-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

ବିଜୁ ଜନତା ଦଳ ର ସ୍ୱାଭିମାନ ମଞ୍ଚ ତଥା ଛାଡ଼ଖାଇ ଭେଟଘାଟ, ନିହାର ବିରୁଦ୍ଧରେ ସ୍ୱାଭିମାନ ମଞ୍ଚ ପକ୍ଷରୁ ଅସନ୍ତୋଷ ର ବାର୍ତାଳାପ

30-Nov-2023



ଲୋଇସିଂହା, (ପ୍ରେରଣା ଖବର) ଲୋଇସିଂହା ନିକଟସ୍ଥ ବୁର୍ଡl ଡାକବଙ୍ଗଳା ଠାରେ ଲୋଇସିଂହା ନିର୍ବାଚନ ବିଜୁ ଜନତା ଦଳର କର୍ମୀ ଭାବରେ ସ୍ୱାଭିମାନ ମଞ୍ଚ ମଣ୍ଡଳୀ ବିଜେଡି କର୍ମକର୍ତ୍ତା ଙ୍କୁ ନେଇ ସ୍ୱାଭିମାନ ମଞ୍ଚ ତଥା ଛାଡ଼ଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ବରିଷ୍ଠ ବିଜେଡି କର୍ମୀ ତଥା ବୁର୍ଡl ଗ୍ରାମପଞ୍ଚାୟତ ପୂର୍ବତନ ସରପଞ୍ଚ ସହଦେଵ ସା ଙ୍କ ସଭାପତିତ୍ୱ ରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ସଭା ପରିଚାଳନା କରିଥିଲେ ଆଗଲପୁର ବ୍ଲକ ର ପୂର୍ବତନ ଏମ ପି ପ୍ରତିନିଧି ପ୍ରବୀର ଭୋଇ l ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ପ୍ରହଲ୍ଲାଦ ସୁନା,ଜଗବନ୍ଧୁ ପଧାନ, ସମ୍ପତି ନନ୍ଦ, ସ୍ୱାଭିମାନ ମଞ୍ଚ ସଭାପତି ସୀତାକାନ୍ତ ସାଏ,ଅବସରପ୍ରାପ୍ତ ଶିକ୍ଷକ ହୃଷିକେଶ ଭୋଇ ବରିଷ୍ଠ ବିଜେଡି କର୍ମୀ କୀର୍ତ୍ତନ ଥପ୍ପା, ନବକିଶୋର ନାଏକ, ଶେଷଦେବ ପାଢ଼ୀ, ଶଶୀ ଶର୍ମା, ସମୀର ସାହୁ, ସମୀର ବିଶ୍ୱାଳ, ଅନନ୍ତ ସାହୁ, ପୂର୍ବତନ ସରପଞ୍ଚ ରାଧାନାଥ ବିଶ୍ୱାଳ, ସୁବଳ ଖମାରୀ, ନିଜ ନିଜ ବକ୍ତବ୍ୟ ରେ ମଂଚାସୀନ ଅତିଥି ମାନେ ବର୍ତମାନ ସମସ୍ତେ ଏକଜୁଟ ହୋଇ ବିଜେଡି ସଂଗଠନ କୁ ମଜବୁତ କରିବା ସହିତ ପୂର୍ବତନ ଲୋଇସିଂହା ବିଧାୟକ ତଥା ମନ୍ତ୍ରୀ ଯୋଗେନ୍ଦ୍ର ବେହେରା ଓ ବର୍ତମାନ ବିଜେଡି ରାଜ୍ୟ ପରିଷଦ ସଭ୍ୟ ନିହାର ରଞ୍ଜନ ବେହେରା ଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିବା ସହିତ ସମାଲୋଚନା କରିଥିଲେ l

ବର୍ତମାନ ବିଜେଡି ସଂଗଠନ ନାରେ ଠିକା ବିକା ଚାଲିବା ସହ ଅପବ୍ୟବହାର କରାଯାଉଛି ବୋଲି ମତ ଦେଇଥିଲେ l ଆଗାମୀ ସାଧାରଣ ନିର୍ବାଚନ ରେ ବିଜେଡି ରୁ ଲୋଇସିଂହା ବିଧାୟକ ଭାବରେ ଯଦି ନିହାର ରଞ୍ଜନ ବେହେରା ଙ୍କୁ ଟିକେଟ ଦିଆଯାଏ ତାହେଲେ ସ୍ୱାଭିମାନ ମଞ୍ଚ ତୀବ୍ର ବିରୋଧ କରିବ ବୋଲି ସଭାରେ ସ୍ୱାଭିମାନ ମଞ୍ଚ ଉପସ୍ଥିତ କର୍ମକର୍ତ୍ତା ଚେତାବନୀ ଦେଇଛନ୍ତି l ତା ସହିତ  ଆଗାମୀ ଦିନରେ ମୁଖ୍ୟମନ୍ତ୍ରୀ ଙ୍କ ନୀତି ଆଦର୍ଶ ସହିତ ପୂର୍ବତନ ବଲାଙ୍ଗୀର ସାଂସଦ କଳିକେଶ ନାରାୟଣ ସିଂଦେଓ ଙ୍କ ସହିତ ସଂଗଠକ କୁ ମଜବୁତ କରିବା ପାଇଁ ସ୍ଥିର ହୋଇଥିଲା l  ଉକ୍ତ କାର୍ଯ୍ୟକ୍ରମ ରେ ଲୋଇସିଂହା, ପୁଇଁତଲା ଓ ଆଗଲପୁର ବ୍ଲକ ର ଶତାଧିକ ବିଜେଡି କର୍ମୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like