀ ଚାଷୀ ସଂଗଠନର ପ୍ରତିନିଧିଙ୍କୁ ଏହି କମିଟିରେ ସାମିଲ କରିବାକୁ କୁହାଯାଇଛି। ଚାଷୀ ପ୍ରତିନିଧି, କେନ୍ଦ୍ର ସରକାର ଓ ଅନ୍ୟ ପକ୍ଷଙ୍କୁ ଏକାଠି ବସି ଘଟଣାର ସମାଧାନ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି! ଏତିସହ ପକ୍ଷ ରଖିବାକୁ ଚାଷୀ ସଂଗଠନକୁ ମଧ୍ୟ ନୋଟିସ ମଧ୍ୟ କରିଛନ୍ତି। ଆସନ୍ତାକାଲି ମାମଲାର ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି। ସେପଟେ ଆଜି ସନ୍ଧ୍ୟାରେ କେନ୍ଦ୍ର କ୍ୟାବିନେଟ୍ ବୈଠକ ବସିବ। ସର୍ବନିମ୍ନ ସହାୟକ ମୂଲ୍ୟ- MSP ଗ୍ୟାରେଣ୍ଟି ନେଇ ଆଜି କେନ୍ଦ୍ର କ୍ୟାବିନେଟରେ ଆଲୋଚନା ହୋଇପାରେ। ପଞ୍ଜାବ, ହରିଆଣା ଏବଂ ଉତ୍ତର ପ୍ରଦେଶରେ ନୂଆ କୃଷି ଆଇନ୍ ଲାଗୁ ନକରିବାକୁ ଆଜିର କ୍ୟାବିନେଟରେ ନିଷ୍ପତ୍ତି ହୋଇପାରେ ବୋଲି ସୂଚନା ମିଳୁଛି। ଚାଷୀ ବିରୋଧୀ କହି ୩ଟି କୃଷି ଆଇନ ପ୍ରତ୍ୟାହାର ଦାବିରେ ଅଡ଼ି ବସି କୃଷକମାନେ ଗତ ନଭେମ୍ବର ୨୬ରୁ ଆନ୍ଦୋଳନ କରୁଛନ୍ତି!


News Comment




Photo in News

Advertisment
Lastest News
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026

You Might Also Like